ତାଳଚେରରେ ବ୍ରଜକିଶୋର ୧୨୫୮୦ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୨୫୮୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୩୬୮୫୭ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୨୪୨୭୭ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By Dharitri.Com

ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର : ମଧ୍ୟାହ୍ନ ପରେ ମିଳୁନି ସେବା

ବଇଣ୍ଡା, ୧।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ସେବା ପାଇପାରୁନାହାନ୍ତି ଅଞ୍ଚଳବାସୀ। ଡାକ୍ତର ସକାଳୁ ୨ରୁ ୩ ଘଣ୍ଟା ରହି ପଳାଉଛନ୍ତି।...

ଚାନ୍ଦବାଲିରେ ବିଜେଡି ଆଗରେ

ଚାନ୍ଦବାଲି, ୨୩।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ୬ଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ବ୍ୟୋମକେଶ ରାୟ ୧୧,୯୦୩...

୫ମ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୧୩୯୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଭାଜପାର ଅଶୋକ...

କିଶୋରନଗର ଅଞ୍ଚଳରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି ଦାବି

ବଇଣ୍ଡା,୫।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ଥାନା ଇଲାକାରେ କିଛିଦିନ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପୋଲିସ ରାତି ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରୁ ନ ଥିବାରୁ...

ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

ଢେଙ୍କାନାଳ ଅଫିସ,୨ା୬-ଢେଙ୍କାନାଳ ଜିଲା ସଦର ଥାନା ସିମିନଇ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ଅଭୟ ପରିଡା(୪୦)ଙ୍କ ମୃତ୍ୟୁ ହୋଇଛି। ସେହିପରି ଅଭିଷେକ ମହାରଣା(୧୯)ନାମକ ଜଣେ...

ଅପରାହ୍ନ ୪ଟା ସୁଦ୍ଧା ୪୨.୭ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ପାଇଁ ଶନିବାର ସକାଳେ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା। ଗତ ବିଧାନସଭା ନିର୍ବାଚନ ତୁଳନାରେ ଏଥର ମତଦାନ ହାର କମ୍‌...

ଆଜି ଇଭିଏମ୍‌ରୁ ବାହାରିବ ପ୍ରାର୍ଥୀଙ୍କ ଭାଗ୍ୟ

ଅନୁଗୋଳ ଅଫିସ, ୨୩।୫:   ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଲାଗି ରହିଥିବା ଉତ୍କଣ୍ଠା ଗୁରୁବାର ଶେଷ ହେବ। ଇଭିଏମ୍‌ରେ ବନ୍ଦୀ ପ୍ରାର୍ଥୀଙ୍କ ଭାଗ୍ୟଫଳ ପ୍ରକାଶ ପାଇବା...

ଫନୀ ବିପନ୍ନଙ୍କୁ ସହାୟତା: ଶିକ୍ଷକ ସଂଘ ଦେଲା ୮୨,୨୦୦ ଟଙ୍କା

ଭୁବନ, ୧।୬(ଡି.ଏନ.ଏ.): ଭୁବନ ଶିକ୍ଷକ ସଂଘ ପକ୍ଷରୁ ‘ଫନୀ’ ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍‌ ଜିଲାପାଳଙ୍କ ଜରିଆରେ...

Leave a comment

Your email address will not be published. Required fields are marked *