Posted inଫୁରସତ

ଅଧିକାଂଶ ଏରୋପ୍ଲେନ୍‌ର ରଙ୍ଗ ଧଳା କାହିଁକି

କେବେ ଏରୋପ୍ଲେନ୍‌ରେ ଯାତ୍ରା କରିଛନ୍ତି କି? ଯଦି ହଁ ତେବେ ନିଶ୍ଚିତ ଦେଖିଥିବେ ଅଧିକାଂଶ ଏରୋପ୍ଲେନ୍‌ର ରଙ୍ଗ ଧଳା। ମନକୁ ବହୁବାର ପ୍ରଶ୍ନ ମଧ୍ୟ ଆସିଥିବ କ’ଣ ପାଇଁ ଏରୋପ୍ଲେନ୍‌ର ରଙ୍ଗ କଳା, ନୀଳ, ହଳଦିଆ ନ ହୋଇ ଧଳା ହୋଇଛି। ତେବେ ଆସନ୍ତୁ ଜାଣିବା ଏହାର ରହସ୍ୟ ସମ୍ପର୍କରେ…


ଏରୋପ୍ଲେନ୍‌ର ରଙ୍ଗ ଧଳା ହେବା ପଛରେ ଏକ ବୈଜ୍ଞାନିକ କାରଣ ରହିଛି। ସୂର୍ଯ୍ୟଙ୍କ କିରଣକୁ ପରିବର୍ତ୍ତନ କରିବାରେ ଧଳାରଙ୍ଗର କ୍ଷମତା ଢେର୍‌ ଅଧିକ। ଏମିତିରେ ଧଳା ରଙ୍ଗ ଯୋଗୁ କମ୍‌ ଗରମ ବି ହୋଇଥାଏ। ତେଣୁ ଏରୋପ୍ଲେନ୍‌ର ବାହାର ଅଂଶ ଧଳା ହୋଇଥାଏ। ଅନ୍ୟ ଏକ କାରଣ ହେଲା ଏରୋପ୍ଲେନ୍‌ଟି ବଡ଼ ହୋଇଥିବାରୁ ଏଥିରେ ଅଧିକ ଲୋକ ଯାତ୍ରା କରିଥା’ନ୍ତି। ତେଣୁ ଧଳା ରଙ୍ଗ ହୋଇ ନ ଥିଲେ ଅତ୍ୟଧିକ ଗରମ ହୋଇ ଲୋକେ ମୃତାହତ ହୁଅନ୍ତେ। ଏତଦ୍‌ବ୍ୟତୀତ କୌଣସି ଏରୋପ୍ଲେନ୍‌ ଦୁର୍ଘଟଣାଗ୍ରସ୍ତ ହେଲେ ଆକାଶର ନୀଳ ରଙ୍ଗରେ ଧଳାକୁ ଖୋଜି ପାଇବା ଖୁବ୍‌ ସହଜ ହୋଇଥାଏ। ତେଣୁ ଏସବୁ କାରଣ ଯୋଗୁ ଏରୋପ୍ଲେନ୍‌ର ରଙ୍ଗ ଧଳା।


All Right Reserved By Dharitri.Com

ଭଲ ଜୀବନସାଥୀ ପାଇଁ ଲଣ୍ଡା ହୁଅନ୍ତି ଯୁବତୀ

ସାଉଥ୍‌ ଆଫ୍ରିକାର ଇଥିଓପିଆ ଓ ସୋମାଲିଆ ମଧ୍ୟରେ ରହିଛନ୍ତି ବୋରାନା ଜନଜାତି । ଏହି ଜନଜାତିଙ୍କର ପରମ୍ପରା ବିଶ୍ୱରେ କେଉଁଠି ଦେଖିବାକୁ ମିଳେ ନାହିଁ। ଏଠାକାର...

ଯେଉଁଠି ଚାଲେ ଭୂତଙ୍କ କୋର୍ଟ

ଦୁନିଆରେ ଅନେକ ପ୍ରକାରର କୋର୍ଟ ଦେଖିଥିବେ। ଯେଉଁଠାରେ ମଣିଷଙ୍କ ଉପରେ ମାମଲା ଚାଲେ ଏବଂ ଦଣ୍ଡବିଧାନ କରାଯାଏ। ଏଠାରେ କିନ୍ତୁ ଯେଉଁ କୋର୍ଟ ବିଷୟରେ ଆଲୋଚନା...

ଅଦୃଶ୍ୟ କାରିଗରି: ସୋୟା ସସ୍‌ ଢାଳିଲେ ଝଲସି ଉଠେ ଚମତ୍କାର ପେଣ୍ଟିଂ

ଆଜିକାଲି ଥ୍ରୀଡି ପେଣ୍ଟିଂର ବେଶ୍‌ ଚାହିଦା ରହିଛି। ଘର, ରାସ୍ତାଘାଟ ଏମିତିକି ଖାଦ୍ୟରେ ବି ଥ୍ରୀଡି ପେଣ୍ଟିଂ କରାଯାଉଛି। ତେବେ ଜାପାନର ଏକ ଡିଜାଇନ୍‌ ଷ୍ଟୁଡିଓ...

ଇଡ୍‌ଲି ଆମ୍ମା: ଯେଉଁମାନେ ଅସହାୟ ପେଟର ଭୋକକୁ ମା’ ଭଳି ବୁଝୁଛନ୍ତି

ଆଜିର ଏହି ଦରଦାମ୍‌ ବୃଦ୍ଧି ସମାଜରେ ଖାଦ୍ୟ ପଦାର୍ଥଠୁ ଆରମ୍ଭ କରି ସୌଖୀନ ଜିନିଷ ପର୍ଯ୍ୟନ୍ତ ସବୁକିଛିର ମୂଲ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଦୁଇ...

ବିଶ୍ୱ ଟେଲିଭିଜନ ଦିବସ

ଜାତିସଂଘ: ୧୯୯୬ର ପ୍ରଥମାର୍ଦ୍ଧରେ ପ୍ରଥମେ ବିଶ୍ୱ ଟେଲିଭିଜନ ମଞ୍ଚ ଗଠନ କରାଯାଇଥିଲା। ପରେ ଜାତିସଂଘ ସାଧାରଣ ପରିଷଦ ସେହି ବର୍ଷ ୨୧ ନଭେମ୍ବରରେ ବିଶ୍ୱ ଟେଲିଭିଜନ...

ଏକାକୀ ମହିଳାଙ୍କ ଭରସା ରାଜି ଆକ୍କା

ଚେନ୍ନାଇର ପିଭି ରାଜି ଅଶୋକ ଜଣେ ଅଟୋ ଚାଳିକା। ମଧ୍ୟରାତ୍ର ହେଉକି ଉଦୁଉଦିଆ ଖରାବେଳ, ସେ କେବେ ବି କୌଣସି ମହିଳାଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବାକୁ...

ରହସ୍ୟମୟ ପର୍ଯ୍ୟଟନ ସ୍ଥଳୀ

ଏମିତି କିଛି ପର୍ଯ୍ୟଟନସ୍ଥଳ ରହିଛି, ଯାହା କେବଳ ତା’ର ସୌନ୍ଦର୍ଯ୍ୟ ପାଇଁ ନୁହେଁ । ତା’ର ରହସ୍ୟ ପାଇଁ ବି ପର୍ଯ୍ୟଟକଙ୍କୁ ନିଜ ଆଡକୁ ସବୁବେଳେ...

ବିଶ୍ୱର ସବୁଠାରୁ ଭୟଙ୍କର ସ୍ଥାନ: ମାଟିତଳେ ରହିଛି ୬୦ଲକ୍ଷ ଖପୁରି

ବିଶ୍ୱରେ ଏମିତି ସ୍ଥାନ ଅଛି ଯେଉଁଠିକି ଯିବାକୁ ଦିନରେ ମଧ୍ୟ ଭୟ ଲାଗିବ। ଆଉ ଏମିତି ବି କିଛି ସ୍ଥାନ ରହିଛି ଯାହାକୁ ଦେଖିଲେ ବା...

Leave a comment

Your email address will not be published. Required fields are marked *