ଛେଣ୍ଡିପଦାରେ ଅଗସ୍ତି ବେହେରା ୪୩୯୫ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୨ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୪୩୯୫ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୨୮୩୭୬ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୩୨୭୭୧ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By

ଦିନ ଦ୍ୱିପ୍ରହରରେ ଖଟୁଛନ୍ତି ଶ୍ରମିକ

ଛେଣ୍ଡିପଦା,୨୮।୫(ସ୍ବ.ପ୍ର)ସରକାରୀ ନିୟମକୁ ଫୁ। ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟାଣ ଖରାରେ ଶ୍ରମିକଙ୍କୁ ନ ଖଟାଇବା ପାଇଁ ସରକାରଙ୍କ ପକ୍ଷରୁ କଟକଣା ରହିଥିବାବେଳେ ଏହାକୁ...

ମାସେ ମଧ୍ୟରେ କାର୍ଯ୍ୟକ୍ଷମ ହେବ ବୀରାଶାଳ ଏୟାର ଷ୍ଟ୍ରିପ୍‌

କାମାକ୍ଷାନଗର, ୧୭।୫(ଡି.ଏନ.ଏ.)- ମାସେ ମଧ୍ୟରେ ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ ବହୁ ପ୍ରତୀକ୍ଷିତ ବୀରାଶାଳ ଏୟାରଷ୍ଟ୍ରିପ୍‌। ଏଥିପାଇଁ ସବୁଜ ସଙ୍କେତ ମିଳିଛି। ଗୁରୁବାର ବେସାମରିକ ବିମାନ ଚଳାଚଳ...

ସରିଲା ମା’ ହିଙ୍ଗୁଳାଙ୍କ ଶୀତୁଳା ପୂଜା: ଅନ୍ତିମ ଦିନରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ତାଳଚେର,୨୭ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନ ବ୍ୟାପୀ ଚାଲିଥିବା ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରା ଶୁକ୍ରବାର ଶେଷ ହୋଇଛି। ଅନ୍ତିମ ଦିବସରେ ମା’ଙ୍କ ଶୀତୁଳା ପୂଜା...

ଟାଏକୋଣ୍ଡୋ ମାଷ୍ଟର ସୌମ୍ୟବ୍ରତଙ୍କୁ ଜାତୀୟସ୍ତରୀୟ କୋଚ୍‌ ମାନ୍ୟତା

ଢେଙ୍କାନାଳ ଅଫିସ, ୨।୭ ଜାତୀୟସ୍ତରରେ କୋଚ୍‌ ମାନ୍ୟତା ପାଇଛନ୍ତି ଢେଙ୍କାନାଳର ଟାଏକୋଣ୍ଡୋ ମାଷ୍ଟର ସୌମ୍ୟବ୍ରତ ସାହୁ। କେରଳ ଥିରୁଭାନନ୍ତପୁରମ୍‌ରେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ପକ୍ଷରୁ...

୧୫ ରାଉଣ୍ଡ: ଆଗରେ ଭାଜପା ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୨୩ା୫-ବାଲେଶ୍ୱର ଲୋକସଭା ଆସନରେ ୧୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ୨ ଲକ୍ଷ ୨ ହଜାର ୬୯୪ ଭୋଟ ପାଇଥିବା ବେଳେ ବିଜେଡି...

ଜନ୍ମନେଲେ ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଶାବକ

ରାଜନଗର,୧୮ା୪(ଡି.ଏନ.ଏ): କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ଏବେ ଚଳଚଞ୍ଚଳ ହୋଇଉଠିଛି। ଗତମାସରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ବାବୁବାଲି ଦ୍ୱୀପରେ ସମୂହ ଅଣ୍ଡାଦାନ କରିଥିଲେ।...

ଶୈଳଶ୍ରୀକ୍ଷେତ୍ର ବାହୁଡ଼ିଲେ ମହାବାହୁ: ଆଜି ରଥ ଉପରେ ସୁନାବେଶ

ଅନୁଗୋଳ ଅଫିସ, ୧୩।୭ – ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ୯ ଦିନର ଲୀଳାଖେଳ ଶେଷ କରି ଶୈଳଶ୍ରୀକ୍ଷେତ୍ର ବାହୁଡ଼ି ଆସିଛନ୍ତି ମହାବାହୁ। ନିର୍ଦ୍ଧାରିତ ସମୟ...

ଅନୁଗୋଳରେ ରଜନୀକାନ୍ତ ୧୩୬୭ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୧ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୩୬୭ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *