ନୂଆବର୍ଷରୁ ଭୁବନେଶ୍ୱରରୁ ସୁରଟକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ନୂଆବର୍ଷ ଅର୍ଥାତ୍‌ ଜାନୁଆରୀ ୧ରୁ ଭୁବନେଶ୍ୱରରୁ ସୁରଟକୁ ବିମାନ ଉଡ଼ିବ। ସପ୍ତାହକୁ ୩ଦିନ ଏୟାର ଇଣ୍ଡିଆ ବିମାନ ଚାଲିବ। ଏ ନେଇ ଗୁରୁବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଟୁଇଟ୍‌ କରି ଜଣାଇଛନ୍ତି। ବିମାନ ଚଳାଚଳ ମନ୍ତ୍ରଣାଳୟ ତାଙ୍କ ନିବେଦନ ରକ୍ଷାକରିଥିବା ସେ କହିଛନ୍ତି।


All Right Reserved By Dharitri.Com

ରେଳଷ୍ଟେଶନ ଛାତରେ ବେଧଡ଼କ ନିଶା ସେବନ : ଆଖିବୁଜି ଦେଇଛି ଆର୍‌ପିଏଫ୍‌, ଜିଆର୍‌ପି

ଭୁବନେଶ୍ୱର,୫ା୮(ବ୍ୟୁରୋ) : ରେଳ ଷ୍ଟେଶନ ଭିତରେ ନିଶାଦ୍ରବ୍ୟ ସେବନ କରିବା ଦଣ୍ଡନୀୟ ଅପରାଧ। ଭୁବନେଶ୍ୱର ଷ୍ଟେଶନର ଚତୁଃପାର୍ଶ୍ୱକୁ ସିସିଟିଭି ମାଧ୍ୟମରେ ନଜର ରଖାଯାଇଛି। ଏହାସହ ରେଳ...

୩ ଫେରାର୍‌ ଅଭିଯୁକ୍ତ ଗିରଫ

ଆସିକା,୬।୭(ଡି.ଏନ୍‌.ଏ)- ଗାଙ୍ଗପୁର ଥାନା ପାଇଲିପଡା ଗ୍ରାମରୁ ଶୁକ୍ରବାର ରାତିରେ ପୋଲିସ ୩ଜଣ ଫେରାର୍‌ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଉକ୍ତ ଗଁ।ର ସୁଦର୍ଶନ ନାୟକ,...

ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ

ଭଦ୍ରକ ଅଫିସ,୨୯।୧୦: ଭଦ୍ରକ ଟାଉନ ଥାନା ଅଧୀନ ମୋଟେଲ ଛକରୁ ସୋମବାର ବିଳମ୍ବିତ ରାତିରେ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ ହୋଇଛି। ସୂଚନାଯୋଗ୍ୟ, କୌଣସି...

ଆଜି ରଥକୁ ଉଠିବ ଚଉଦ ନାହାକା କାଠ

ପୁରୀ ଅଫିସ,୨୬ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ପ୍ରଥମ ଭୂଇଁ ଖଞ୍ଜାଯାଇ ଛ’କାଠ ଉଠିବା ପରେ ଦ୍ୱିତୀୟ ଭୂଇଁଖଞ୍ଜା ଆରମ୍ଭ ହୋଇଥିଲା। ମଙ୍ଗଳବାର ଦ୍ୱିତୀୟ...

ଲକ୍‌ଡାଉନ୍‌: ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ର ୧୦୦ ଯୁବତୀ: ଫେରାଇ ନେବାକୁ ରାଜ୍ୟ ସରକାରଙ୍କୁ କଲେ ନିବେଦନ

ସୁନ୍ଦରଗଡ଼,୪ା୫(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ ଜିଲାର ୧୦୦ଜଣ ଯୁବତୀ। ଏହି ଯୁବତୀମାନେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେମାନଙ୍କ ଘରକୁ...

ଟ୍ରକ୍‌କୁ ପଛରୁ ଧକ୍କାଦେଲା ଟାଟାଏସିଇ, ଚାଳକ ମୃତ

ଭଣ୍ଡାରିପୋଖରୀ, ୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ୧୬ ନମ୍ବର ଜାତୀୟ ରାଜପଥର ଯଶୋଟିକିରି ନିକଟରେ ଶୁକ୍ରବାର ଭୋରରେ ଏକ ଦୁର୍ଘଟଣା ଘଟିଛି। ଟାଟାଏସିଇ ଭାରସାମ୍ୟ ହରାଇ...

ଶ୍ୱଶୁର ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା

ଚଢ଼େଇଧରା,୨୪ା୮(ଡି.ଏନ୍‌.ଏ)- ଯାଜପୁର ଜିଲା ଜେନାପୁର ଥାନା ପୁରୁଣା ବଉଳମାଳ ପଞ୍ଚାୟତ କୃଷ୍ଣପଶି ଗ୍ରାମସ୍ଥିତ ଶ୍ୱଶୁର ଘରେ ଶୁକ୍ରବାର ଜ୍ୱାଇଁ ଫ୍ୟାନ୍‌ରେ ରଶି ଲଗାଇ ଆତ୍ମହତ୍ୟା କରିଥିବା...

କରୋନା ମୁକାବିଲା ଲାଗି ଖୋଲିଲା କଣ୍ଟ୍ରୋଲ ରୁମ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭାଇରସର ମୁକାବିଲା ଲାଗି ସାରା ଦେଶରେ ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଛି। ଏହି ଲକଡାଉନ ଘୋଷଣା ପରେ ଅଧିକାଂଶ ଓଡ଼ିଆ ଲୋକ ଦେଶ...

Leave a comment

Your email address will not be published. Required fields are marked *