Posted inଜାତୀୟ

କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କ ଘରେ ଆୟକର ଚଢାଉ

ବେଙ୍ଗାଲୁରୁ,୧୦।୧୦: କଂଗ୍ରେସର ବରିଷ୍ଠ ନେତା ତଥା କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱରଙ୍କ ବାସଭବନରେ ଗୁରୁବାର ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପରମେଶରଙ୍କ ମାଲିକାନାରେ ଏକ ଟ୍ରଷ୍ଟ ଦ୍ବାରା ପରିଚାଳିତ ମେଡିକାଲ କଲେଜରେ ଅନିୟମିତତା ହୋଇଥିବା ସାମ୍ନାକୁ ଆସିବା ପରେ ଏହି ଚଢାଉ କରାଯାଇଛି। ତାଙ୍କ ନାଁରେ ଥିବା ଏକ ମେଡିକାଲ କଲେଜ ଉପରେ ମଧ୍ୟ ଚଢାଉ କରାଯାଇଛି। ପରମେଶ୍ୱରଙ୍କ ନାମରେ ଥିବା ୩୦ଟି ଜାଗାରେ ଚଢ଼ାଉ କରାଯାଇଛି।


All Right Reserved By Dharitri.Com

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ପ୍ରଥମ ରୋବଟିକ୍‌ ହ୍ୟାଣ୍ଡ

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ପ୍ରଥମ ରୋବଟିକ୍‌ ହ୍ୟାଣ୍ଡ କାନପୁର: ଆଇଆଇଟି କାନପୁରର ବୈଜ୍ଞାନିକମାନେ ବିଶ୍ୱର ପ୍ରଥମ ରୋବଟିକ ହ୍ୟାଣ୍ଡ୍‌ ବିକାଶ କରିଛନ୍ତି । ଷ୍ଟ୍ରୋକ୍‌...

ଜମ୍ମୁ-କଶ୍ମୀରର କୌଣସିଠାରେ କର୍ଫ୍ୟୁ ଜାରି ହୋଇନାହିଁ; ଉପଯୁକ୍ତ ସମୟରେ ଆରମ୍ଭ ହେବ ଇଣ୍ଟରନେଟ୍‌ ସେବା: ଶାହ

ନୂଆଦିଲ୍ଲୀ,୨୦।୧୧: ସମ୍ପ୍ରତି ଜମ୍ମୁ-କଶ୍ମୀରର କୌଣସିଠାରେ କର୍ଫ୍ୟୁ ଜାରି ହୋଇନାହିଁ। ଏଠାରେ ଉପଯୁକ୍ତ ସମୟରେ ଇଣ୍ଟରନେଟ୍‌ ସେବା ଆରମ୍ଭ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ...

ଜୁଳୁଜୁଳିଆ ପୋକ ଦେଉଛି ପେଟକୁ ଦାନା

ପୁଣେ,୨୬।୬: ଲୋକେ ରାତିରେ ଘରେ ବସି ଟିଭି ଅଥବା ମୋବାଇଲ୍‌ରେ ବ୍ୟସ୍ତ ଥିବାବେଳେ ପୁଣେର ରାଜମାଛି ଅଞ୍ଚଳର ଗ୍ରାମବାସୀ ପ୍ରାକୃତିକ ଲାଇଟ୍‌ ଶୋ’ ଆୟୋଜନ କରିଥାନ୍ତି।...

କେଜରିଓ୍ବାଲ ଆୟୋଜନ କଲେ ରାତ୍ରଭୋଜନ

ନୂଆଦିଲ୍ଲୀ,୧୫।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଶନିବାର ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଏକ...

ନିର୍ଭୟା ଗଣ ବଳାତ୍କାର ମାମଲା: ସୋମବାର ପୁନର୍ବିଚାର ଓ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ ୩ ଦୋଷୀ

ନୂଆଦିଲ୍ଲୀ,୩।୧୧: ନିର୍ଭୟା ଗଣ ବଳାତ୍କାର ମାମଲାରେ ଫାଶିଦଣ୍ଡାଦେଶ କରାଯାଇଥିବା ୪ ଦୋଷୀଙ୍କ ମଧ୍ୟରୁ ୩ ଜଣ ସୋମବାର ସୁପ୍ରିମ୍‌କୋର୍ଟ ଯିବେ। ସେମାନଙ୍କ ମଧ୍ୟରୁ ଜଣେ ପୁନର୍ବିଚାର...

ବମ୍ବେ ଆଇଆଇଟି ଶ୍ରେଣୀ କକ୍ଷରେ ପାଠପଢ଼ା ସମୟରେ ପଶିଲା ବୁଲା ଗାଈ: ସୋସିଆଲ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୨୯।୭: ବମ୍ବେ ଆଇଆଇଟିର ଶ୍ରେଣୀ କକ୍ଷରେ ପାଠପଢ଼ା ଚାଲିଥିବା ସମୟରେ ଏକ ବୁଲା ଗାଈ ହଠାତ୍‌ ପଶିଥିବା ଘଟଣା ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ...

ଦାୟିତ୍ୱ ନେବା ପରେ ପ୍ରଥମେ ସିଆଚେନ୍‌ ଗ୍ଲାସିୟର ଯିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟା ପରେ ଏବେ କାମ ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ ନିଜ ଦାୟିତ୍ୱ ବହନ କରିଛନ୍ତି। ଏହି...

ଇସ୍ରୋର ମୋବାଇଲ ଲଞ୍ଚ୍‌ପ୍ୟାଡ୍‌ ଯୋଜନା

ବେଙ୍ଗାଲୁରୁ,୧୬ା୧୨: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଅନେକ ବଡ଼ କାର୍ଯ୍ୟକ୍ରମର ଯୋଜନା ପ୍ରସ୍ତୁତ କରିଛି। ଯଦି ସବୁକିଛି ଠିକ୍‌ ଚାଲେ ତେବେ ଆଗାମୀ ଦଶନ୍ଧିରେ...

Leave a comment

Your email address will not be published. Required fields are marked *