ଗାଁ ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ଖଇରା, ୧୦।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦର ପଞ୍ଚାୟତ ଅଧୀନ ମାଟିଆଳପଦା ଗ୍ରାମର ବାସିନ୍ଦା ଏକ ନିତିଦିନିଆ ରାସ୍ତାଟିଏ ପାଇଁ ବର୍ଷ ବର୍ଷ ହେଲା ଦହଗଞ୍ଜ ହେଉଛନ୍ତି। ପଞ୍ଚାୟତଠାରୁ ଜିଲା ପର୍ଯ୍ୟନ୍ତ ସମସ୍ତ ନେତା ଓ ପ୍ରଶାସକଙ୍କୁ ଗୁହାରି କରିବା ସତ୍ତ୍ୱେ କିଛି ସୁଫଳ ମିଳିଲାନି। ବାଧ୍ୟ ହୋଇ ଗ୍ରାମବାସୀ ଗୁରୁବାର ଇଂ. ରାଜେଶ ମହାକୁଡ଼ଙ୍କ ନେତୃତ୍ୱରେ ରାସ୍ତା ନିର୍ମାଣ କରି ଉଦାହରଣ ସୃଷ୍ଟି କରିଛନ୍ତି। ମହାକୁଡ଼ଙ୍କ ସହ ସ୍ଥାନୀୟ ଯୁବକ ଉମାକାନ୍ତ ମହାନ୍ତି, ଦିଗ୍‌ବିଜୟ ମହାକୁଡ଼, କରୁଣାକର ମହାନ୍ତିଙ୍କ ସହ ବହୁ ଗ୍ରାମବାସୀ ଏଥିରେ ସାମିଲ ହୋଇଥିଲେ।


All Right Reserved By Dharitri.Com

ସଚେତନତାର ବାର୍ତ୍ତା ବାଣ୍ଟୁଥିବା ୨ ଯୁବ ରୋଟାରିଆନଙ୍କୁ ସମ୍ବର୍ଦ୍ଧନା

ବାଲେଶ୍ୱର ଅଫିସ, ୩୧।୮-ପୃଥିବୀରେ ସେଭ୍‌ ୱାଟର, ସେଭ୍‌ ଫୁଏଲ୍‌, ସେଭ୍‌ ଆର୍ଥ ଆଣ୍ଡ ଫିଟ୍‌ ଫର୍‌ ଇଣ୍ଡିଆ ସଚେତନତା ବାର୍ତ୍ତା ନେଇ କେରଳର କାଲିକଟରୁ ବାହାରିଥିବା...

ଚେକ ବାଉନ୍ସ ମାମଲା ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ, ୭ା୩-ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଜେଏମଏଫସି) ଯୁଧିଷ୍ଠିର ଦଳେଇ ଶୁକ୍ରବାର ଏକ ଚେକ୍‌ ବାଉନ୍ସ ମାମଲାର ବିଚାର କରି ଅଭିଯୁକ୍ତ ବ୍ରହ୍ମପୁର...

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ୩୫ରୁ ଊଦ୍ଧର୍‌ବ ଆହତ, ୧୯ ଗୁରୁତର

ଦିଗପହଣ୍ଡି,(ଡି.ଏନ୍‌.ଏ.)/ପାଟପୁର,୨୪ା୧୨- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ସୋମବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ନିକ୍‌ ବସ୍‌ ଓଲଟି ପଡିବାରୁ ୩୫ରୁ ଊଦ୍ଧର୍‌ବ...

ମାଘମେଳାରେ ବର୍ଷା ଦାଉ

ଢେଙ୍କାନାଳ ଅଫିସ, ୯ା୨ – ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳାର ସରସ ଲୁଟି ନେଇଛି ଅଦିନିଆ ବର୍ଷା। କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ଲଗାଣ ବର୍ଷା...

ରାସ୍ତା ମରାମତି ଲାଗି ଜିଲାପାଳଙ୍କୁ ଜଣାଇଲେ ଗ୍ରାମବାସୀ

ବ୍ରହ୍ମପୁର ଅଫିସ୍‌,୨୮।୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ତଥା କୁକୁଡ଼ାଖଣ୍ଡି ବ୍ଲକର ଆଙ୍କୁଶପୁର ଛକଠାରୁ ପ୍ରତାପକୃଷ୍ଣଚନ୍ଦପୁର ଭାୟା ମଶିଆାଲି ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି।...

ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ସମିତି ବୈଠକ: କରୋନା ମୁକାବିଲା ଲାଗି ଆଲୋଚନା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୪।୩: ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ସମିତି ବୈଠକ ସ୍ଥାନୀୟ ସର୍କିଟ ହାଉସଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ଇସ୍କନ ବିରୋଧରେ ପଦକ୍ଷେପ ନିଆଯିବ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର (ବ୍ୟୁରୋ)/ପୁରୀ ଅଫିସ, ୪।୨: ମୁମ୍ବାଇରେ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଶେଷକରି ମହାପ୍ରଭୁଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ଏହାର...

କାଠଯୋଡ଼ିକୁ ଡେଇଁଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ନରାଜ, ୨୩।୧୦ (ଡି.ଏନ.ଏ.): ତ୍ରିଶୁଳିଆ ନିକଟରେ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ଉପରୁ କାଠଯୋଡ଼ି ନଦୀକୁ ଡେଇଁ ପଡିଥିବା ଯୁବକଙ୍କ ମୃତଦେହ ଉଦ୍ଧାର...

Leave a comment

Your email address will not be published. Required fields are marked *