ତାଳଚେରରେ ବ୍ରଜକିଶୋର ୧୪୦୩୭ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୭ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୪୦୩୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ ବ୍ରଜକିଶୋରଙ୍କୁ ୨୨୯୪ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପାର କାଳନ୍ଦୀ ସାମଲଙ୍କୁ ୧୪୨୦ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By Dharitri.Com

ବମ୍ବେ ପୋଲିସ ଦ୍ୱାରା ନାବାଳିକା ଉଦ୍ଧାର ମାମଲା; ସମ୍ପର୍କୀୟଙ୍କ ସମେତ ୩ ଗିରଫ

ଢେଙ୍କାନାଳ ଅଫିସ, ୮ା୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଞ୍ଚଳର ଜଣେ ୧୭ବର୍ଷର ନାବାଳିକାଙ୍କୁ ବମ୍ବେ ପୋଲିସ ଉଦ୍ଧାର କରି ଗତ ୨୭ ତାରିଖ ଦିନ ଢେଙ୍କାନାଳ...

ଆଠମଲ୍ଲିକରେ ରମେଶ ସାଏ ୪୬୮୭୬ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୩୫ ରାଉଣ୍ଡ ଶେଷସୁଦ୍ଧା ୪୬୮୭୬ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର...

ଗ୍ରାମରକ୍ଷୀଙ୍କୁ ମିଳିନି ୪ ମାସର ଦରମା

ଢେଙ୍କାନାଳ ଅଫିସ,୧୭।୭: ଢେଙ୍କାନାଳ ଜିଲାର ବିଭିନ୍ନ ଥାନା, ଫାଣ୍ଡିରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କୁ ୪ ମାସ ହେଲା ଦରମା ମିଳିନାହିଁ। ଆର୍ଥିକ ଅନଟନ ମଧ୍ୟରେ ସେମାନେ ଦୁର୍ଦ୍ଦିନରେ...

ଅନୁଗୋଳରେ କାଳବୈଶାଖୀ:ଗଛ ଭାଙ୍ଗି ରାସ୍ତା ବନ୍ଦ, ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ଅନୁଗୋଳ ଅଫିସ, ୨୩।୪ଅନୁଗୋଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଲୋକଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ବହୁ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ...

ରାଜପଥରୁ ଡକାୟତି ଯୋଜନା ପଣ୍ଡ: ମାଷ୍ଟରମାଇଣ୍ଡ ସହ ୬ ଦୁର୍ବୃତ୍ତ ଗିରଫ

ଅନୁଗୋଳ ଅଫିସ, ୩।୭-ଅନୁଗୋଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଟ୍ରକ୍‌ ଗୁଡ଼ିକରୁ ଡକାୟତି ପାଇଁ ଯୋଜନା ବେଳେ ସୋମବାର ରାତିରେ ପୋଲିସ ମାଷ୍ଟରମାଇଣ୍ଡ ସହ ୬...

ଆଳିରେ ଆଗରେ ବିଜେଡି

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)- ଆଳି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ପ୍ରତାପ ଦେବ ଆଗରେ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଶର୍ମାଙ୍କଠାରୁ ପ୍ରତାପ...

କଦଳୀମୁଣ୍ଡା ପ୍ରକଳ୍ପ ଉପ୍ରା ସ୍କୁଲ ଶ୍ରେଣୀଗୃହ ନିର୍ମାଣ ହେଉନି: ବାରଣ୍ଡାରେ ଚାଲିଛି ପାଠପଢ଼ା

ବଇଣ୍ଡା,୧୦।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କଦଳୀମୁଣ୍ଡା ପ୍ରକଳ୍ପ ଉପ୍ରା ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ ହେଉନାହିଁ। ଫଳରେ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ...

ସ୍କୁଲ ଆସିଲେନି ପିଲା, ବସି ବସି ଫେରିଲେ ଶିକ୍ଷକ

ବନ୍ତଳା, ୨୩।୭ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ଅନ୍ତୁଳିଆ ପଞ୍ଚାୟତ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ସୋମବାର କୌଣସି ଛାତ୍ରୀଛାତ୍ର ଆସି ନ ଥିଲେ। ସ୍କୁଲକୁ ଅଧିକ ୨ଜଣ...

Leave a comment

Your email address will not be published. Required fields are marked *