୫୦ ଫୁଟ ତଳକୁ ଖସିଲା ୧୦୨ ଆମ୍ବୁଲାନ୍ସ

କପ୍ତିପଦା/ଠାକୁରମୁଣ୍ଡା,୨୯ା୫: ମୟୂରଭଞ୍ଜ ଜିଲା କପ୍ତିପଦା-ଠାକୁରମୁଣ୍ଡା ରାସ୍ତାର ଶରତ ୩ ନମ୍ବର ଘାଟିରେ ଶନିବାର ଏକ ୧୦୨ ଆମ୍ବୁୁଲାନ୍ସ ୫୦ ଫୁଟ ତଳକୁ ଖସି ପଡ଼ିଛି। ସେଥିରେ କେହି ରୋଗୀ ନ ଥିବା ବେଳେ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆମ୍ବୁଲାନ୍ସଟି ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ କପ୍ତିପଦା ବ୍ଲକ ଅଧୀନ ନଟୋ ଗ୍ରାମକୁ ରୋଗୀଙ୍କୁ ଆଣିବାକୁ ଯାଉଥିଲା। ହେଲେ ଘାଟିରେ ଏକ ନଳକୂପ ମରାମତି ଗାଡ଼ି ରାସ୍ତା ନ ଛାଡ଼ିବାରୁ ତାକୁ ଅତିକ୍ରମ କରି ଆଗକୁ ଯିବା ପାଇଁ ଆମ୍ବୁଲାନ୍ସ ଡ୍ରାଇଭର ଚେଷ୍ଟା କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ ସ୍ଥାନୀୟ ପୋଲିିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ ଗୋରୁ ହସ୍ତାନ୍ତର ଘଟଣା: ରାଜରାସ୍ତାକୁ ଓହ୍ଲାଇବ ବଜରଙ୍ଗ ଦଳ

ଜଳେଶ୍ୱର, ୨୦।୭(ଡି.ଏନ.ଏ.)-ବେଆଇନ ଗୋରୁ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ସୋମବାର ବିଳମ୍ବିତ ରାତିରେ ଜଳେଶ୍ୱରସ୍ଥିତ ବଜରଙ୍ଗ ଦଳର କର୍ମକର୍ତ୍ତା ଓ ଜନସାଧାରଣ ଅଟକାଇ ଜଳେଶ୍ୱର ପୋଲିସକୁ...

ସୀମା ଟପିଲା ମାଙ୍କଡ଼ ଉପଦ୍ରବ: ଗ୍ରାମବାସୀ ଆତଙ୍କିତ

ବସ୍ତା,୨୭।୭(ସ୍ବ.ପ୍ର.)-ବସ୍ତା ବ୍ଲକ କୁଳିଦା ପଞ୍ଚାୟତର କୁଳିଦା, ଆଗ୍ରଡ଼ା, ତେନ୍ତୁଳିଆ ଆଦି ଗ୍ରାମରେ ଗତ କିଛିଦିନ ହେଲା ମାଙ୍କଡ଼ ଉପଦ୍ରବ ଚରମ ସୀମାରେ ପହଞ୍ଚତ୍ଛି। ମାଙ୍କଡ଼ ଗାଁରେ...

୩ ସ୍ବତନ୍ତ୍ର ଟ୍ରେନରେ ପହଞ୍ଚିଲେ ୧୪୩୯ ପ୍ରବାସୀ

ବାଲେଶ୍ୱର ଅଫିସ, ୧୫।୫: ଆନ୍ଧ୍ରପ୍ରଦେଶ, ଗୁଜରାଟ ଓ ହାଇଦ୍ରାବାଦ୍‌ରୁ ୩ ସ୍ବତନ୍ତ୍ର ଟ୍ରେନ ଯୋଗେ ୧୪୩୯ ପ୍ରବାସୀ ଶୁକ୍ରବାର ବାଲେଶ୍ୱର ରେଳଷ୍ଟେଶନରେ ଓହ୍ଳାଇଛନ୍ତି। ସମସ୍ତେ ବାଲେଶ୍ୱର...

୪ ରାଜ୍ୟକୁ ଗଲା ୨୫୦ ଟନ୍‌ ଅକ୍ସିଜେନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ୨୪ ଘଣ୍ଟାରେ ରାଜ୍ୟ ବାହାରକୁ ୨୫୦ ଟନ୍‌ ଅକ୍ସିଜେନ ପଠାଯାଇଛି। ପ୍ରାୟ ୧୫ ଟ୍ୟାଙ୍କରରେ ୪ ରାଜ୍ୟକୁ ଏହି...

‘ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ସରକାର’

ଭୁବନେଶ୍ୱର, ୧୮ା୮(ବ୍ୟୁରୋ):ରାଜ୍ୟ ସରକାର ଜାଣିଶୁଣି ପଛୁଆବର୍ଗଙ୍କୁ ତାଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ବୋଲି ଭାଜପା ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ଅଭିଯୋଗ...

ସ୍ତ୍ରୀଙ୍କୁ ଦଳିମାରିଲା ହାତୀ, ସ୍ବାମୀ ଗୁରୁତର

ରାସୋଳ, ୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳ ଅଧୀନ ବାବନ୍ଧ ଫରେଷ୍ଟ ସେକ୍ସନରେ ହାତୀ ଉପଦ୍ରବକୁ ନେଇ ଭୟ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।...

ମଦ ପିଇବାକୁ ଟଙ୍କା ନ ଦେବାରୁ ବୃଦ୍ଧଙ୍କୁ ହତ୍ୟା

ଜୁନାଗଡ଼,୮।୩: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମାଟିଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବାକୁ ଟଙ୍କା ନ ଦେବାରୁ ଉତ୍ତ୍ୟକ୍ତ ହୋଇ ଜଣେ...

କରୋନା ପାଇଁ ରାସନ ସାମଗ୍ରୀ କଳାବଜ଼ାରି: ଖାଉଟି ମୁଣ୍ଡରେ ଚଡକ

ଗଞ୍ଜାମ, ୫।୪(ଡି.ଏନ୍‌.ଏ.): ସାରା ଦେଶରେ କରୋନା ଭୂତାଣୁ ବ୍ୟାପିବା ପରେ ଗତ ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ ଏହାକୁ ନେଇ ସମସ୍ତେ ଚିନ୍ତିତ ହୋଇପଡ଼ିଛନ୍ତି। କରୋନା...

Advertisement


Archives

Model This Week