ଗୋଟିଏ ଦିନରେ ୧୦୨ କରୋନା ପଜିଟିଭ ଚିହ୍ନଟ: ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭୨କୁ ବୃଦ୍ଧି

ଛତ୍ରପୁର,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବୁଧବାର ଗୋଟିଏ ଦିନରେ ୧୦୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୭୨ରେ ପହଞ୍ଚିଛି। ଏଥି ମଧ୍ୟରୁ ୯୯୩ ଜଣ ସୁସ୍ଥ ହୋଇଥିବା ବେଳେ ୪୬୪ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଏହା ସହ ଜିଲାରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ ଆଜି

ଫୁଲବାଣୀ ଅଫିସ/ଖଜୁରୀପଡ଼ା,୨୨।୧୧: କନ୍ଧମାଳ ଜିଲା ଗସ୍ତରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସୁଛନ୍ତି। ପୂର୍ବାହ୍ନ ୧୧ଟାରେ ଫୁଲବାଣୀ ଷ୍ଟାଡିୟମରେ ପହଞ୍ଚି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର...

ଥଇଥାନ ପୂର୍ବରୁ ଉଚ୍ଛେଦକୁ ବିରୋଧ

ବାଲେଶ୍ୱର ଅଫିସ, ୮।୩-ବାଲେଶ୍ୱର ସହର ସରକାରୀ ଆଇଟିଆଇ କ୍ୟାମ୍ପସ୍‌ ପଛକୁ ୨୩ଟି ଗରିବ ଆଦିବାସୀ ଓ ହରିଜନ ପରିବାର ସରକାରୀ ଜାଗାରେ ଘର କରି ବହୁ...

ଜମିରୁ ମହିଳାଙ୍କଠାରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ମହାକାଳପଡ଼ା,୨୯ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଳାଇଲୋ ଗ୍ରାମ ଚାଷ ଜମି ମଝି ରାସ୍ତାରୁ ଗୁରୁବାର ଜଣେ ମହିଳାଙ୍କଠାରୁ ସଦ୍ୟ ନବଜାତ ଶିଶୁକନ୍ୟାକୁ ଗାଁର ଦୁଇଜଣ...

ରାସ୍ତାରେ ବାଡ଼, ଫେରିଗଲା ଆମ୍ବୁଲାନ୍ସ

ବାମରା, ୧୮।୪ (ଡି.ଏନ.ଏ)- ସୁନ୍ଦରଗଡରେ ୨ଜଣ କରୋନା ପୋଜିଟିଭ ଚିହ୍ନଟ ହେବା ପରଠାରୁ ସୁନ୍ଦରଗଡ ଜିଲାକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍‌ କରାଯାଇଛି ।...

ବିଭିନ୍ନ କଲେଜରେ ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ଯାଞ୍ଚ

ବାଲେଶ୍ୱର ଅଫିସ, ୨୨।୧୨-ଭାରତ ସରକାରଙ୍କ ଯୁବନୀତି ୨୦୧୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଏଫଏମ୍‌ କନିଷ୍ଠ ମହାବିଦ୍ୟାଳୟ...

ଲକ୍‌ଡାଉନ୍‌ ନିୟମ ନମାନିବାରୁ ଦଣ୍ଡ: ଖୋର୍ଦ୍ଧାରେ ୩୬ ଗାଡ଼ି ଜବତ

ଖୋର୍ଦ୍ଧା ଅଫିସ,୨୪।୩: କୋଭିଡ-୧୯ ସହ ମୁକାବିଲା ନିମନ୍ତେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲାକୁ ସମ୍ପୂର୍ଣ୍ଣ ତାଲା ବନ୍ଦ ବା...

ମନ୍ଦିର ବନ୍ଦ ମନ ଭାଙ୍ଗିଲା

ଢେଙ୍କାନାଳ ଅଫିସ, ୨।୧୧:  ଆରମ୍ଭ ହୋଇଛି ଧର୍ମମାସ କାର୍ତ୍ତିକ। କାର୍ତ୍ତିକ ସୋମବାରରେ ଶିବଦର୍ଶନ କଲେ ମହାଦେବଙ୍କ ଅପାର କରୁଣା ମିଳେ ବୋଲି କାହିଁ କେଉଁ କାଳରୁ ବିଶ୍ୱାସ...

କ୍ଷେତରେ ଲହଡ଼ି ମାରୁଛି ବର୍ଷାଜଳ: ଚିନ୍ତାରେ ଚାଷୀ

ଆରଡ଼ି,୩ା୫(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ପ୍ରଭାବ ଯୋଗୁ ଧାନ କାଟିବାରେ ସମସ୍ୟା ଉପୁଜିଛି। ଏଥିସହ ଏକ ସପ୍ତାହ ହେଲା ଲଗାତର ଝଡ଼ବର୍ଷା ହୋଇଥିବାରୁ ଚାଷଜମିରେ ବର୍ଷାଜଳ ଲହଡ଼ି ମାରୁଛି।...

Advertisement
Archives

Model This Week