ଛେଣ୍ଡିପଦାରେ ଅଗସ୍ତି ବେହେରା ୧୯୯୪ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୫ତମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୧୯୯୪ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୩୬୦୮୧ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୩୮୦୭୫ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By Dharitri.Com

ବଡ଼ଚଣାରେ ବିଜେଡି ଆଗୁଆ

ଯାଜପୁର ଅଫିସ,୨୩ା୫: ଯାଜପୁର ଲୋକସଭା ନିର୍ବାଚନମଣ୍ଡଳୀ ଅଧୀନ ବଡ଼ଚଣା ବିଧାନସଭା ଆସନ ଭୋଟ୍‌ ଗଣତିରେ ପ୍ରଥମ ୨୪ଟି ରାଉଣ୍ଡରେ ଭାଜପାର ଅମର ନାୟକ ଆଗୁଆ ରହିଥିବାବେଳେ...

ପ୍ରଫୁଲ୍ଲ ମଲ୍ଲିକ ୬୬୨୭ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୧ ରାଉଣ୍ଡ ଫଳାଫଳ ପ୍ରକାଶିତ ହୋଇଛି। ୨୫,୮୧୮ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ...

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସରିଲା ପ୍ରସ୍ତୁତି

ନୂଆଦିଲ୍ଲୀ,୭।୨: ରାତି ପାହିଲେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶନିବାର ସକାଳ ୮ଟାରୁ ଭୋଟ...

ପାଟଣା ବିଧାନସଭାରେ ବିଜେଡିର ବାଜିମାତ: ପ୍ରାର୍ଥୀ ଜଗନ୍ନାଥ ନାଏକ ୭୭୯୬ ଖଣ୍ଡ ଭୋଟରେ ବିଜୟୀ

ପାଟଣା, ୨୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ଏସ୍‌ଟି ସଂରକ୍ଷିତ ନିର୍ବାଚନମଣ୍ଡଳୀ ପାଇଁ ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ...

ମୟୂରଭଞ୍ଜର ୫ ବୁଥ୍‌ରେ ଚାଲିଛି ସାନି ମତଦାନ

ବାରିପଦା ଅଫିସ,୧୯।୫: ମୟୂରଭଞ୍ଜ ଜିଲାର ୫ଟି ବୁଥ୍‌ରେ ରବିବାର ସାନି ମତଦାନ କରାଯାଉଛି। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୧୬ନଂ ବୁଥ୍‌-ଭୁଗୁଡ଼ାକଟା, ୧୯ନଂ ବୁଥ୍‌-ପୂର୍ଣ୍ଣଚନ୍ଦ୍ରପୁର, ଖଣ୍ଟା ବ୍ଲକର...

ଆଠମଲ୍ଲିକ: ରମେଶ ଚନ୍ଦ୍ର ସାଏ ଆଗରେ

ଆଠମଲ୍ଲିକ, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୪୦୭୪...

ତାଳଚେରରେ ବ୍ରଜକିଶୋର ୧୪୯୬୨ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୮ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୪୯୬୨ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ...

ରାଜନଗରରେ ଧ୍ରୁବ ଆଗରେ

ରାଜନଗର, ୨୩।୫ (ଡି.ଏନ୍‌.ଏ.)-ରାଜନଗର ବିଧାନସଭା ଆସନରେ ବିଜେଡ଼ି ପ୍ରାର୍ଥୀ ଧ୍ରୁବ ଚରଣ ସହୁ ଆଗରେ ଅଛନ୍ତି। ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ଅଂଶୁମାନ...

Leave a comment

Your email address will not be published. Required fields are marked *