ଇଥିଓପିଆ ପ୍ରଧାନମନ୍ତ୍ରୀଙ୍କୁ ଶାନ୍ତି ନୋବେଲ ପୁରସ୍କାର

ଷ୍ଟକହୋମ୍‌,୧୧।୧୦: ଇଥିଓପିଆ ପ୍ରଧାନମନ୍ତ୍ରୀ ଅବି ଅହମ୍ମଦ ଅଲ୍ଲିଙ୍କୁ ଶାନ୍ତି ପାଇଁ ୨୦୧୯ର ନୋବେଲ ପୁରସ୍କାର ଦିଆଯାଇଛି। ଇଥିଓପିଆର ଚୀର ଶତ୍ରୁ ଇରିଟ୍ରିଆ ସହ ଚାଲିଥିବା ସଂଘର୍ଷର ସରଳ ସମାଧାନ କରିଥିବାରୁ ତାଙ୍କୁ ଏହି ଶାନ୍ତି ପୁରସ୍କାର ଦିଆଯାଇଛି। ଚୟନକର୍ତ୍ତାଙ୍କ ମତଥିଲା ଅବି ଶାନ୍ତି ଓ ଅନ୍ତରାଷ୍ଟ୍ରୀୟ ସହଯୋଗ ପାଇଁ ଯେଉଁ ପ୍ରୟାସ କରିଥିଲେ ବିଶେଷ କରି ତାଙ୍କ ପଡୋଶୀ ଦେଶ ଇରିଟ୍ରିଆର ସୀମାରେ ଚାଲିଥିବା ସଂଘର୍ଷକୁ ନେଇ ସେ ଯେଉଁ ନିର୍ଣ୍ଣୟ ନେଇଥିଲେ ସେଥିପାଇଁ ତାଙ୍କୁ ଶାନ୍ତି ନୋବେଲ ପୁରସ୍କାରରେ ସମ୍ମାନିତ କରାଯାଇଛି। ସୂଚନାଯୋଗ୍ୟ, ଶାସନ କ୍ଷମତାକୁ ଆସିବା ପରେ ଅବି ମହିଳାମାନଙ୍କୁ ରାଜନୀତିରେ ପ୍ରବେଶ କରିବାକୁ ଉତ୍ସାହିତ କରିଥିଲେ। ତାଙ୍କ ସରକାର ସମୟରେ ୨୦ ମନ୍ତ୍ରୀ ପଦ ମଧ୍ୟରୁ ଅଧା ଥିଲେ ମହିଳା। ଯେଉଁଥିରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଭାବେ ପ୍ରଥମଥର ସେ ଜଣେ ମହିଳାଙ୍କୁ ଦାୟିତ୍ୱ ଦେଇଥିଲେ। ସେ ଯେତେବେଳେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ବହନ କଲେ ସେତେବେଳେ ସେ ସ୍ପଷ୍ଟ କରିଥିଲେ କି ପ୍ରଥମେ ସେ ଇରିଟ୍ରିଆ ସହ ଶାନ୍ତି କଥାବର୍ତ୍ତା କରିବେ।


All Right Reserved By Dharitri.Com

ଛୋଟ ପିଲାଙ୍କ ସ୍ମରଣଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଭିଟାମିନ୍‌ ବି-୧୨ ଶରୀର ପାଇଁ ବେଶ୍‌ ଉପଯୋଗୀ। ଏହାର ସ୍ତର ହ୍ରାସପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମକଲେ ହାଲିଆ ଲାଗେ। ଏହାର ଅଭାବରେ...

ଭାରତ ସମର୍ଥନରେ ବ୍ରିଟିଶ୍‌ ଏମ୍‌ପି: କହିଲେ, ପିଓକେ ଖାଲି କରୁ ପାକିସ୍ତାନ

ଲଣ୍ଡନ, ୧୫।୯: କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଦେଇଛନ୍ତି ବ୍ରିଟିଶ ଏମ୍‌ପି ବବ୍‌ ବ୍ଲାକ୍‌ମ୍ୟାନ୍‌। ସେ କହିଛନ୍ତି, ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଭାରତର ଅଭିନ୍ନ ଅଙ୍ଗ।...

ଚଳନ୍ତା ଟ୍ରେନ୍‌ରେ ଫଟୋ ଶୁଟ୍‌ କରି ଚର୍ଚ୍ଚାକୁ ଆସିଲେ ମହିଳା

ଆଲବାନି,୨୨।୮: ନ୍ୟୁୟର୍କରେ ଜଣେ ମହିଳା ଚଳନ୍ତା ଟ୍ରେନ୍‌ରେ ଫଟୋ ଶୁଟ୍‌ କରି ଆସିଛନ୍ତି ଚର୍ଚ୍ଚାକୁ। ଜେସିକା ଜର୍ଜ ନାମକ ଏହି ମହିଳା ଟ୍ରେନ୍‌ରେ ଯାତ୍ରା କରୁଥିବା...

ସିରିଆରେ ଶକ୍ତିଶାଳୀ ବିସ୍ଫୋରଣ: ୧୮ ମୃତ

ଦାମାସକସ୍‌,୨୫।୪: ଉତ୍ତର ପଶ୍ଚିମ ସିିରିଆରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୧୩ ଜଣ ସାଧାରଣ ଲୋକ ଥିବା କୁହାଯାଉଛି।...

ମଝିଆକାଶରେ ବିମାନ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି

ଆଟ୍‌ଲାଣ୍ଟା,୧୧।୭: ଡେଲ୍‌ଟା ଏୟାରଲାଇନ୍ସ ବିମାନ ୧୪୨୪ ଆଟ୍‌ଲାଣ୍ଟାରୁ ବାଲ୍‌ଟିମୋରକୁ ଉଡାଣ କରିଥିଲା। ହେଲେ ମଝିଆକାଶରେ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ବିମାନ କାର୍ଯ୍ୟକ୍ଷମ ହୋଇପାରି ନ...

ଅନଶନରେ ବସିବେ ମରିୟମ୍‌

ଇସ୍‌ଲାମାବାଦ,୯।୭: ଜେଲ୍‌ରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜ ଆମରଣ ଅନଶନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଯଦି ବର୍ତ୍ତମାନର...

୩୦ ତାଲିବାନ ଆତଙ୍କବାଦୀ ନିହତ

କାବୁଲ,୧୨ା୯(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନର ଟଖର ପ୍ରଦେଶରେ ଆକାଶମାର୍ଗରୁ ଗ୍ରେନେଡ୍‌ ମାଡ଼ରେ ୩୦ ତାଲିବାନ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହ ଅନ୍ୟ ୩୦ ଆତଙ୍କବାଦୀ ଆହତ ହୋଇଥିବା ଗୋଇନ୍ଦା...

ନଓ୍ବାଜ୍‌ ଶରିଫ୍‌ଙ୍କୁ ଜେଲ୍‌ରେ ଦିଆଯାଇଛି ଜହର: ପୁଅ ଆଣିଲେ ଅଭିଯୋଗ

ଇସଲାମାବାଦ୍‌,୨୩।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଏନେଇ ତାଙ୍କ ପୁଅ ହୁସେନ୍‌ ନଓ୍ବାଜ୍‌ ଲଣ୍ଡନରୁ ଟୁଇଟ୍‌ କରି ପାକିସ୍ତାନ ସରକାରଙ୍କ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *