ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ବୌଦ୍ଧ ଗସ୍ତ: ଆହାର କେନ୍ଦ୍ରରେ ଖାଦ୍ୟର ମାନ ପରଖିବାକୁ ଯାଇ ଖାଇଥିଲେ ଖାଦ୍ୟ

ବୌଦ୍ଧ,୧୧।୧୦(ସ୍ବ.ପ୍ର.): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ବୌଦ୍ଧ ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ଫୁଲବାଣୀରୁ ଏରୋପ୍ଲେନ୍‌ ଯୋଗେ ଆସି ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ପରେ ଆର୍‌ଟିଓଙ୍କ ଅଫିସ ବୁଲି ଦେଖିବା ସହ ଜନସାଧାରଣଙ୍କଠାରୁ ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ପରେ ଆହାର କେନ୍ଦ୍ରରେ ଖାଦ୍ୟର ମାନ ପରଖିବାକୁ ଯାଇ ଖାଦ୍ୟ ଖାଇଥିଲେ। ଏହି ସମୟରେ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ସମେତ ଜିଲାସ୍ତରୀୟ ଉଚ୍ଚ ଅଧିକାରୀ ଯୋଗଦେଇଥିଲେ। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା।


All Right Reserved By Dharitri.Com

ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା

ଉଲୁଣ୍ଡା, ୧୭ା୬(ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୋଟସମଲାଇ ପାତାଳି ଶ୍ରୀକ୍ଷେତ୍ରଠାରେ ଦେବସ୍ନାନ ପୂର୍ଣ୍ଣମୀ ଅବସରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ସୋମବାର...

୯ ଶିଶୁ ଶ୍ରମିକ ଉଦ୍ଧାର

କେନ୍ଦୁଝର, ୩୧ା୭ (ସ୍ବ.ପ୍ର.)-ମଙ୍ଗଳବାର ଅପରାହ୍ବରେ ଏକ ଘରୋଇ ବସ ଉପରେ ଚଢାଉ କରି ଶ୍ରମ ବିଭାଗ ନାବାଳିକା ଶିଶୁ ଶ୍ରମିକଙ୍କୁ ସ୍ଥାନୀୟ ପୋଲିସ ସହାୟତାରେ ଉଦ୍ଧାର...

ମରୁଡ଼ି ବେଳେ ଉଠାସେଚ ପଏଣ୍ଟ ଅଚଳ

ଖଇରା,୨୫।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ଅଧୀନ ବାରଭାଗିଆ ଗ୍ରାମରେ ଥିବା ୨ଟି ଉଠା ସେଚପଏଣ୍ଟ ଅକାମୀ ହୋଇ ପଡିଛି। ଅନାବୃଷ୍ଟି ସମୟରେ ସେଚ...

ବଜ୍ରପାତରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ସୋନନଦୀର ଜିରିଡାଘାଟ ନିକଟରେ ମଙ୍ଗଳବାର ରାତିରେ ବଜ୍ରପାତରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ...

କନିଷ୍ଠ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ, ୭ା୭- ଏକ ଲାଞ୍ଚ ମାମଲାର ବିଚାର କରି ଶନିବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଭଗବାନ ପ୍ରଧାନ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ୨...

ଭାଜପା ସଙ୍ଗଠକଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଭାଜପାର ସଙ୍ଗଠକ ଟୁନା ପ୍ରଧାନଙ୍କୁ ୩ ଜଣ ଯୁବକ ଆକ୍ରମଣ କରିଛନ୍ତି। ଚାଷଜମିରେ କାମ...

ରାଜୁ ହନ୍ତାଳ ହତ୍ୟା ଘଟଣା: ପାପରମେଟଲାରେ ପୁଣି ଉତ୍ତେଜନା: ୧୪୪ ଧାରା ଜାରି

ମାଲକାନଗିରି,୨୦ା୯(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଜନ୍ତାପାଇରେ ରାଜୁ ହନ୍ତାଳ ହତ୍ୟା ମାମଲା ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି...

ଜି.ଉଦୟଗିରି ବିଧାୟକଙ୍କ ମନ୍ତବ୍ୟକୁ ଭାଜପାର ବିରୋଧ

ଫୁଲବାଣୀ ଅଫିସ, ୧୩ା୧୦-ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଏକ ସଭାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁଥିରେ ସେ କହୁଛନ୍ତି, ଯେଉଁମାନେ ତାଙ୍କୁ ଭୋଟ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *