ଅନୁଗୋଳରେ ରଜନୀକାନ୍ତ ୩୯୦୮ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୭ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୩୯୦୮ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୪୦୮୧୩ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୩୬୯୦୫ ଭୋଟ ପାଇଛନ୍ତି। କଂଗ୍ରେସର ବିଳ୍ପବ ଜେନା ୧୭୦୯୦ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By Dharitri.Com

ବାଲେଶ୍ୱରରେ ବିଜେଡି ଆଗୁଆ

ବାଲେଶ୍ୱର ଅଫିସ, ୨୩।୫- ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀ ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡିର ଜୀବନପ୍ରଦୀପ ଦାଶ ୧୩୫୬୩ ଭୋଟ ପାଇଥିବାବେଳେ ଭାଜପାର ମଦନ ମୋହନ ଦତ୍ତ...

ବଢିଲା ଫଡନଭିଶଙ୍କ ସମସ୍ୟା

ମୁମ୍ବାଇ,୨୬।୧୦: ଗତ ୪୦ ବର୍ଷ ମଧ୍ୟରେ ଦେବେନ୍ଦ୍ର ଫଡନବିଶ ଏକ ମାତ୍ର ମୁଖ୍ୟମନ୍ତ୍ରୀ ଯିଏ ସୁରୁଖୁରୁ ଭାବେ ନିଜର ୫ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି।...

ଭୋଟର ଲିଷ୍ଟରେ ଡିଲିଟ ଷ୍ଟାମ୍ପ: ୪ଘଣ୍ଟା ଅପେକ୍ଷା କଲେ, ଭୋଟ ନ ଦେଇ ଫେରିଲେ

ପରଜଙ୍ଗ, ୨୪।୪(ଡି.ଏନ୍‌.ଏ.)- ସକାଳ ୭ଟାରୁ ଅପେକ୍ଷା କରିଥିଲେ ଭୋଟ ଦେବାକୁ। ଦୀର୍ଘ ୪ ଘଣ୍ଟା ପରେ ବୁଥ୍‌ ଭିତରକୁ ଯିବାକୁ ମିଳିଲା ସୁଯୋଗ। ତଥାପି ମନରେ...

ପୁଣି ଏଭରେଷ୍ଟ ଅଭିଯାନରେ କଳ୍ପନା ଦାଶ

ଢେଙ୍କାନାଳ ଅଫିସ, ୧୮।୪- ପୃଥିବୀର ସର୍ବୋଚ୍ଚ ଗିରିଶୃଙ୍ଗରୁ ଗୁଞ୍ଜରିତ ହେବ ବିଶ୍ୱଶାନ୍ତି, ନାରୀ ସଶକ୍ତୀକରଣ ବାର୍ତ୍ତା। ମାଉଣ୍ଟ ଏଭରେଷ୍ଟରେ ପାଦ ରଖି ପୁଣିଥରେ ଇତିହାସ ରଚିବେ...

ସଂଯୋଗ ନ ଥାଇ ଆସୁଛି ବିଦ୍ୟୁତ୍‌ ବିଲ୍‌

ଢେଙ୍କାନାଳ ଅଫିସ, ୩୦।୪ଢେଙ୍କାନାଳ ଜିଲାରେ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ଯୋଗାଣ କାର୍ଯ୍ୟକ୍ରମ ସମୀକ୍ଷା ହେଉନାହିଁ। ବିଦ୍ୟୁତ୍‌ ସଂଯୋଗ ନ ଥାଇ ପ୍ରତିମାସରେ ବିଲ୍‌ ଆସୁଛି। ଏହାକୁ...

ଚିନାଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

ପରଜଙ୍ଗ, ୨୬।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ଭେଜିଆ ୩ନଂ. କଲୋନୀର ଅସହାୟ ଚିନା ନାୟକ (୮୧)ଙ୍କ ନିକଟରେ ପହଞ୍ଚିଛି ପ୍ରଶାସନ। ତାଙ୍କୁ ଦିଆଯାଇଛି...

୨ଦିନ ପରେ ଭୋଟ, ଜୋର ଧରିଲା ପ୍ରଚାର: ବାଜିମାରିବା ଲକ୍ଷ୍ୟରେ ସବୁ ଦଳ

ଢେଙ୍କାନାଳ ଅଫିସ, ୨୧।୪- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେଉଛି। ମତଦାନକୁ ୨ଦିନ ଥିବାବେଳେ ସବୁ ଦଳ ପକ୍ଷରୁ ପ୍ରଚାର...

ବ୍ରହ୍ମଗିରିରେ ସାନି ମତଦାନ

ବ୍ରହ୍ମଗିରି,୧୯ା୫(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ସଦର ବ୍ଲକ ଓ କୃଷ୍ଣପ୍ରସାଦ ବ୍ଲକର ଦୁଇଟି ବୁଥ୍‌ରେ ରବିବାର ସାନି ମତଦାନ ଆରମ୍ଭ ହୋଇଛି। ପ୍ରକାଶଥାଉ କି,...

Leave a comment

Your email address will not be published. Required fields are marked *