୨୩ ତମ ରାଉଣ୍ଡରେ ବ୍ରଜକିଶୋର ୧୮୮୦୦ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୩ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୮୮୦୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ ବ୍ରଜକିଶୋରଙ୍କୁ ୧୧୯୦ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପାର କାଳନ୍ଦୀ ସାମଲଙ୍କୁ ୧୩୨୯ ଖଣ୍ଡ ଭୋଟ ମିଳିଛି।


All Right Reserved By Dharitri.Com

ନବରଙ୍ଗପୁର ଜିଲାର ୪ ନିର୍ବାଚନମଣ୍ଡଳୀ:ବିଜେଡିକୁ ୩, ଭାଜପାକୁ ଗୋଟିଏ

ନବରଙ୍ଗପୁର,୨୪-୫(ବି.ପ୍ର):୨୦୧୯ ସାଧାରଣ ନିର୍ବାଚନର ଭୋଟ ଗଣତି ଶେଷ ହୋଇଛି। ରାଜନୀତି ବିଶେଷଜ୍ଞଙ୍କ ଅଙ୍କକଷା କେଉଁଠି ଠିକ ହୋଇଛି ତ ଆଉ କେଉଁଠି ଭୁଲ ହୋଇଛି ା...

ବିଭିନ୍ନ ପ୍ରତିଷ୍ଠାନ, ବ୍ୟାଙ୍କ କର୍ମଚାରୀଙ୍କ ସହ ପୋଲିସର ବୈଠକ: ସିସିଟିଭି ଲଗାଅ, ସନ୍ଦିଗ୍ଧଙ୍କ ସୂଚନା ଦିଅ

ଅନୁଗୋଳ ଅଫିସ, ୧୪।୭ – ଅନୁଗୋଳରେ ଡକାୟତି, ଲୁଟ୍‌ପାଟ ବୃଦ୍ଧି ଏବେ ପୋଲିସ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଜିଲା ଏପରିକି ରାଜ୍ୟ ବାହାରର ଲୁଟେରା ଏଠାକୁ...

ଆଗରେ ଖଟ୍ଟର

ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ...

ଚତୁର୍ଥ ପର୍ଯ୍ୟାୟରେ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୨୮ା୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଆସନ୍ତା ୨୯ ତାରିଖରେ ହେବାକୁ ଯାଉଥିବାବେଳେ ଶନିବାର ଅପରାହ୍ନରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୯ଟି...

ଆଜି ଶୈଳଶ୍ରୀକ୍ଷେତ୍ରକୁ ବାହୁଡ଼ିବେ ଶ୍ରୀଜୀଉ: ସନ୍ଧ୍ୟା ସାଢ଼େ ୬ଟାରେ ଛୁଇଁବ ଚକଡ଼ା

ଅନୁଗୋଳ ଅଫିସ, ୧୨।୭-୯ ଦିନ ଜନ୍ମବେଦିରେ ଭକ୍ତଙ୍କୁ ଦର୍ଶନ ଦେବା ପରେ ଶୁକ୍ରବାର ଭଉଣୀ ଭାଇଙ୍କୁ ଧରି ଶୈଳଶ୍ରୀକ୍ଷେତ୍ର ଫେରିବେ ମହାପ୍ରଭୁ ଜଗନ୍ନାଥ। ଏ ନେଇ...

ହାଟବେଳେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି; ଚପିଗଲା ଚାରି ଜୀବନ

ଢେଙ୍କାନାଳ ଅଫିସ,୧୦ା୬ ହାଟର ନାଁ ଅଳସୁଆ। ହେଲେ ହାଟୁଆମାନେ ଆଦୌ ଅଳସୁଆ ନୁହନ୍ତି। ସେଥିପାଇଁ ପ୍ରତି ସପ୍ତାହର ଶେଷ ଦିନରେ ଭାରି ଭିଡ଼ ହୁଏ ଢେଙ୍କାନାଳ...

ଆଠମଲ୍ଲିକରେ ରମେଶ ସାଏ ୪୬୮୭୬ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୩୫ ରାଉଣ୍ଡ ଶେଷସୁଦ୍ଧା ୪୬୮୭୬ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର...

ହିନ୍ଦୋଳରେ ଭାଜପା ପ୍ରାର୍ଥୀ ଅଶୋକ ନାଏକ ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଅଶୋକ ନାଏକ ଆଗୁଆ ହୋଇଛନ୍ତି। ତାଙ୍କୁ ୧୦୮୯୧ ଖଣ୍ଡ ଭୋଟ ମିଳିଛି। ତାଙ୍କ...

Leave a comment

Your email address will not be published. Required fields are marked *