ଆଜି ରାଜ୍ୟରୁ ୧୦,୨୭୩ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୦୬୫ ଶିଶୁ

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୦,୨୭୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୧,୮୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୯୬୨ ଜଣ ଚିହ୍ନଟ ହୋଇଥିବା ବେଳେ ୪୩୧୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୦୬୫ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୪୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରରୁ ୧୦୪୯ ଏବଂ କଟକରୁ ୮୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୮୫, ବାଲେଶ୍ୱର ୪୫୭,ବରଗଡ଼ ୧୦୨, ଭଦ୍ରକ ୧୦୨, ବଲାଙ୍ଗୀର ୧୯୧, ବୌଦ୍ଧ ୨୪, ଦେବଗଡ଼ ୨୩, ଢେଙ୍କାନାଳ ୬୯, ଗଜପତି ୧୨୬, ଗଞ୍ଜାମ ୫୫, ଜଗତସିଂହପୁର ୧୩୨, ଯାଜପୁର ୧୪୩, ଝାରସୁଗୁଡ଼ା ୨୦୨, କଳାହାଣ୍ଡି ୨୦୩, କନ୍ଧମାଳ ୨୬, କେନ୍ଦ୍ରାପଡ଼ା ୭୪, କେନ୍ଦୁଝର ୧୧୪, କୋରାପୁଟ ୧୮୬, ମାଲକାନଗିରି ୩୦, ମୟୂରଭଞ୍ଜ ୩୪୦, ନବରଙ୍ଗପୁର ୧୨୫, ନୟାଗଡ଼ ୧୨୧, ନୂଆପଡ଼ା ୪୫, ପୁରୀ ୨୬୯, ରାୟଗଡ଼ା ୧୮୩, ସମ୍ବଲପୁରରୁ ୫୨୯ ଏବଂ ସୋନପୁରରୁ ୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭୯୬।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୧,୮୭୯ରେ ପହଞ୍ଚିଥିବା ବେଳେ ୧୦,୫୦,୧୭୯ଜଣ ସୁସ୍ଥ ହୋଇଛନ୍ତି। ୫୩୧୭୧ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୪୭୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?