Posted inଜାତୀୟ

ମାତା-ପିତା ଉଭୟଙ୍କର ସ୍ନେହ ସନ୍ତାନ ପାଇଁ ଗୁରୁତ୍ୱପୂର୍ଣ୍ଣ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୨।୧୦: ମାତା-ପିତାଙ୍କ ସ୍ନେହ ସନ୍ତାନଙ୍କ ପାଇଁ ଆବଶ୍ୟକ ଏବଂ ଗୁରୁତ୍ୱପୂର୍ଣ୍ଣ। ଏଥିରେ ମାତା-ପିତାଙ୍କ ଲାଗି ପ୍ରତିବନ୍ଧକ ସୃଷ୍ଟି ହୋଇପାରିବ ନାହିଁ ବୋଲି ଶନିବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ବିଚାରପତି ଦୀପକ ଗୁପ୍ତା ଏକ ମାମଲାର ବିଚାର କରି ଏଭଳି ରାୟ ଜାରି କରିଛନ୍ତି। ଏକ ଛାଡ଼ପତ୍ର ମାମଲାରେ ୫ ବର୍ଷ ବୟସ୍କ ନାବାଳକଙ୍କୁ ମାତାଙ୍କ ପାଖରେ ରଖିବାର ଅନୁମତି ଦେଇ ଆହ୍ଲାବାଦ୍‌ ହାଇକୋର୍ଟ କହିଥିଲେ ଯେ, ପିତା ମାସରେ ୨ଥର ସମ୍ପୃକ୍ତ ନାବାଳକଙ୍କୁ ଦେଖା କରିପାରିବେ। ଏନେଇ ନାବାଳକଙ୍କ ପିତା ସୁପ୍ରିମ୍‌କୋର୍ଟଙ୍କ ଆଶ୍ରୟ ନେଇଥିଲେ। ତେବେ ସୁପ୍ରିମ୍‌କୋର୍ଟ ଆହ୍ଲାବାଦ୍‌ ହାଇକୋର୍ଟଙ୍କ ରାୟକୁ ଖାରଜ କରିବା ସହିତ ଏହି ପ୍ରତିବନ୍ଧକକୁ ହଟାଇଛନ୍ତି। ନାବାଳକଙ୍କୁ ଦେଖା କରିବାକୁ ପିତାଙ୍କୁ ମନା କରାଯାଇ ପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।


All Right Reserved By Dharitri.Com

କର୍ନାଟକର ପୂର୍ବତନ ମନ୍ତ୍ରୀ ବୈଜନାଥଙ୍କ ପରଲୋକ

ବେଙ୍ଗାଲୁରୁ,୨।୧୧: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ସମାଜସେବୀ ବୈଜନାଥ ପାଟିଲଙ୍କର ଶନିବାର ୮୨ ବର୍ଷ ବୟସରେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିବାରୁ...

ଭାରତ ମହାସାଗରରେ ଚଳିତ ବର୍ଷ ସୃଷ୍ଟି ହୋଇଛି ୧୧ ସାମୁଦ୍ରିକ ଝଡ଼: ଭାଙ୍ଗିଛି ୧୨୫ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଚଳିତ ବର୍ଷ ଭାରତ ମହାସାଗରରେ ୧୧ ସାମୁଦ୍ରିକ ଝଡ଼ ସୃଷ୍ଟି ହୋଇଛି। ବଙ୍ଗୋପ ସାଗରଠାରୁ ଆରମ୍ଭ କରି ଆଣ୍ଡାମାନ ସାଗର ମଧ୍ୟରେ ଏସବୁ ଝଡ଼...

କ୍ଷମତା ନିଶାରେ ଧାରା ୩୭୦କୁ ହଟାଇଛି ଭାଜପା: ଗୁଲାମ୍‌ ନବୀ ଆଜାଦ୍‌

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ହଟାଇବା ନେଇ କଂଗ୍ରେସର ବରିଷ୍ଠ ନେତା ଗୁଳାମ୍‌ ନବୀ ଆଜାଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ସମାଲୋଚନା କରିଛନ୍ତି। କ୍ଷମତା...

ବାଣ ବିସ୍ଫୋରଣରେ ୬ ମୃତ

ଏଟା, ୨୨ା୯(ପି.ଟି.): ଉତ୍ତରପ୍ରଦେଶର ଏଟାସ୍ଥିତ ମିରହାଚି ପୋଲିସଷ୍ଟେଶନ ଅଞ୍ଚଳରେ ବାଣ ବିସ୍ଫୋରଣ ହେବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୯ ଜଣ ଆହତ ମଧ୍ୟ...

ଆର୍‌ସିଇପି ବାଣିଜ୍ୟ ଚୁକ୍ତିରେ ସାମିଲ ହେବନି ଭାରତ

ଶ୍ରୀନଗର,୫ା୧୧(ପି.ଟି.): ଚାଇନା ସମର୍ଥତ୍ତ ଆଞ୍ଚଳିକ ବିସ୍ତୃତ ଅର୍ଥନୈତିକ ଭାଗୀଦାରିତା (ଆର୍‌ସିଇପି) ବାଣିଜ୍ୟ ଚୁକ୍ତିନାମାରେ ସାମିଲ ନ ହେବାକୁ ଭାରତ ନିଷ୍ପତ୍ତି ନେଇଛି। ଚୁକ୍ତିନାମାର କେତେକ ସର୍ତ୍ତକୁ...

ଜାନୁୟାରୀ ୧୦ରେ ଚଳିତ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ଲାଗୁ ହେବନି ସୁତକ

ନୂଆଦିଲ୍ଲୀ,୭।୧: ଚଳିତ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଜାନୁୟାରୀ ୧୦ ତାରିଖ ମଧ୍ୟ ରାତ୍ରରେ ହେବ। ତେବେ ଏହା ଉପଛାୟା ଯୋଗୁ ହେଉଥିବାରୁ ଏହା ଭାରତରେ...

ଦିବ୍ୟାଙ୍ଗଙ୍କ ଭିଡିଓ ଶେୟାର୍‌ କରି କାନ୍ଦିପକାଇଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୨୪।୯: ଭାରତର ପ୍ରସିଦ୍ଧ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ସୋସିଆଲ୍‌ ମିଡିଆରେ ବେଶ୍‌ ସକ୍ରିୟ ଥା’ନ୍ତି। ଅନେକଥର ବିଭିନ୍ନ ସାମାଜିକ ଘଟଣାକୁ ନେଇ ସେ ଫଟୋ କିମ୍ବା...

୫ ଏକର ଜମି ମିଳିଲେ ରାମଙ୍କ ନାମରେ ହସ୍ପିଟାଲ ନିର୍ମାଣ କରିବ ଶିହା ଓ୍ବାକଫ୍‌ ବୋର୍ଡ

ନୂଆଦିଲ୍ଲୀ,୨୫।୧୧: ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ସୁନ୍ନି ଓ୍ବାକଫ୍‌ ବୋର୍ଡକୁ ରାମ ଜନ୍ମଭୂମି ମାମଲାରେ ୫ ଏକର ଜମି ଅଯୋଧ୍ୟା ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ଏହାକୁ...

Leave a comment

Your email address will not be published. Required fields are marked *