ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର ଚୋରି

ଆନନ୍ଦପୁର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ତୋରାଣିଆପାଳ ଗ୍ରାମରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ପ୍ରଶାନ୍ତ କୁମାର ଦାସଙ୍କ ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଚୋରି କରି ନେଇଥିବା ଜଣାପଡ଼ିଛି। ଖବରପାଇ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


All Right Reserved By Dharitri.Com

ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଆନ୍ଦୋଳନ

ପୁରୁଷୋତ୍ତମପୁର,୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭାରତ ବନ୍ଦର ସମ୍ପୂର୍ଣ୍ଣ ପ୍ରଭାବ ଦେଖାଦେଇଛି। ସହରର ବିଭିନ୍ନ ସ୍ଥାନରେ ଅଙ୍ଗନୱାଡ଼ି କର୍ମୀ, ବିଭିନ୍ନ ବିଦ୍ୟାଳୟର ମଧ୍ୟାହ୍ନଭୋଜନରେ ନିୟୋଜିତ ପାଚିକା,ସହାୟିକା...

ପାରିବାରିକ କଳହ: ବିଷ ପିଇ ଜୀବନ ହାରିଲେ ଯୁବକ

ତିହିଡ଼ି,୧୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଭାଟପଡ଼ା ପଞ୍ଚାୟତ ଅଧୀନ ମିର୍ଜାପୁରରେ ଘରଭଡ଼ା ନେଇ ରହୁଥିବା ଜଣେ ଯୁବକ ରବିବାର ରାତିରେ ବିଷପିଇ ଆତ୍ମହତ୍ୟା କରିଛନ୍ତି।...

ଫେରାର ଅଭିଯୁକ୍ତ ଗିରଫ

ଡେରାବିଶ, ୨୭।୧୦ (ସ୍ବ.ପ୍ର.): ୪ ଚକିଆ ଯାନ ଓ ଟ୍ରକ ଚୋରିରେ ମାମଲାରେ ସମ୍ପୃକ୍ତ ଜଣେ ଫେରାର ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ରବିବାର...

ବାନ୍ତି କଲେ ପାଟିରୁ ବାହାରୁଛି କୋଇଲା: ବଲାଙ୍ଗିର ହସ୍ପିଟାଲରେ ଭର୍ତ୍ତି ହେଲେ ୧୦ ବର୍ଷର ନାବାଳିକା

ବଲାଙ୍ଗିର ଅଫିସ,୨୪।୭: ବାନ୍ତି କଲେ ପାଟିରୁ ବାହାରୁଛି ପୋଡ଼ା କାଠର କୋଇଲା। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳୁଛି ଖପ୍ରାଖୋଲ ବ୍ଲକ ବୁଡ଼ିବାହାଲ ଗ୍ରାମର...

ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଗୁରୁତର

କୋରେଇ,୧୮ା୯(ସ୍ବ:ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ଧନତ୍ରୀ ଗ୍ରାମରେ ମଙ୍ଗଳବାର ପାରିବାରିକ ଗଣ୍ଡଗୋଳ ଘଟିଛି। ଏଥିରେ ସାନଭାଇର ଠେଙ୍ଗା ମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି।...

ବିଦ୍ୟୁତ୍‌ଲତାଙ୍କ ଜୀବନ ନେଲା ବିଦ୍ୟୁତ୍‌, ବଞ୍ଚାଇବାକୁ ଆସି ପ୍ରାଣ ହରାଇଲେ ମମତା

ବାଣପୁର/ବାଲୁଗାଁ,୮ା୧୦(ଡି.ଏନ୍‌.ଏ.): ମଙ୍ଗଳବାର ଦଶହରା ପାଇଁ ସବୁଠି ଆନନ୍ଦ ଉଲ୍ଲାସ ଦେଖିବାକୁ ମିଳିଥିବାବେଳେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ ବିଷ୍ଣୁପୁର ପଞ୍ଚାୟତର ତେନ୍ତୁଳିଡିହ ଗ୍ରାମରେ ଶୋକର...

ନିଖୋଜ ଯୁବକଙ୍କ ଦଗ୍ଧ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର

ବାରିପଦା ଅଫିସ,୨୦।୫: ଗୁରୁବାରଠାରୁ ନିଖୋଜ ଥିବା ରାକେଶ ନାୟକ ନାମକ ଜଣେ ଯୁବକଙ୍କ ଦଗ୍ଧ ମୃତଦେହକୁ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ କେନ୍ଦୁମୁଣ୍ଡି ଗ୍ରାମ...

ଭତ୍ତା ଟଙ୍କା ନେଇ ଯାଉଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଲୁଟ୍‌ର ଶିକାର

କଣ୍ଟାମାଳ,୧୬।୮(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ମନମୁଣ୍ଡା- ଲମ୍ବସରି ରାସ୍ତାର ଯୋଗୀନ୍ଦ୍ରପୁର ନିକଟରେ ଶୁକ୍ରବାର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିପୁଳ ଦାସଙ୍କଠାରୁ ଲୁଟ୍‌ ହୋଇଛି। ସୂଚନାଯୋଗ୍ୟ,...

Leave a comment

Your email address will not be published. Required fields are marked *