CORONAVIRUS UPDATE: ଆଜି ଚିହ୍ନଟ ହୋଇଛନ୍ତି ୨୬୦୨ ପଜିଟିଭ୍‌, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬କୁ ବୃଦ୍ଧି

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୬୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୫୬୧ ଜଣ କ୍ୱାରାଣ୍ଟାଇନ୍‌ରୁ ଏବଂ ୧୦୪୧ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୬୧୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୩୬ ଏବଂ ଗଞ୍ଜାମରୁ ୧୯୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୪, ବାଲେଶ୍ୱର ୧୦୩, ବରଗଡ଼ ୮୨, ଭଦ୍ରକ ୪୭, ବଲାଙ୍ଗୀର ୪୨, ବୌଦ୍ଧ ୯, ଦେବଗଡ଼ ୩, ଢେଙ୍କାନାଳ ୬୭, ଗଜପତି ୭, ଜଗତସିଂହପୁର ୮୨, ଯାଜପୁର ୧୦୩, ଝାରସୁଗୁଡ଼ା ୮୫, କନ୍ଧମାଳ ୧୭, କେନ୍ଦ୍ରାପଡ଼ା ୧୨୮, କେନ୍ଦୁଝର ୮୬, କୋରାପୁଟ ୧୨୭, ମାଲକାନଗିରି ୮୦, ମୟୂରଭଞ୍ଜ ୭୨, ନବରଙ୍ଗପୁର ୧୮, ନୟାଗଡ଼ ୯୧, ନୂଆପଡ଼ା ୧୬, ପୁରୀ ୪୬,  ରାୟଗଡ଼ା ୫୪, ସମ୍ବଲପୁର ୭୮, ସୋନପୁର ୨୧ ଏବଂ ସୁନ୍ଦରଗଡ଼ରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୫୩୬ରେ ପହଞ୍ଚିଥିବା ବେଳେ ୭୩,୨୩୩ ଜଣ ସୁସ୍ଥ ହୋଇଛନ୍ତି। ୨୯,୭୫୮ ଜଣ ଚିକିତ୍ସିତ ହେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri