ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ଜାରି କଲା ଘୋଷଣାପତ୍ର

ଚଣ୍ଡିଗଡ଼,୧୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ଘୋଷଣା ପତ୍ର ଜାରି କରିଛି। ଏଥିରେ କୃଷକ, ଗରିବ, ଯୁବବର୍ଗ ଓ ଖେଳାଳିଙ୍କୁ ପ୍ରାଧାନ୍ୟ ଦିଆଯାଇଛି। ୩୨ ପୃଷ୍ଠା ବିଶିଷ୍ଟ ଏହି ଘୋଷଣା ପତ୍ରର ନାଁ ରଖାଯାଇଛି ‘ସ୍ବପ୍ନର ହରିୟାଣା’। ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା, ହରିୟାଣାର ଭାଜପା ପ୍ରଦେଶ ଅଧ୍ୟକ୍ଷ ସୁଭାଷ ବରାଳଙ୍କ ସମେତ ଅନ୍ୟ ନେତାଙ୍କ ଉପସ୍ଥିତିରେ ଏହି ଘୋଷଣାପତ୍ର ଜାରି କରାଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ କଂଗ୍ରେସ ମଧ୍ୟ ତା’ର ଘୋଷଣା ପତ୍ର ଜାରି କରି ଭୋଟରଙ୍କୁ ପ୍ରଲୋଭିତ କଲାଭଳି କିଛି ଘୋଷଣା କରିଛି।


All Right Reserved By Dharitri.Com

ବିଳମ୍ବରେ ପହଞ୍ଚିଲା ଆମ୍ବୁଲାନ୍ସ:ଆଖିବୁଜିଲେ ମୁଖ୍ୟମନ୍ତ୍ରୀଙ୍କ ଭାଇ

ଅହମଦାବାଦ: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କ ମାଉସୀ ପୁଅ ଭାଇ ଅନିଲଭାଇ ସାଙ୍ଗଭିଙ୍କ ରାଜକୋଟରେ ପରଲୋକ ହୋଇଯାଇଛି। ଏଥିଲାଗି ୧୦୮ ଆମ୍ବୁଲାନ୍ସ ଆସିବାରେ ହୋଇଥିବା ଅହେତୁକ...

୨୯୮ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟଧାର୍ଯ୍ୟ

ନୂଆଦିଲ୍ଲୀ, ୧୭।୪:୨୦୨୦-୨୧ ବର୍ଷରେ ୨୯୮ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ୨୦୧୯-୨୦ ବର୍ଷରେ ୨୯୧.୧୦ ନିୟୁତ ଟନ୍‌...

ରାମ ରାଜ୍ୟ ସ୍ବପ୍ନ ଦେଖାଇ ମୋଦି ନିର୍ମାଣ କରୁଛନ୍ତି ରାବଣ ରାଜ୍ୟ: ସିଦ୍ଧାରମେୟା

ବେଙ୍ଗାଲୁରୁ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ୍‌ ଇନ୍‌ ଇଣ୍ଡିଆ ଏବଂ ରାମ ରାଜ୍ୟର ସ୍ବପ୍ନ ଦେଖାଇ ପ୍ରକୃତପକ୍ଷେ ରାବଣ ରାଜ୍ୟର ନିର୍ମାଣ କରୁଛନ୍ତି ବୋଲି କର୍ନାଟକର...

୪ଶହ ରେଲଓ୍ବେ ଷ୍ଟେଶନରେ ବ୍ୟବହାର ହେବ ମାଟି ଚା’ର ପାତ୍ର

ନୂଆଦିଲ୍ଲୀ,୩।୧୦: ସିଙ୍ଗଲ-ୟୁଜ ପ୍ଲାଷ୍ଟିକ ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିବା ବେଳେ ଏହାକୁ କାର୍ଯ୍ୟକାରୀ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆହ୍ବାନ ଦେଇଛନ୍ତି। ଗୁରୁବାର...

ଗିରଫ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀଙ୍କ ସୂଚନା: ଦିଲ୍ଲୀରେ ଆକ୍ରମଣ ଷଡ଼ଯନ୍ତ୍ର; ଲୋକପ୍ରିୟ ହିନ୍ଦୁନେତାଙ୍କୁ ହତ୍ୟା ଲାଗି ସୁପାରୀ

ନୂଆଦିଲ୍ଲୀ,୧୧।୧: ଦିଲ୍ଲୀରୁ ଗିରଫ ହୋଇଥିବା ୩ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ ଭାରତରେ ଆକ୍ରମଣ ପାଇଁ ହୋଇଥିବା ଷଡ଼ଯନ୍ତ୍ର ସମ୍ପର୍କରେ ସୂଚନା ଦେଇଛନ୍ତି। ଦିଲ୍ଲୀ ସମେତ ପଶ୍ଚିମ...

ବିଦେଶରେ ଫସିଛନ୍ତି ୪୦ ହଜାର ଭାରତୀୟ

ଓ୍ବାଶିଂଟନ,୧୪ ।୪: ମହାମାରୀ କରୋନା ବିଶ୍ୱବ୍ୟାପୀ ଅଚଳାବସ୍ଥା ସୃଷ୍ଟି କରିଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ବିଭିନ୍ନ ଭାଗରେ ଲକ୍‌ଡାଉନ୍‌ ଜାରି ହୋଇଥିବାରୁ...

ଲତାଙ୍କ ଦେହାନ୍ତ ଗୁଜବ

ନୂଆଦିଲ୍ଲୀ,୧୯ା୧୧: ଭାରତରତ୍ନ ଲତା ମଙ୍ଗେସ୍‌କରଙ୍କ ଦେହାନ୍ତ ହୋଇଥିବା ନେଇ ଗୁଜବ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ହେଲେ ଲତା ସମ୍ପୂର୍ଣ୍ଣ ସୁସ୍ଥ ଥିବା ପରିବାର...

ଟ୍ରମ୍ପଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଏହି କଥାବର୍ତ୍ତା ସମୟରେ ଉଭୟ ନେତା କହିଛନ୍ତି...

Leave a comment

Your email address will not be published. Required fields are marked *