ଅମରପୁରରେ ଅଗ୍ନିକାଣ୍ଡ: ୨ ଗୋରୁ ଜୀବନ୍ତ ଦଗ୍ଧ

ଭଦ୍ରକ ଅଫିସ/ତିହିଡ଼,୧୩।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କୋହ୍ଲ ପଞ୍ଚାୟତ ଅମରପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି।
ସୂଚନାନୁଯାୟୀ, ରାତିରେ ଗ୍ରାମର ଗୋବର୍ଦ୍ଧନ ଦାସଙ୍କ ଗୁହାଳ ଘରେ ନିଆଁ ଲାଗିବାରୁ ବନ୍ଧାହୋଇଥିବା ୨ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରି ଥିଲେ ମଧ୍ୟ ଗୁହାଳ ସମ୍ପୂର୍ଣ୍ଣ ଜଳି ଯାଇଥିଲା। ବିଦ୍ୟୁତ୍‌ ଶର୍ଟର୍କିଟରୁ ନିଆଁ ଲାଗିଥିବା ଜଣାପଡ଼ିଛି।


All Right Reserved By Dharitri.Com

ଖଣି ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ

ଯୋଡ଼ା, ୮।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲାର ଖଣିଖାଦାନ ଭରା ଯୋଡା ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଗ୍ରାହକ ହଇରାଣ ହେଉଛନ୍ତି। ଯୋଡା ସହରରେ ଥିବା...

ରାସ୍ତାଘାଟରେ ହାତୀ, ଲୋକେ ଭୟଭୀତ

ପରଜଙ୍ଗ, ୨୬ା୮(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ହାତୀ ଉପଦ୍ରବରୁ ତ୍ରାହି ମିଳୁନି। ସୋମବାର ସକାଳେ ନରହନ୍ତା ଦନ୍ତା କନ୍ଦରସିଂହା ଗ୍ରାମରେ ପଶି ତାଣ୍ଡବ କରିଥିଲା।...

ଆଇଆଇଏମ୍‌ସିରେ ଆରମ୍ଭ ହେଲା ପାଠପଢ଼ା

ଢେଙ୍କାନାଳ ଅଫିସ,୩।୮ଢେଙ୍କାନାଳ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି)ରେ ଶୁକ୍ରବାରଠାରୁ ୨୦୧୯-୨୦ ଶିକ୍ଷାବର୍ଷ ଲାଗି ଉଭୟ ଇଂଲିଶ ଏବଂ ଓଡ଼ିଆ ସାମ୍ବାଦିକତା ସ୍ନାତକୋତ୍ତର ଡିପ୍ଲୋମା ବିଭାଗରେ ପାଠପଢ଼ା...

କାଳବୈଶାଖୀର ତାଣ୍ଡବ : ଗଛ ଭାଙ୍ଗି ରାସ୍ତା ଅବରୋଧ

ମୁରିବାହାଲ, ୧।୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଞ୍ଚଳରେ ଶୁକ୍ରବାର ରାତିରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା। ପ୍ରବଳ ଝଡତୋଫାନ ଓ ବର୍ଷା ହେବା...

ସରକାରୀ ଜମିରୁ ମୋରମ ଲୁଟ୍‌: ରାଜସ୍ବ ହରାଉଛନ୍ତି ସରକାର

ଔପଦା, ୧୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ତହସିଲ ଅନ୍ତର୍ଗତ ଗଡ଼ସାହି ପଞ୍ଚାୟତର କୁସୁନଦାସପୁର, ରଙ୍ଗାମାଟିଆ, ପଣ୍ଡୁଆ, ପଥରପଦା ଆଦି ଗ୍ରାମରେ ଥିବା ସରକାରୀ ଜମିରୁ ମୋରମ ଲୁଟ୍‌...

ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର, ୩ ଫେରାର, ମାରଣାସ୍ତ୍ର ସହ ଗାଡ଼ି ଜବତ

କେନ୍ଦ୍ରାପଡ଼ା ଅଫିସ/ ଆଳି,(ଡି.ଏନ୍‌.ଏ.), ୨୮ା୯: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଛକଠାରେ ଶନିବାର ଭୋରରେ ଜିଲା ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର ଆହତ...

ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଆନ୍ଦୋଳନ ଡାକରା

ବ୍ରହ୍ମପୁର ଅଫିସ୍‌,୩ା୯-ଫୋରମ୍‌ ଫର୍‌ ଗଞ୍ଜାମର ଏକ ସାଧାରଣ ବୈଠକ ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନ ସଂଯୋଜକ ସୁଧୀର କୁମାର ରାଉତ ଏଥିରେ ଅଧ୍ୟକ୍ଷତା...

ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ସ୍ବାସ୍ଥ୍ୟ ପ୍ରତିନିଧି ଦଳ:ଖୁବ୍‌ଶୀଘ୍ର ମିନି ଆଇସିୟୁ, ଏଚ୍‌ଡିୟୁ

ଢେଙ୍କାନାଳ ଅଫିସ, ୧୦।୧୨ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ୩ଜଣିଆ ପ୍ରତିନିଧି ଦଳ ସୋମବାର ଢେଙ୍କାନାଳ ଜିଲା ଚିକିତ୍ସାଳୟର ଭିତ୍ତିଭୂମି ଯାଞ୍ଚ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ଉପଦେଷ୍ଟା...

Leave a comment

Your email address will not be published. Required fields are marked *