ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବାହାନଗା,୧୩।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ମହାରୁଦ୍ରପୁର ଗ୍ରାମର ହୋତା ପୋଖରୀରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଅଟାସପୁର ଗ୍ରାମର ଜଗନ ମଳିକଙ୍କ ପୁଅ ମନ୍ମଥ (୨୫)। ସକାଳେ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଗୋପାଳପୁର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


All Right Reserved By Dharitri.Com

୧୫ ଫୁଟିଆ ଅହିରାଜ ଉଦ୍ଧାର

କୋରୁକୋଣ୍ଡା, ୭।୧୦(ଡି.ଏନ୍‌.ଏ.): ବାଲିମେଳା ବନଖଣ୍ଡ ଅଧୀନ ନୀଳାଦ୍ରିନଗର ପଞ୍ଚାୟତ ନୀଳାକାମ୍ବେରୁ ଗାଁର ସୁଶାନ୍ତ ପାତ୍ରଙ୍କ ଶୌଚାଳୟରୁ ସୋମବାର ଏକ ଅହିରାଜ ସାପକୁ ବନ ବିଭାଗ ଉଦ୍ଧାର...

ବାଲିଗୁଡ଼ାରେ ପର୍ଯ୍ୟଟନ ମନ୍ତ୍ରୀ, ବିଭିନ୍ନ ସମସ୍ୟା ନେଇ ଆଲୋଚନା

ବାଲିଗୁଡ଼ା,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଅପରାହ୍ନରେ ସ୍ଥାନୀୟ ବନବାସୀ ସେବା ସମିତିରେ ପହଞ୍ଚି ଅନ୍ତେବାସୀଙ୍କ...

ରାୟଗଡ଼ାରେ ୩ଟି ରାଉଣ୍ଡରେ ବିଜେଡି ଆଗୁଆ

ରାୟଗଡ଼ା ଅଫିସ୍‌,୨୩ା୫: ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩ଟି ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ଲାଲବିହାରୀ ହିମିରିକାଙ୍କୁ ପ୍ରଥମ ରାଉଣ୍ଡରେ ୧୫୪୬, ଦ୍ୱିତୀୟ...

ଗଞ୍ଜେଇ ଗଛ ନଷ୍ଟ

ଆର.ଉଦୟଗିରି ,୫ା୧(ଡି.ଏନ.ଏ.)-ଆର.ଉଦୟଗିରି ଥାନାର ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ଶନିବାର ପୁଣି ବିପୁଳ ମରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଗଜପତି ଜିଲାପାଳ ଅନୁପମ...

ଦୂଷିତ ପାଣି ପିଇ ୨୩ ଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ

ତେଲକୋଇ, ୨୫।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ରାଇସୁଆଁ ପଞ୍ଚାୟତ ଅଧୀନ ରାଣୀବେଡା ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ପାନୀୟଜଳ ଦୂଷିତ ହେବା କାରଣରୁ ୨୩ ଛାତ୍ର...

କୋଇଲିସାହିରେ ଅଗ୍ନିକାଣ୍ଡ

ରୂପ୍‌ସା, ୨୨।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଢ଼ିଆ ପଞ୍ଚାୟତ ଅନ୍ତର୍ଗତ କୋଇଲିସାହି ଗ୍ରାମରେ ବୁଧବାର ରାତି ପ୍ରାୟ ଗୋଟାଏ ବେଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ...

ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ଆସିକା,୨୨ା୧୦(ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ...

ଭିତ୍ତିଭୂମି ଥାଇ ଉଧଉନି ଫୁଲଚାଷ; କଲିକତା ମେଣ୍ଟାଉଛି ଫୁଲର ଚାହିଦା

ଭଦ୍ରକ ଅଫିସ, ୧୬।୯- ଭଦ୍ରକ ଜିଲାରେ ଉପଯୋଗୀ ମୃତ୍ତିକା, ଜଳବାୟୁ ଏବଂ ଭିତ୍ତିଭୂମି ଥିଲେ ମଧ୍ୟ ଫୁଲଚାଷର ବିକାଶ ହୋଇପାରୁ ନାହିଁ । ଚାଷୀମାନେ ସଚେତନ...

Leave a comment

Your email address will not be published. Required fields are marked *