୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦, ୩୬୮ ଆକ୍ରାନ୍ତ; ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ…

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଦୈନିକ ଦଶ ହଜାରରୁ ଖସୁନାହିଁ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୧୦,୩୬୮ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬,୦୧୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୩୫୩ ଲୋକାଲ କେସ୍‌ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୧,୦୯୦ଜଣ ପିଲା ଥିବା ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩,୦୩୬ ଥିବା ବେଳେ ଅନୁଗୋଳରୁ ୧୩୬, ବାଲେଶ୍ୱରରୁ ୩୦୪, ବରଗଡ଼ରୁ ୧୫୨, ଭଦ୍ରକରୁ ୧୨୯, ବଲାଙ୍ଗୀରରୁ ୨୫୩, ବୌଦ୍ଧରରୁ ୭୬, କଟକରୁ ୯୪୦, ଦେବଗଡ଼ରୁ ୭୮, ଢେଙ୍କାନାଳରୁ ୮୩, ଗଜପତିରୁ ୧୦୦, ଗଞ୍ଜାମରୁ ୮୭, ଜଗତସିଂହପୁରରୁ ୧୬୫, ଯାଜପୁରରୁ ୨୯୦, ଝାରସୁଗୁଡ଼ାରୁ ୧୫୭, କଳାହାଣ୍ଡିରୁ ୧୯୪, କନ୍ଧମାଳରୁ ୮୩, କେନ୍ଦ୍ରାପଡ଼ାରୁ ୧୦୬, କେନ୍ଦୁଝରରୁ ୧୨୩,କୋରାପୁଟରୁ ୨୦୨, ମାଲକାନଗିରିରୁ ୫୮, ମୟୂରଭଞ୍ଜରୁ ୧୬୫, ନବରଙ୍ଗପୁରରୁ ୧୬୨, ନୟାଗଡ଼ରୁ ୧୪୯, ନୂଆପଡ଼ାରୁ ୧୯୬, ପୁରୀରୁ ୧୪୦, ରାୟଗଡ଼ାରୁ ୨୦୮, ସମ୍ବଲପୁରରୁ ୨୪୭, ସୋନପୁରରୁ ୧୮୦, ସୁନ୍ଦରଗଡ଼ରୁ ୧୫୦୫ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୬୬୪ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୮୮୩୪୬ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri