ସମାଜକୁ ସଂସ୍କାରଧର୍ମୀ କରିବାକୁ ଗୁରୁତ୍ୱ

ସୋନପୁର, ୧୪ା୧୦(ନି.ପ୍ର.) ସୁବର୍ଣ୍ଣପୁର ଜିଲା ଯାଦବ ମହାସଭା ପକ୍ଷରୁ ବାର୍ଷିକ ଶାରଦୀୟ ପୂର୍ଣ୍ଣମୀ ଅବସରରେ ବାର୍ଷିକ ପୂଜା ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯାଦବଙ୍କ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୂଜନୋତ୍ସବ ସ୍ଥାନୀୟ ସମଲେଶ୍ୱରୀ ପୀଠରେ ଅନୁଷ୍ଠିତ ହୋଇଥିଲା। ସକାଳେ ବୁଢୀ ସମଲେଇ ମନ୍ଦିର ପ୍ରାଙ୍ଗଣରୁ ଯାଦବମାନେ ଏକ ବାଡି ଖେଳ ଶୋଭାଯାତ୍ରାରେ ବାହାରି ସମଲେଶ୍ୱରୀ ମନ୍ଦିରରେ ପହଞ୍ଚତ୍ଥିଲେ। ମଧ୍ୟାହ୍ନରେ ସମଲେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଜିଲା ସଭାପତି ତପନ ଜୁଆଡି ସଭାରେ ଅଧ୍ୟକ୍ଷତା କରିଥିଲେ। ପଦ୍ମଶ୍ରୀ ହଳଧର ନାଗ ମୁଖ୍ୟ ଅତିଥିଭାବେ ଯୋଗଦେଇ ଯାଦବ ସମାଜର ଇତିବୃତ୍ତ ବର୍ଣ୍ଣନା କରିବା ସହ ଏହି ସମାଜ ଶ୍ରେଷ୍ଠ ବୋଲି କହିଥିଲେ। ସଭାରେ ବରଗଡ, ସମ୍ବଲପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲା ଯାଦବ ସମାଜର ସଭାପତି ଓ ଉପସଭାପତିମାନେ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଅତିଥିମାନେ ସମାଜରେ ଥିବା କୁସଂସ୍କାରକୁ ଦୂର କରିବା ସହ ଅବହେଳିତ ପରିବାରକୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ କୋରାପୁଟ ସାଂସଦ ସପ୍ତଗିରି ଉଲାକା

କଲ୍ୟାଣସିଂହପୁର, ୭।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକସ୍ଥିତ ଦେବଗିରି ମହାବିଦ୍ୟାଳୟ ପରିସରରେ ୧୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା…

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ…

ନନ୍ଦନକାନନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri