ସତ୍ୟପୀରଙ୍କୁ କରମବୀର ଚକ୍ର ପୁରସ୍କାର

ଭବାନୀପାଟଣା,୧୪।୧୦(ଡି.ଏନ୍‌.ଏ.): ଓଡ଼ିଶାର ପଞ୍ଚ୍‌ମ୍ୟାନ୍‌ ଭାବେ ପରିଚିତ କଳାହାଣ୍ଡି ଜିଲା ସଦର ବ୍ଲକ ଅନ୍ତର୍ଗତ ଦେପୁର ଗାଁର ଡ. ସତ୍ୟପୀର ପ୍ରଧାନଙ୍କୁ ରବିବାର କରମବୀର ଚକ୍ର ପୁରସ୍କାରରେ ପୁରସ୍କୃତ କରାଯାଇଛି। ବିଶ୍ୱ ନେତୃତ୍ୱ ଫେଲୋଶିପ୍‌ ଆଇସିଓଏନ୍‌ଜି ଏବଂ ଜାତିସଂଘ ଡୋଗ୍ରା ହଲ୍‌ ଆଇଆଇଟି ଦିଲ୍ଲୀ ଦ୍ୱାରା ତାଙ୍କୁ ସମ୍ମାନିତ କରାଯାଇଛି। ବ୍ୟକ୍ତିଗତ ଭାବେ ଦୁଇଟି ଗିନିଜ୍‌ ୱାର୍ଲଡ ରେକର୍ଡ କରିବା ସହ ଦେଶରେ ଯୁବଗୋଷ୍ଠୀକୁ ଏଭଳି କୀର୍ତ୍ତିମାନ କରିବା ଲାଗି ପ୍ରେରିତ କରିଥିବାରୁ ସତ୍ୟପୀରଙ୍କୁ ଏହି ପୁରସ୍କାର ଓ ଫେଲୋଶିପ୍‌ ଦିଆଯାଇଛି। ସତ୍ୟପୀରଙ୍କ ଏହି ସଫଳତା ନେଇ ଜିଲାର ବହୁ ବୁଦ୍ଧିଜୀବୀ ଓ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଅଭିନନ୍ଦନ ଜ୍ଞାପନ କରାଯାଇଛି।


All Right Reserved By Dharitri.Com

ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ଭଦ୍ରକ ଅଫିସ,୧।୧୦: ଭଦ୍ରକ ପଞ୍ଚାୟତ ସମିତି ଓ ଭଦ୍ରକ ପୌରପାଳିକା ପକ୍ଷରୁ ମଙ୍ଗଳବାର ଟାଉନହଲ ପରିସରରେ ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅନୁଷ୍ଠିତ ହୋଇଯାଇଛି।...

ପୁଣି ଥରିବ କଣ୍ଟିପାଳର କୁଆମରା ହୁଡ଼ି

ଆନନ୍ଦପୁର,୨୯। ୭(ସ୍ବ.ପ୍ର.)- ଆନନ୍ଦପୁର ବ୍ଲକ କଣ୍ଟିପାଳରେ ଥିବା କୁଆମରା ହୁଡିରେ ପୁଣି ବ୍ଲାଷ୍ଟିଂ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ବର୍ଷକ ତଳୁ କୁଆମରା ହୁଡିରେ ଆବଶ୍ୟକ...

ପାନୀୟଜଳ ପ୍ରକଳ୍ପ ଅକାମୀ : ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ହଇରାଣ

ତେଲକୋଇ, ୨୬।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନ ଏସ.ଏନ.ପୁରଗୋଡା ରେ ପାନୀୟଜଳ ସମସ୍ୟା ଉକତ୍ଟ ରହିଛି । ଦୀର୍ଘ ୫ବର୍ଷ ପୂର୍ବରୁ ହୋଇଥିବା ଓଭରହେଡ ଟାଙ୍କି ସମେତ ବିଭିନ୍ନ...

୧୨ରୁ ଭୁବନେଶ୍ୱରରେ ଜନଗଣନା: ପ୍ରଶିକ୍ଷଣ ନେବେ ୪୦ ସ୍କୁଲର ଶିକ୍ଷକ

ଭୁବନେଶ୍ୱର,୭ା୮(ବ୍ୟୁରୋ): ୨୦୨୧ ଜନଗଣନା ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଜନଗଣନା କ୍ଷେତ୍ର ପରୀକ୍ଷଣ ପ୍ରଶିକ୍ଷଣ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ବିଏମ୍‌ସି ସଭାଗୃହରେ ଆୟୋଜିତ ଏହି...

ଚମ୍ପୁଆରେ ଫେଲ୍‌ ମାରିଛି ପରିମଳ ଯୋଜନା: ପାଇଖାନା ଟାଙ୍କି ସଫା ଲାଗି ହୋଇନି ବ୍ୟବସ୍ଥା; ଭଡ଼ାରେ ଅଣାଯାଉଛି ଗାଡ଼ି

ଚମ୍ପୁଆ,୨୫ା୬(ଡି.ଏନ୍‌.ଏ.)- ପଞ୍ଚାୟତରୁ ଏନ୍‌ଏସିର ମାନ୍ୟତା ପାଇଥିବା ଚମ୍ପୁଆ ଜନସାଧାରଣଙ୍କ ମୌଳିକ ସମସ୍ୟା ସମାଧାନ କରିବାରେ ଏନ୍‌ଏସି ବିଫଳ ହୋଇଛି। ରାସ୍ତାଘାଟ, ବିଜୁଳି ଓ ପାନୀୟଜଳର ଆଂଶିକ...

ବ୍ୟବସାୟୀଙ୍କଠାରୁ ୪୫ ହଜାର ଲୁଟ୍‌

ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଫତେପୁର ପଞ୍ଚାୟତ ନିଶ୍ଚନ୍ତପୁର ଗ୍ରାମର ଭାଗ୍ୟଧର ନାୟକ ନାମକ ଜଣେ ବ୍ୟବସାୟୀଙ୍କଠାରୁ ଗୁରୁବାର...

ବିପଦସଙ୍କୁଳ ଅବସ୍ଥାରେ ସୋନପୁର ରାଜପ୍ରାସାଦ

ସୋନପୁର,୨୩।୧୦(ନି.ପ୍ର.): ମହାନଦୀ କୂଳରେ ଥିବା ସୋନପୁର ରାଜପ୍ରାସାଦ ରକ୍ଷଣାବେକ୍ଷଣ ଅଭାବରୁ ଏବେ ବିପଦସଙ୍କୁଳ ଅବସ୍ଥାରେ ଅଛି। ପ୍ରତିଦିନ ରାଜପ୍ରାସାଦରୁ ଇଟା ଓ କଂକ୍ରିଟ୍‌ ଖଣ୍ଡ ଖସୁଛି।...

ହିଡ଼ରେ ଚାଲି ଯାଉଛନ୍ତି ସ୍କୁଲ

କେନ୍ଦୁଝର, ୨୭ା୯ (ସ୍ବ.ପ୍ର.)-ସଦର ବ୍ଲକ ଅନ୍ତର୍ଗତ ତେଲିଅର୍ଶଳା ଗ୍ରାମର ତାମୁଡିଆ (ତନ୍ତୀ) ସାହିକୁ ସବୁଦିନିଆ ରାସ୍ତା ନାହିଁ ା ସ୍ବାଧୀନତାର ଏତେ ବର୍ଷ ପରେ ମଧ୍ୟ...

Leave a comment

Your email address will not be published. Required fields are marked *