ରାଜଧାନୀରେ ମାଡି ଚାଲିଛି କରୋନା: ଆଉ ୧୦୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ମାଡି ଚାଲିଛି କରୋନା। ଗୁରୁବାର ଆଉ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫୯ ଜଣ କ୍ୱାରାଣ୍ଟାଇନରୁ ହୋଇଥିବାବେଳେ ୪୬ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୟାପଲ୍ଲୀ ନୂଆସାହିରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସହିଦନଗର ଅଞ୍ଚଳରୁ ୬, ନୂଆପଲ୍ଲୀର ଅନ୍ୟ ଏକ ଅଞ୍ଚଳରୁ ୬, ୟୁନିଟ-୧ରୁ ୩ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

୨୦୩୬ ସୁଦ୍ଧା ଟଙ୍କାର କୌଣସି ମୂଲ୍ୟ ରହିବ ନାହିଁ? ଏଲୋନ ମସ୍କଙ୍କ ଭବିଷ୍ୟବାଣୀର ଅର୍ଥ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ପୁଣି ଥରେ ତାଙ୍କ ଭବିଷ୍ୟବାଣୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ପରାମର୍ଶ ଦେଇଛନ୍ତି ଯେ ଆଗାମୀ…

ଡାକ୍ତର ଦମ୍ପତ୍ତିଙ୍କୁ କାଙ୍ଗାଳ କରିଦେଲେ ୨ ଭଉଣୀ: ୪.୫ କୋଟି ଟଙ୍କା ନେଇ…

ଚଣ୍ଡିଗଡ଼,୨୯।୭: ପଞ୍ଜାବର ପଠାଣକୋଟ ଜିଲାରେ ବିଶ୍ୱାସଘାତକତା ଏବଂ ଠକେଇର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଡାକ୍ତର ଡକ୍ଟର ଜସପାଲ ସିଂହ ଭିଣ୍ଡର ଏବଂ ତାଙ୍କ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri