ଆଜି ରାଜ୍ୟରୁ ୧୦୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୯ ଶିଶୁ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୩୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୨ ଜଣ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୯ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୦, ଯାଜପୁର ଏବଂ କେନ୍ଦୁଝରରୁ ୫ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୩, ବାଲେଶ୍ୱର ୧, ବରଗଡ଼ ୨, ଭଦ୍ରକ ୧, କଟକ ୪, ଗଞ୍ଜାମ ୪, କନ୍ଧମାଳ ୧, କେନ୍ଦ୍ରାପଡ଼ା ୪, ନୟାଗଡ଼ ୨, ସମ୍ବଲପୁରରୁ ୨ ଏବଂ ସୁନ୍ଦରନଗଣରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୨।

ଅନ୍ୟପକ୍ଷରେ ଆଜି ରାଜ୍ୟରୁ ଜଣଙ୍କର ଜୀବନ ନେଇଛି କରୋନା। ମୃତକ ଜଣକ ପୁରୀ ଜଲାରୁ ଜଣେ ପୁରୁଷ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୫୦,୩୫୪ରେ ପହଞ୍ଚିଥିବା ବେଳେ ୧୦,୩୯,୬୭୩ଜଣ ସୁସ୍ଥ ହୋଇଛନ୍ତି। ୨୨୦୫ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri