ନିର୍ବାଚନକୁ ମାତ୍ର ୬ ଦିନ ବାକି, ବିଜେପୁରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୬ଦିନ ବାକି। ତେବେ ଉପର୍ନିବାଚନକୁ ଅବାଧ, ନିରପେକ୍ଷ ଏବଂ ଶୃଙ୍ଖଳିତଭାବେ ସମାପନ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ହାତକୁ ନିଆଯାଇଛି। ଏହି କ୍ରମରେ ମଙ୍ଗଳବାର ଅପରାହ୍ନରେ ବିଜେପୁରରେ ପୋଲିସ ଫ୍ଲାଗମାର୍ଚ୍ଚ କରିଥିଲା।ବରଗଡ଼ ଏସ୍‌ପି ପଦ୍ମିନୀ ସାହୁଙ୍କ ତତ୍ତ୍ବାବଧାନରେ ହୋଇଥିବା ଫ୍ଲାଗମାର୍ଚ୍ଚରେ ବହୁସଂଖ୍ୟକ ପୋଲିସ କର୍ମଚାରୀମାନେ ସାମିଲ ଥିଲେ।


All Right Reserved By Dharitri.Com

କ୍ରୀଡ଼ା ପାଇଁ ସମର୍ପିତ ରାମକୃଷ୍ଣ

ଢେଙ୍କାନାଳ ଅଫିସ (ରତନ ନାୟାର), ୨୯।୮ :ଢେଙ୍କାନାଳ ଜିଲାର କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରତିଭାଧାରୀଙ୍କ ମଧ୍ୟରୁ ଯୁବ କ୍ରୀଡ଼ାବିତ୍‌ ରାମକୃଷ୍ଣ ବେହେରା ଜଣେ।...

ଥାନାରେ କୁଠା ଅଭାବ୍‌: ଗଛ୍‌ତଲେ କାମ୍‌ କରୁଛନ୍‌ ଅଧ୍‌କାରୀ

ବିଜେପୁର, ୨।୧୨(ଡି.ଏନ୍‌.ଏ.)- ଆଏଜ୍‌କେ ଶହେ ଦଶ ବଛର୍‌ ତଲେ ବରଗଡ଼ ଜିଲା ବିଜେପୁର ଥାନା ଥାପନା ହେଇଥିଲା। ଏଛେନ୍‌ ଶହେ ଦଶ ଖଁଡ ରାଜସ୍ବ ଗାଁ...

୩୯ ପାଣି ପଞ୍ଚାୟତରେ ଭୋଟର ତାଲିକା ସଂଶୋଧନ

ବନ୍ତ, ୨୫।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକର ୨ଟି ସେକ୍ସନ ସମେତ ଭଣ୍ଡାରିପୋଖରୀ ବ୍ଲକର ମଞ୍ଜୁରୀରୋଡ ଓ ହାଟଡିହୀ ବ୍ଲକର ଶାଳନିଅଁା ସେକ୍ସନରେ...

ବାପ୍‌ ଆରପାରେ, ମା’ର ପତା ନାଇଁଅଁଧାରକେ ଠେଲି ହେଉଛେ ୩ ଛୁଆକର ଭବିଷତ୍‌

ରାଉରକେଲା ଅଫିସ,୨୩ା ୪: କାମଧଁଦା ଖୁଜବାର ଲାଗି ମା’ ଘର ଛାଡ଼ି କେନ୍‌ଆଡ଼େ ପଲେଇଗଲେ। ଆଏଜ୍‌ତକ୍‌ ତାକର ପତା ନାଇଁ ମିଲବାର। କିଏ କହୁଛେ ଦଲାଲମାନକର...

ମାଓବାଦୀଙ୍କ ଗୁଳିରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ମାମଲା: ଏନ୍‌ଏଚ୍‌ଆର୍‌ସିଙ୍କୁ ରିପୋର୍ଟ ଦେଲେ କନ୍ଧମାଳ ଏସ୍‌ପି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ୨୦୧୯ ନିର୍ବାଚନ ପରିଚାଳନା ପାଇଁ ବୁଥ୍‌କୁ ଯାଉଥିବାବେଳେ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଲଙ୍କ ମୃତ୍ୟୁ...

କାଠଚୋରଙ୍କୁ ଧରିବା ବେଳେ ବନ କର୍ମଚାରୀଙ୍କୁ ଆକ୍ରମଣ : ବାପ ଗିରଫ, ପୁଅ ଫେରାର

ଦେବଗଡ, ୬ା୧୧(ଡି.ଏନ.ଏ.) : ଜଙ୍ଗଲରୁ ବେଆଇନ ଗଛ କାଟି ଆଣିବା ସହ ବନ କର୍ମଚାରୀଙ୍କୁ ଆକ୍ରମଣ କରି ୨ ଭାଇ ଫେରାର ହୋଇଯାଇଥିବା ବେଳେ ବେଆଇନ...

ପରିଚାଳନା କମିଟି ହାତକୁ ଫେରିଲା ମାଛଧରା ବନ୍ଦର ଦାୟିତ୍ୱ

ପାରାଦୀପ,୫।୭(ସ୍ବ.ପ୍ର.): ରାଜ୍ୟରେ ଥିବା ୨୮ଟି ମାଛଧରା ବନ୍ଦର ମଧ୍ୟରୁ ୨ ବୃହତ ମାଛଧରା ବନ୍ଦର ପାରାଦୀପ ଓ ଧାମରାର ପରିଚାଳନା ଦାୟିତ୍ୱ ଗୁରୁବାର ପୁଣି ପରିଚାଳନା...

ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ

ବରଗଡ଼ ଅଫିସ,୧୮।୧୧: ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୧୫ ତାରିଖରୁ ମଣ୍ଡିଗୁଡ଼ିକ ଖୋଲିଥିଲେ ମଧ୍ୟ ରବିବାର ସୁଦ୍ଧା...

Leave a comment

Your email address will not be published. Required fields are marked *