Posted inରାଜ୍ୟ

ବାଜି ମାରିଲେ ଭାଜପାର ବିଶ୍ୱେଶ୍ୱର

ବାରିପଦା ଅଫିସ,୨୪।୫ : ମୟୂରଭଞ୍ଜ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବିଶ୍ୱେଶ୍ୱର ଟୁଡୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଡା. ଦେବାଶିଷ ମାରାଣ୍ଡିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଟୁଡୁ ୪ ଲକ୍ଷ ୭୯ ହଜାର ୬୧୬ ଖଣ୍ଡ ଭୋଟ ପାଇଥିବାବେଳେ ମାରାଣ୍ଡି ୪ ଲକ୍ଷ ୫୭ ହଜାର୨୭୩ ଖଣ୍ଡ ଭୋଟ ପାଇ ପରାଜିତ ହୋଇଛନ୍ତି।


All Right Reserved By

ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୭ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି...

ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା...

ରଥଯାତ୍ରାକୁ ଆଉ ୪ଦିନ ବାକି: ଅଶାନ୍ତ ହେଲା ପୁରୀ ସହର; ତେଜରାତି ଦୋକାନୀଙ୍କୁ ଗୁଳିମାଡ଼

ପୁରୀ ଅଫିସ,୩୦ା୬: ରଥଯାତ୍ରାକୁ ଆଉ ମାତ୍ର ୪ଦିନ ବାକି ଥିବାବେଳେ ଅଶାନ୍ତ ହୋଇପଡ଼ିିଛି ପୁରୀ ସହର। ଗୋଟିଏ ପଟେ ଭକ୍ତ ଓ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ...

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା କଟକଣା : ଭକ୍ତଙ୍କୁ ଜରିମାନା, ସେବକଙ୍କୁ ମାଫ୍‌

ପୁରୀ ଅଫିସ,୧୨ା୮ : ପାନ, ଗୁଟ୍‌ଖା ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା ମନ୍ଦିର କର୍ମଚାରୀ କାହାରିକୁ...

ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି...

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି...

ରାଜ୍ୟରେ ପ୍ରଥମ: ଟ୍ରକ ଧକ୍କାରେ ୩ହାତୀଙ୍କ ମୃତ୍ୟୁ

ଢେଙ୍କିକୋଟ/କେନ୍ଦୁଝର,୨୨।୮(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଉପରଡିହା ଗ୍ରାମପଞ୍ଚାୟତର ବାଲିଯୋଡି ଗ୍ରାମ ନିକଟ ୨୦ନଂ ଜାତୀୟ ରାଜପଥରେ ବୁଧବାର ବିଳମ୍ବିତ ରାତିରେ ଲୁହାପଥର ବୋଝେଇ ଟ୍ରକ...

ସୂଚନା ଓ ଲୋକସମ୍ପର୍କ ବିଭାଗ: କୃପାସିନ୍ଧୁ ମିଶ୍ର ନୂତନ ନିର୍ଦ୍ଦେଶକ

ଭୁବନେଶ୍ୱର,୨୫।୬(ବ୍ୟୁରୋ)- କାର୍ଯ୍ୟକ୍ଷେତ୍ରରେ ଶୃଙ୍ଖଳା ଓ ଅନୁରାଗ ଦ୍ୱାରା ଅଧିକାରୀମାନେ ବିଶେଷ ଦକ୍ଷ ଓ ପ୍ରତିବଦ୍ଧ ହୋଇପାରିବେ । ସେଥିପାଇଁ କର୍ମସଂସ୍କୃତି, ସମୟାନୁବର୍ତ୍ତିତା ଓ ଦାୟିତ୍ୱବୋଧ ଉପରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *