୧୦୫୫ ପ୍ରାର୍ଥତ୍ପତ୍ର ଖାରଜ, ୧୪, ୮୭୧କାଏମ୍‌

ବାଲେଶ୍ୱର ଅଫିସ, ୨୪।୧: ବାଲେଶ୍ୱର ଜିଲାରେ ରବିବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୧୦୫୫ ପ୍ରାର୍ଥିପତ୍ର ନାକଚ ହୋଇଥିବା ବେଳେ ୧୪, ୮୭୧ କାଏମ୍‌ ରହିଛି। ସୋର, ସିମୁଳିଆ, ସଦର, ଜଳେଶ୍ୱର, ନୀଳଗିରି, ବାଲିଆପାଳ, ଭୋଗରାଇ, ଔପଦା, ରେମୁଣା, ବସ୍ତା, ଖଇରା ଓ ବାହାନଗା ମୋଟ୍‌ ୧୨ଟି ବ୍ଲକର ୪୮୭୦ ୱାର୍ଡ଼ ପାଇଁ ୧୨ହଜାର ୨୭୯ ଜଣ ୱାର୍ଡ଼ମେମ୍ବର ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ଯାଞ୍ଚ ପରେ ୫୬୧ଜଣଙ୍କର ପ୍ରାର୍ଥତ୍ପତ୍ର ନାକଚ ହୋଇଯାଇଛି। ୧୧ହଜାର ୭୧୮ ଜଣଙ୍କର ପ୍ରାର୍ଥତ୍ପତ୍ର କାଏମ ରହିଛି। ସେହିପରି ମୋଟ୍‌ ୩୫୬ ପଞ୍ଚାୟତ ପାଇଁ ୧୮୯୨ ସରପଞ୍ଚ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୬୩ଜଣଙ୍କର ନାକଚ ହୋଇଥିବା ବେଳେ ୧୬୨୯ ପ୍ରାର୍ଥତ୍ପତ୍ର କାଏମ୍‌ ରହିଛି। ୩୫୬ ପଞ୍ଚାୟତ ପାଇଁ ୧୫୧୪ ଜଣ ସମିତିସଭ୍ୟ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୬୬ ନାକଚ ହୋଇଥିବା ବେଳେ ୧୩୪୮ ପ୍ରାର୍ଥତ୍ପତ୍ର କାଏମ୍‌ ରହିଛି। ଜିଲାର ୪୫ ଜିଲାପରିଷଦ ଜୋନ୍‌ ପାଇଁ ମୋଟ୍‌ ୨୪୪ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ଯାଞ୍ଚ ପରେ ୬୫ଜଣଙ୍କର ପ୍ରାର୍ଥତ୍ପତ୍ର ନାକଚ ହୋଇଥିବା ବେଳେ ୧୭୯ ପ୍ରାର୍ଥତ୍ପତ୍ର କାଏମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri