ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ: ବ୍ରହ୍ମପୁରରେ ରକ୍ତଦାନ ଶିବିର, ପୂଜାର୍ଚ୍ଚନା

ବ୍ରହ୍ମପୁର ଅଫିସ୍‌,୧୬।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମଦିନ ଅବସରରେ ବୁଧବାର ବ୍ରହ୍ମପୁର ବିଜେଡି ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ ହୋଇଛି। ଟାଉନ୍‌ହଲ୍‌ଠାରେ ଅନୁଷ୍ଠିତ ଏହି ଶିବିରରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀ ଏବଂ ପୂର୍ବତନ ବ୍ରହ୍ମପୁର ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ବିଜେଡିର ବହୁ ବରିଷ୍ଠ ନେତା ଏହି ଅବସରରେ ଉପସ୍ଥିତ ଥିଲେ ।
ସେହିଭଳି ଗୋପାଳପୁର ବିଜେଡି ପକ୍ଷରୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରାଯାଇଛି । ବିଜୁ ପଟ୍ଟନାୟକ ସଂସ୍କୃତି ଭବନଠାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥି ସହ ହିଲ୍‌ପାଟଣା ଗଣେଶ ମନ୍ଦିରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘ ଏବଂ ନିରାମୟ ଜୀବନ କାମନା କରି ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା ।


All Right Reserved By Dharitri.Com

ବିଶୋଇ ଭାଜପା ପକ୍ଷରୁ ବିକ୍ଷୋଭ

ବିଶୋଇ,୨ା୮(ଡି.ଏନ୍‌.ଏ.)- ବିଶୋଇ ବ୍ଲକର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଭାଜପା ପକ୍ଷରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଭିନ୍ନ ଅଭିଯୋଗ ସମ୍ମିଳିତ...

ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌

ରାଉରକେଲା ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦ...

ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର: ପ୍ରଶାସନିକ ସହାୟତା ଯୋଗାଇ ଦେବାକୁ ଦାବି

ଭବାନୀପାଟଣା,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡ଼ା ଗ୍ରାମର ଜଣେ ବୃଦ୍ଧା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ସୁରେଫା ବାଗ(୬୦)...

ଯାଜପୁରରେ କରୋନା କଟକଣା: ବାରୁଣୀ ମହାସ୍ନାନ ବାତିଲ, ସହରରେ ୧୪୪ ଧାରା ଜାରି

ଯାଜପୁର ଅଫିସ,୧୬।୩: ପ୍ରସିଦ୍ଧ ବାରୁଣୀ ମେଳାକୁ ବାତିଲ କରାଯିବା ସହ ଯାଜପୁର ସହରରେ ୧୪୪ ଧାରା ଜାରି କରାଯାଇଛି।  ଯାଜପୁର ଜିଲା ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି...

ତୁଡିଗଡିଆରେ ୭୭ତମ ଶହୀଦ ଦିବସ ‘ଶହୀଦଙ୍କ ତ୍ୟାଗକୁ ଯୁବପିଢି ଅନୁସରଣ କରନ୍ତୁ’

ଖଇରା, ୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ରକ୍ତତୀର୍ଥ ଭାବେ ପରିଚିତ ତୁଡିଗଡିଆଠାରେ ୭୭ତମ ଶହୀଦ ଦିବସ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଅବସରରେ...

ପିପିଏଲ ଜଳାଶୟରେ ୨୭ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ

ପାରାଦୀପ,୭ା୧(ସ୍ବ.ପ୍ର.): ପାରାଦୀପ ଫସ୍‌ପେଟ୍‌ସ ଲିମିଡେଟ୍‌(ପିପିଏଲ୍‌) ପରିସରରେ ଥିବା ୧୬ଟି ବୃହତ ଜଳାଶୟରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ଦେଶୀ-ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ସୋମବାର ରାଜନଗର ବନଖଣ୍ଡ...

ଜର୍ଜିଆରେ ଚମକିଲେ ଓଡ଼ିଆ କୁନିଝିଅ

ପୁରୀ ଅଫିସ, ୪ା୨: ପୁଣି ଜଣେ ଓଡ଼ିଆ ଅନ୍ତର୍ଜତୀୟସ୍ତରରେ ସଫଳତା ସାଉଣ୍ଟିଛନ୍ତି। ଜର୍ଜିଆରେ ଅନୁଷ୍ଠିତ ୱାଲର୍‌ଡ ରାଇଜିଂ ଷ୍ଟାର-୨୦୨୦ରେ ୧୨ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ...

ବନ୍ଦ ହୋଇପାରେ ୨ଶହ ଘରୋଇ ସ୍କୁଲ

ବ୍ରହ୍ମପୁର ଅଫିସ୍‌,୨ା୭-ଭିତ୍ତିଭୂମି ନ ଥିବା ଘରୋଇ ସ୍କୁଲଗୁଡ଼ିକର ଅଡ଼ୁଆ ବଢ଼ିବାରେ ଲାଗିଛି। ଯେଉଁ ଘରୋଇ ସ୍କୁଲର ଆବଶ୍ୟକ ଭିତ୍ତିଭୂମି ନାହିଁ, ସେଗୁଡ଼ିକୁ ବନ୍ଦ କରିଦେବା ପାଇଁ...

Leave a comment

Your email address will not be published. Required fields are marked *