Posted inଜାତୀୟ

ମ୍ୟାଜିକ୍‌ ନମ୍ବରକୁ ଏକାକୀ ଟପିଲା ଭାଜପା

ନୂଆଦିଲ୍ଲୀ, ୨୪।୫: ଦେଶ ସାରା ଭାଜପା କ୍ୟାମ୍ପରେ ଏବେ ଖୁସିର ଲହରି, ଉତ୍ସବର ପରିବେଶ। ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ଆସିବା ପରେ ଭାଚପା ଏଥର ମ୍ୟାଜିକ୍‌ ନମ୍ବର ୨୭୨କୁ ଟପିଯାଇଛି। ଗତଥର ଅପେକ୍ଷା ଅଧିକ ୬ଟି ଆସନ ଜିତିଛି ଭାଜପା। କଂଗ୍ରେସ ଫଳାଫଳ ନିରାଶାଜନକ ଥିଲେ ମଧ୍ୟ ଗତଥର ଅପେକ୍ଷା ଅଧିକ ୬ ଆସନ ସହ ୫୦ଟି ଆସନ ହାସଲ କରିଛି। ସୂଚନାଯୋଗ୍ୟ, ଲୋକସଭାରେ ମୋଟ ୫୪୫ ଆସନ ମଧ୍ୟରୁ ଭୋଟ ହୋଇଥିବା ୫୪୨ ସିଟ ଲାଗି ମ୍ୟାଜିକ ନମ୍ବର ରହିଛି ୨୭୨।


All Right Reserved By Dharitri.Com

ସର୍ଦ୍ଦାର ପଟେଲଙ୍କ ୬୯ତମ ପୁଣ୍ୟତିଥି: ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୧୫।୧୨: ସ୍ବାଧୀନ ଭାରତ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୬୯ ତମ ପୁଣ୍ୟତିଥି ରବିବାର ପାଳିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ...

ଭୂସ୍ଖଳନରେ ଫସିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କଲେ ଯବାନ

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରର ଶ୍ରୀନଗର ହାଇଓ୍ବେ ନିକଟରେ ଭୂସ୍ଖଳନରେ ଫସିଥିବା ଜଣେ ଯୁବକଙ୍କୁ ବୁଧବାର ସିଆରପିଏଫ୍‌ର ୭୨ ବାଟାଲିୟନ ଯବାନ ଉଦ୍ଧାର କରିଛନ୍ତି। ମଙ୍ଗଳବାର ଲଗାଣ ବର୍ଷା...

୨୦ ମିନିଟ ବନ୍ଦ ରହିଲା ବାଲାଜୀ ମନ୍ଦିର

ହାଇଦ୍ରାବାଦ,୨ା୧୨: ତେଲଙ୍ଗାନାର ୨୬ ବର୍ଷୀୟା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ଘଟଣାର ଶାନ୍ତିପୂର୍ଣ୍ଣ ପ୍ରତିବାଦ ସ୍ବରୂପ ଚିଲ୍‌କୁର ବାଲାଜୀ ମନ୍ଦିରର ପୂଜକମାନେ ଭକ୍ତମାନଙ୍କ ଲାଗି...

ସରକାର ଯେଉଁ କାର୍ଯ୍ୟରେ ହାତ ଦେଉଛନ୍ତି ତାହାର ହେଉଛି ସତ୍ୟାନାଶ: ନୀତୀନ ଗଡ଼କରୀ

ନୂଆଦିଲ୍ଲୀ,୧।୯: କେନ୍ଦ୍ର ସରକାରଙ୍କୁ ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ସମାଲୋଚନା କରିଛନ୍ତି। ନୀତୀନ ସରକାରଙ୍କ କାର୍ଯ୍ୟ ଉପରେ ପ୍ରଶ୍ନ ଉଠାଇ କହିଛନ୍ତି। ସେ କହିଛନ୍ତି...

ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ: ଶହୀଦ୍‌ ପରିବାରଙ୍କ କଲ୍ୟାଣ ପାଇଁ ୭୦ ବର୍ଷ ତଳେ ହୋଇଥିଲା ଆରମ୍ଭ

ନୂଆଦିଲ୍ଲୀ,୭।୧୨: ପ୍ରତିବର୍ଷ ଡିସେମ୍ବର ୭କୁ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଭାବେ ପାଳନ କରାଯାଇଥାଏ। ୧୯୪୯ଠାରୁ ଗତ ୭୦ ବର୍ଷ ଧରି ଏଭଳି ଜାରି ରହିଛି।...

ବେଅନ୍ତ ସିଂଙ୍କ ହତ୍ୟାକାରୀ ଆଶ୍ୱସ୍ତ

ନୂଆଦିଲ୍ଲୀ, ୧୩ା୧୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ବେଅନ୍ତ ସିଂଙ୍କ ହତ୍ୟାକାରୀ ବଲଓ୍ବନ୍ତ ସିଂ ରାଜୋଆନାଙ୍କ ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରାଯାଇଛି। ୧୯୯୫ ଅଗଷ୍ଟ...

ମହାରାଷ୍ଟ୍ରରେ ଉଦ୍ଧବ ସରକାରଙ୍କ ଶାସନ ଆରମ୍ଭ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ...

ମହା ନବମୀରେ କନ୍ୟା ପୂଜା କଲେ ମୁଖ୍ୟମନ୍ତ୍ରୀ

ଗୋରଖପୁର,୭।୧୦: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପବିତ୍ର ମହା ନବମୀରେ କନ୍ୟାମାନଙ୍କୁ ପୂଜା କରିଥିବା ଦେଖିବାକୁ ମିଳିଛି। ସୋମବାର ଶାରଦୀୟ ଦୁର୍ଗା ପୂଜାର ନବମୀ...

Leave a comment

Your email address will not be published. Required fields are marked *