Posted inଜାତୀୟ

ଶ୍ରମିକଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାରେ ଆତଙ୍କବାଦୀମାନେ ଜଣେ ଶ୍ରମିକଙ୍କୁ ହତ୍ୟା କରିଛନ୍ତି। ସ୍ଥାନୀୟ କାକପୋରାଠାରେ ଥିବା ଏକ ଇଟା ଭାଟିରେ ଶ୍ରମିକ କାମ କରୁଥିଲେ। ତାଙ୍କ ନାମ ସେଠୀ କୁମାର ସାଗର। ସେ ଛତିଶଗଡ଼ ବାସୋଂଲି ଅଞ୍ଚଳର ବାସିନ୍ଦା। ଆତଙ୍କବାଦୀମାନେ ତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ହତ୍ୟାର କାରଣ ଜଣାପଡ଼ିନାହିଁ। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି। ସୂଚନାଯୋଗ୍ୟ, ଅକ୍ଟୋବର ୧୪ରେ ଶୋପିଆନ୍‌ରେ ଆତଙ୍କବାଦୀମାନେ ରାଜସ୍ଥାନର ଜଣେ ଟ୍ରକ୍‌ ଡ୍ରାଇଭରଙ୍କୁ ଗୁଳି କରି ହତ୍ୟା କରିଥିଲେ।


All Right Reserved By Dharitri.Com

କଶ୍ମୀରରୁ ବୋହୂ ଆଣିବାକୁ କହିଲେ ମନୋହର ଲାଲ୍‌ ଖଟ୍ଟର

ଚଣ୍ଡିଗଡ଼,୧୦।୮: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସ୍ଥାନୀୟ ଫତେହବାଦ୍‌ରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମରେ ସେ ଯୋଗଦେଇ...

ଇନ୍‌ଫୋସିସ୍‌ ସିଇଓଙ୍କ ବିରୋଧରେ ଅଭିଯୋଗ

ବେଙ୍ଗାଲୁରୁ, ୧୩ା୧୧(ପି.ଟି.): ଗ୍ଲୋବାଲ ସଫ୍ଟଓ୍ବେର୍‌ ମେଜର ଇନ୍‌ଫୋସିସ୍‌ ଲିମିଟେଡ୍‌ର ସମସ୍ୟା ବଢ଼ିବାରେ ଲାଗିଛି। ପ୍ରଥମ ହ୍ବିସିଲ୍‌ବ୍ଲୋୟରଙ୍କ ଅଭିଯୋଗ ଗତ ଅକ୍ଟୋବର ମାସରେ ସାର୍ବଜନୀନ ହେବା ପରେ...

ଭାଇ ବବିଙ୍କ ସହ ଯାଇ ପ୍ରାର୍ଥିପତ୍ର ଦାଖଲ କଲେ ସନ୍ନି

ଅମୃତସର,୨୯।୪: ପଞ୍ଜାବର ଗୁରୁଦାସପୁର ନିର୍ବାଚନ ମଣ୍ଡଳୀ ଲାଗି ସୋମବାର ଅଭିନେତାରୁ ନେତା ହେଇଥିବା ସନ୍ନି ଦେଓଲ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ୬୨ ବର୍ଷୀୟ ସନ୍ନି...

ପାଣି ବିଲ ଛାଡ଼ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀବାସୀଙ୍କ ପାଇଁ ପୁଣି ଥରେ ଏକ ବଡ଼ ଉପହାର ଘୋଷଣା କରାଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ନୂଆ ଯୋଜନା ଘୋଷଣା କରିଛନ୍ତି।...

ଉତ୍ତରପ୍ରଦେଶରେ ଆସନ୍ତା ୫୦ ବର୍ଷ ଧରି ଆସିବ ଭାଜପା ସରକାର: କେଶବ ପ୍ରସାଦ ମୌର୍ଯ୍ୟ

ଲକ୍ଷ୍ନୌ,୮।୧୦: ଉତ୍ତରପ୍ରଦେଶରେ ଆସନ୍ତା ୫୦ ବର୍ଷ ପର୍ଯ୍ୟନ୍ତ ଭାଜପା ସରକାର ଆସିବ ବୋଲି ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ କହିଛନ୍ତି। ପୂର୍ବରୁ ଅଖିଳେଶ ଯାଦବ...

ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଏଥିରୁ ଅଧାକପ୍‌…

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ସକାଳେ ଖାଲିପେଟରେ ଅଧାକପ୍‌ ଜିରା ପାଣି ପିଇବା ଦ୍ୱାରା ଓଜନ ହ୍ରାସ ପାଇଥାଏ। ପେଟରେ ଅଧିକ ଚର୍ବି ଜମି ଯାଇଥିଲେ ଜିରାପାଣି...

ଶିବଭକ୍ତଙ୍କ ପାଇଁ ଦେବଦୂତ ସାଜିଲେ ଯବାନ

ଶ୍ରୀନଗର,୫।୭: ଜୁଲାଇ ୧ରୁ ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ୪୫ ଦିନ ଯାଏଁ ଏହି ଯାତ୍ରା ଚାଲିବାକୁ ଥିବା ବେଳେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ଅଣ୍ଟା...

କଂଗ୍ରେସକୁ ଭୋଟ ଦେବାକୁ ଭଗବାନ ରଘୁନାଥଙ୍କ ରାଣ ପକାଇଲେ କୁଲ୍ଲୁ ବିଧାୟକ

କୁଲ୍ଲୁ,୨୧।୪: ଲୋକ ସଭା ନିର୍ବାଚନ ପ୍ରଚାରରେ ବିଭିନ୍ନ ଦଳର ପ୍ରାର୍ଥୀଙ୍କ ପକ୍ଷରୁ ନାନା ପ୍ରକାର ବିବାଦୀୟ ମନ୍ତବ୍ୟ ଜାରି ରହିଛି। ଏହି ମର୍ମରେ ହିମାଚଳପ୍ରଦେଶ କୁଲ୍ଲୁର...

Leave a comment

Your email address will not be published. Required fields are marked *