ବୁଡ଼ାପାଲିରେ ବିଜେଡିର ମହିଳା କର୍ମୀ ସମାବେଶ: ରୀତା ସାହୁଙ୍କୁ ବିଜୟୀ କରାଇବାକୁ ନିବେଦନ

ବିଜେପୁର, ୧୬।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୫ ଦିନ ବାକି ଅଛି। ଏହା ପୂର୍ବରୁ ଅର୍ଥାତ୍‌ ଗୁରୁବାର ଓ ଶୁକ୍ରବାର ଦୁଇ ଦିନ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥିନୀ ରୀତା ସାହୁଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ଏହାର ଅବ୍ୟବହିତ ପୂର୍ବରୁ ବିଜେପୁର ବ୍ଲକର ବୁଡ଼ାପାଲିରେ ବିଜେଡି ପକ୍ଷରୁ ମହିଳା କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। ପର୍ଯ୍ୟବେକ୍ଷକ ତଥା ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ଅରୁଣ ସାହୁ, ମନ୍ତ୍ରୀ ସୁଶାନ୍ତ ସିଂ, ସିନେ ତାରକା ଅରିନ୍ଦମ ରାୟ, ଜିଲା ଉପସଭାପତି ଜନାର୍ଦ୍ଦନ ପାଣିଗ୍ରାହୀ, କଟକର ଆଇନଜୀବୀ କମଳାକାନ୍ତ ମହାରଣା, ଭୀଷ୍ମଦେବ ସରାଫ ପ୍ରମୁଖ ଉଦ୍‌ବୋଧନ ଦେଇ ରୀତାଙ୍କୁ ବିଜୟୀ କରିବାକୁ ନିବେଦନ କରିଥିଲେ। ଏହି ସମାବେଶରେ ଦୁଇ ହଜାରରୁ ଊଦ୍ଧର୍‌ବ ମହିଳା ଯୋଗ ଦେଇଥିଲେ।


All Right Reserved By Dharitri.Com

ହୃଦ୍‌ଘାତରେ ବ୍ୟକ୍ତିଙ୍କ ମୃତ୍ୟୁ: ସତ୍କାରବେଳେ ମହୁମାଛି ଆକ୍ରମଣ, ୬ ଗୁରୁତର

ବନ୍ତଳା,୬।୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମ ପାଟଣାସାହିର ଦାମୋଦର ସାମଲ(୫୮)ଙ୍କ ଶନିବାର ହୃଦଘାତରେ ମୃତ୍ୟୁ ଘଟିଛି। ତାସ ଖେଳୁଥିବାବେଳେ ଛାତିରେ ଯନ୍ତ୍ରଣା...

ଘଷିପୁରାରେ ବଦ୍ରି ୭୦୬୪ ଭୋଟ ଆଗରେ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଦ୍ୱାଦଶ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର...

ଅବକାରୀ ବିଭାଗର ଚଢ଼ାଉ: ଜଣେ ଗିରଫ, ୧ କେଜି ବ୍ରାଉନ୍‌ସୁଗାର, ବନ୍ଧୁକ ଜବତ

ଜଳେଶ୍ୱର, ୧୬।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଷ୍ଟେଶନ ବଜାରସ୍ଥିତ ମିଲବାଡ଼ି ଅଞ୍ଚଳରେ ବୁଧବାର ଭୋରରେ ଜଳେଶ୍ବର ଅବକାରୀ ଏବଂ କଟକ କେନ୍ଦ୍ରୀୟ ଅବକାରୀ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ କାର୍ଯ୍ୟାଦେଶ ବଣ୍ଟନ

ଜୁନାଗଡ,୨୪।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ପଞ୍ଚାୟତରେ ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ପାଇଁ କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ଏଥିରେ ପଞ୍ଚାୟତର ୨୯ଜଣ ହିତାଧିକାରୀଙ୍କୁ...

୨୯ରେ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ବାର୍ଷିକ ଅଧିବେଶନ: ଯୋଗଦେବେ ସୁପ୍ରିମକୋର୍ଟ ବିଚାରପତି

ଅନୁଗୋଳ ଅଫିସ, ୧।୧୨ – ରାଜ୍ୟ ଆଇନଜୀବୀମାନଙ୍କ ସର୍ବପୁରାତନ ସଙ୍ଗଠନ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ଉତ୍ସବ ଅନୁଗୋଳ ଷ୍ଟାଡ଼ିୟମଠାରେ ଆସନ୍ତା ଡିସେମ୍ବର...

ପାଏନ୍‌ ଘେରରେ ଗୌଡ଼ଗାଁ ଅଙ୍ଗନଓ୍ବାଡି କେନ୍ଦ୍ର

ଉଲୁଣ୍ଡା,୧୪ା ୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକରେ ଦିନାକେତେ ହେଲା ଲଘୁଚାପ ପରଭାବରେ ବରଷା ଲାଗି ରହିଛେ। ଲଗାତାର ବରଷା ଲାଗି ଗୌଡ଼ଗଁା ୧ ନମ୍ବର...

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୨୯।୯: ଗଞ୍ଜାମ ଜିଲା ବୈଦ୍ୟନାଥପୁର ପୋଲିସ ରବିବାର ସକାଳେ ବିଦ୍ୟୁତ୍‌ପୁର କଲୋନୀ ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର...

ଗଁ। ଗଁ। ବୁଲି ଖୋଜୁଛନ୍ତି କ୍ରୀଡ଼ା ପ୍ରତିଭା

ଛେଣ୍ଡିପଦା, ୨୪ା୧ ଗ୍ରାମାଞ୍ଚଳରେ କ୍ରୀଡ଼ାର ବିକାଶ ସହ ନୂଆ ନୂଆ ପ୍ରତିଭା ସୃଷ୍ଟି କରିବାର ଆଗ୍ରହ ୭୩ ବର୍ଷ ବୟସରେ ବି ତାଙ୍କୁ ଯୁବକ କରି...

Leave a comment

Your email address will not be published. Required fields are marked *