Posted inଜାତୀୟ

ପ୍ରଥମଥର ପାଇଁ ଲୋକ ସଭାରେ ଖାତା ଖୋଲିପାରିଲାନି ଲାଲୁଙ୍କ ଦଳ

ପାଟନା, ୨୪।୫: ଲୋକ ସଭା ନିର୍ବାଚନରେ ଏଥର ଖାତା ଖୋଲିପାରି ନାହିଁ ଲାଲୁ ପ୍ରସାଦ ଯାଦବଙ୍କ ନେତୃତ୍ୱଧୀନ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)। ବିହାରରେ ମୋଦି ଲହରରେ ଭୁଷୁଡି ପଡିଛି ବିରୋଧୀ ଗଡ। ୪୦ଟି ଲୋକ ସଭା ଆସନରୁ ମୋଦିଙ୍କ ନେତୃତ୍ୱାଧୀନ ଏନଡିଏ ୪୦ଟି ଆସନରୁ ୩୦ଟିରେ ବିଜୟ ହାସଲ କରିଛି। କେବଳ ଗୋଟିଏ ସିଟ୍‌ କିଶନଗଞ୍ଜରେ କଂଗ୍ରେସ ବିଜୟ ହାସଲ କରିଛି। ସୂଚନାଯୋଗ୍ୟ, ୧୯୯୭ରେ ଆରଜେଡି ଗଠନ ହେବା ପରଠାରୁ ପ୍ରଥମଥର ପାଇଁ ଲୋକ ସଭା ନିର୍ବାଚନରେ ଖାତା ଖୋଲିପାରି ନାହିଁ।


All Right Reserved By

ରାମମନ୍ଦିର ନିର୍ମାଣ ନେଇ ସୁବ୍ରମଣିୟମ୍‌ ସ୍ବାମୀ ଓ ସଞ୍ଜୟ ରାଓ୍ବତ ମୋଦିଙ୍କୁ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନ ସମୟରେ ରାମ ମନ୍ଦିର ବିବାଦଠାରୁ ଭାଜପା ଦୂରେଇ ରହିଥିଲା। ତେବେ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ ପରେ ପୁଣିଥରେ ଦେଶରେ...

ସିଆଚେନ ହସ୍ପିଟାଲକୁ ଉପହାରରେ ମିଳିଲା ଅକ୍ସିଜେନ ପ୍ଲାଣ୍ଟ

ଜମ୍ମୁ,୫।୧୦: ବିଶ୍ୱର ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ର ସିଆଚେନ ଗ୍ଲାସିୟରରେ ଭାରତୀୟ ଯବାନ ଜୀବନକୁ ବାଜି ଲଗାଇ ମାତୃଭୂମୀର ରକ୍ଷା କରିଥାଆନ୍ତି। ପ୍ରାୟ ୨୨ହଜାର ଫୁଟ ଉପରେ...

ରାଜ୍ୟ ଯୋଜନାରେ ସାମିଲ ହୋଇପାରିବ ଆଧାର

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର କ୍ୟାବିନେଟ ବୁଧବାର ଆଧାର ଏବଂ ଅନ୍ୟ ଆଇନ ସଂଶୋଧନ ବିଲ୍‌, ୨୦୧୯କୁ ଅନୁମୋଦନ କରିଛି। ଏହି ଆଇନରେ ଏକ ବ୍ୟବସ୍ଥା ଯୋଡାଯାଇଛି। ତଦନୁଯାୟୀ...

ବିଜୁଳି ନ ଥିବା ଗାଁରେ ପହଞ୍ଚିଲା ବିଜୁଳି ବିଲ୍‌

ବଳରାମପୁର,୨୧।୯: ସ୍ବାଧୀନତାର ୭୨ ବର୍ଷ ବିତି ଯାଇଥିବା ବେଳେ ଛତିଶଗଡ଼ ସନଓ୍ବାଲ ଗାଁର ପାଟେରି ପଡାରେ ଆଜି ପର୍ଯ୍ୟନ୍ତ ବିଜୁଳି ଆଲୋକ ପହଞ୍ଚିପାରି ନାହିଁ। ସେଠାକାର...

୨୫ ହଜାର ହୋମ୍‌ଗାର୍ଡଙ୍କୁ ଛଟେଇ କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ୨୫ ହଜାର ହୋମ୍‌ ଗାର୍ଡ଼ଙ୍କୁ ଛଟେଇ କରିଛନ୍ତି। ରାଜ୍ୟର ବଜେଟରେ ସମନ୍ବୟ ରକ୍ଷା କରିବା ପାଇଁ ଏଭଳି...

୪୨ ପିଏସ୍‌ୟୁରେ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ତୃଣମୂଳ ଏମ୍‌ପିଙ୍କ ଧାରଣା

ନୂଆଦିଲ୍ଲୀ,୮।୭: ଦେଶର ୪୨ଟି ପିଏସ୍‌ୟୁ(ପବ୍ଲିକ୍‌ ସେକ୍ଟର ଅଣ୍ଡରଟେକିଂ)ରେ ପୁଞ୍ଜିପ୍ରତ୍ୟାହାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାକୁ ବିରୋଧ କରି ସୋମବାର...

ପୁଲଓ୍ବାମାରେ ୨ଜଣଙ୍କୁ ଅପହରଣ କଲେ ଆତଙ୍କବାଦୀ: ଜଣଙ୍କୁ ହତ୍ୟା

ଶ୍ରୀନଗର,୨୭।୮ : ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲରେ ସୋମବାର ସନ୍ଧ୍ୟାରେ ୨ଜଣ ବ୍ୟକ୍ତିଙ୍କୁ ଆତଙ୍କବାଦୀ ଅପହରଣ କରନେଇଛନ୍ତି। ଅପହରଣ କରିଥିବା ୨ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କୁ ହତ୍ୟା...

ମାଡିଆସୁଛି ବାତ୍ୟା ‘ବାୟୁ’

ନୂଆଦିଲ୍ଲୀ, ୧୧।୬: ଫନୀ ପରେ ଏବେ ପୁଣି ମାଡିଆସୁଛି ଆଉ ଏକ ବାତ୍ୟା ‘ବାୟୁ’। ଦକ୍ଷିଣ ପୂର୍ବ ଆରବ ସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *