Posted inରାଜ୍ୟ

ସୁସ୍ଥ ହେଲେ ୧୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୨: ଓଡ଼ିଶାରେ ରବିବାର ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୧୮, ସୁନ୍ଦରଗଡ଼ରୁ ୯, ଅନୁଗୁଳ ଓ ପୁରୀରୁ ୮, ଯାଜପୁର ଓ ନୂଆପଡ଼ାରୁ ୭, ଝାରୁସୁଗୁଡ଼ା ଓ ରାୟଗଡ଼ାରୁ ୫, ବାଲେଶ୍ୱର, କଟକ, ଦେଓଗଡ଼ ଓ କେନ୍ଦ୍ରାପଡ଼ାରୁ ୪, ଭଦ୍ରକ, ବାଲଙ୍ଗୀର ଓ ଗଞ୍ଜାମରୁ ୩, ବରଗଡ଼, ମାଲଙ୍କାନଗିରି, ମୟୁରଭଞ୍ଜ ଓ ସୋନପୁରରୁ ୨, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳ ମନ୍ଦିରରେ ୧୪୪ ଧାରା ଜାରି: ଆଜି ମଧ୍ୟରାତ୍ରିରୁ ହେବ କାର୍ଯ୍ୟକାରୀ

ସାକ୍ଷୀଗୋପାଳ,୨୨ା୧୧(ଡି.ଏନ୍‌.ଏ.): ରାତି ପାହିଲେ ପାଳନ ହେବ ପବିତ୍ର ଅଁଳା ନବମୀ। ତେବେ ଏହା ପୂର୍ବରୁ ପୁରୀ ଜିଲାର ସାକ୍ଷୀଗୋପାଳ ମନ୍ଦିରରେ ୧୪୪ ଧାରା ଲାଗୁ ହୋଇଛି।...

୨୭ ଚକ ନିର୍ମାଣ ଶେଷ

ପୁରୀ ଅଫିସ,୧ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତୁମ୍ବ କାମ ସରିବା ପରେ ଚକ ନିର୍ମାଣ ଚାଲିଛି। ଶୁକ୍ରବାର ସୁଦ୍ଧା ୨୭ ଚକ ନିର୍ମାଣ...

ଅସନ୍ତୁଷ୍ଟ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୧।୭: ମାଟ୍ରିକ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇ ୩୦ ତାରିଖରୁ ଆରମ୍ଭ ହେବ ଅଫ୍‌ଲାଇନ ପରୀକ୍ଷା। ଅଫ୍‌ଲାଇନ ପରୀକ୍ଷା ପାଇଁ ଅନ୍‌ଲାଇନରେ ଫର୍ମ ପୂରଣ...

୨୦ରେ ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି, ୧୭।୮ (ଡି.ଏନ୍‌.ଏ.): ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲା ଗସ୍ତରେ ଆସିବେ। ଏନେଇ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।...

ବାଲେଶ୍ୱର-ନୀଳଗିରି ଷ୍ଟେଶନ ମଧ୍ୟରେ ମରାମତି: ୩ ଟ୍ରେନ ବାତିଲ୍‌, ୭ଟିର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ବାଲେଶ୍ୱର ଓ ନୀଳଗିରି ରୋଡ଼ ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ରବିବାର ୩ ଟ୍ରେନ୍‌ ବାତିଲ୍‌ ସହ ୭ଟିର...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪,...

ଭୁବନେଶ୍ୱରରେ ଏନ୍‌ଆଇଭି ପ୍ରତିଷ୍ଠା କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୩(ବ୍ୟୁରୋ): ଦେଶରେ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନ୍‌ଆଇଭି) ପ୍ରତିଷ୍ଠା କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଛି। ଏଥିମଧ୍ୟରୁ ଗୋଟିଏ ଭୁବନେଶ୍ୱରଠାରେ ପ୍ରତିଷ୍ଠା...

ବିଭିନ୍ନ ଦ୍ରବ୍ୟର ନକଲି କାରବାର

ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ସହରରେ ଦୁଇଜଣ ବ୍ୟବସାୟୀ ନକଲି ଜର୍ଦ୍ଦା ବିକ୍ରି କରୁଥିବା ଅଭିଯୋଗରେ ଟାଉନ ପୋଲିସ ଗୁରୁବାର ସେମାନଙ୍କୁ ଗିରଫ କରିଥିଲା। ସେମାନେ ହେଲେ...

Advertisement
Archives

Model This Week