କରୋନାକୁ ହରାଇଲେ ମହାରାଷ୍ଟ୍ରର ଶତାୟୁ ମହିଳା

ନୂଆଦିଲ୍ଲୀ,୨୦।୯-ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏପରିସ୍ଥିତିରେ ମହାରାଷ୍ଟ୍ରର ଜଣେ ୧୦୬ ବର୍ଷୀୟ ବୃଦ୍ଧା କରୋନା ଲଢ଼େଇରେ ବିଜୟୀ ହୋଇଛନ୍ତି। ସେ ହେଲେ ଆନନ୍ଦିବାଇ ପାଟିଲ। ମହାମାରୀ କରୋନାକୁ ହରାଇବା ପରେ ଆନନ୍ଦିବାଇ ହସ ହସ ମୁହଁରେ ଘରକୁ ଫେରିଛନ୍ତି। କରୋନାରେ ଆକ୍ରାନ୍ତ ପରେ ସେ ମହାରାଷ୍ଟ୍ରର ସାଭାରାମ କଲ୍ୟାଣ-ଡୋମ୍ବିଭଲି ମ୍ୟୁନିସିପାଲିଟି କର୍ପୋରେଶନ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। କୋଭିଡ ହସ୍ପିଟାଲରୁ ଡିସଚାର୍ଜ ପରେ ସେ ବେଶ ଆନନ୍ଦିତ ଥିବା ଦେଖିବାକୁ ମିଳିଛି। ଅନେକ ଲୋକ ତାଙ୍କର ଆରୋଗ୍ୟ କାମନା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବଞ୍ଚିଥିବା ଯାଏ ସିଏଏ ଲାଗୁ କରାଇଦେବିନି’

କୋଲକାତା,୧୭ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ପକ୍ଷରୁ କୋଲକାତାରେ ବିଶାଳ ରାଲି ଅନୁଷ୍ଠିତ...

ଆଉନାହାନ୍ତି ଜହ୍ନମାମୁ ପତ୍ରିକାର କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ଚେନ୍ନାଇ,୩୦।୯:: ପ୍ରସିଦ୍ଧ ଚିତ୍ରକର ତଥା କାର୍ଟୁନିଷ୍ଟ କେ.ସି ଶିବଶଙ୍କର ଆଉନାହାନ୍ତି। ୯୭ ବର୍ଷ ବୟସରେ ଚେନ୍ନାଇରେ ତାଙ୍କର ପରଲୋକ ଘଟିଛି। ସେ ଲୋକପ୍ରିୟ ଜହ୍ନମାମୁ ପତ୍ରିକାର...

ଆମରଣ ଅନଶନରେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବିରୋଧରେ ପୂରା ଦେଶ ସ୍ବର ଉତ୍ତୋଳନ କରିଛି। ପୀଡ଼ିତାଙ୍କୁ...

ପୁଣି ସଫା ହେଲେ ୩ ଆତଙ୍କବାଦୀ

ଶ୍ରୀନଗର,୧।୭: ଜମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଜାରି ରହିଛି। ଟ୍ରାଲ ଅଞ୍ଚଳରେ ଜୈଶ-ଏ-ମହମ୍ମଦର ୩ ଜଣ ଆତଙ୍କବାଦୀ...

ଚନ୍ଦ୍ରଶେଖର ଆଜାଦ ଗଢିଲେ ନୂଆ ଦଳ

ଲକ୍ଷ୍ନୌ,୧୫।୩: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ରବିବାର କାଶୀରାମଙ୍କ ଜୟନ୍ତୀ ଅବସରରେ ନିଜର ନୂଆ ରାଜନୈତିକ ଦଳ ଗଠନ କରିଛନ୍ତି। ତାଙ୍କ ନୂଆ ଦଳର...

ସାରା ଭାରତରେ କରୋନା ଆତଙ୍କ

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୨ା୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୁଧବାର ୬୦ରେ ପହଞ୍ଚତ୍ଛି। କର୍ନାଟକର କଳାବୁର୍‌ଗୀରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କୁ କରୋନା ସଂକ୍ରମଣ...

ପିଲାଙ୍କ ସହ ମିଶିଲେ ମୋଦି

ନୂଆଦିଲ୍ଲୀ,୧୫।୮: ସମଗ୍ର ଦେଶ ପାଳୁଛି ୭୩ତମ ସ୍ବାଧୀନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଲାଲକିଲାଠାରେ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ...

ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲା: ସୁପ୍ରିମ୍‌କୋର୍ଟରେ ଆବେଦନ ଦାଖଲ କଲା ସିବିଆଇ; ମଙ୍ଗଳବାର ଚିଦାମ୍ବରମ୍‌ଙ୍କ ଜାମିନ୍‌ ବିଚାର

ନୂଆଦିଲ୍ଲୀ,୧୪।୧୦: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କ ବିରୋଧରେ ହୋଇଥିବା ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ସୋମବାର ସିବିଆଇ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଆବେଦନ ଦାଖଲ କରାଯାଇଛି। ଏହାର ଶୁଣାଣି...

Coronavirus Update

Archives

Model This Week

Why Dharitri