Posted inଜାତୀୟ

ରାହୁଲଙ୍କ ଅଗଣାରେ ‘ତୁଳସୀ’

ଲକ୍ଷ୍ନୌ, ୨୪।୫: ୫୦ ବର୍ଷ ପରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଅଗଣାକୁ ଆସିଛନ୍ତି ତୁଳସୀ। କଂଗ୍ରେସର ଗଡ କୁହାଯାଉଥିବା ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ ରାହୁଲଙ୍କୁ ୫୫ ହଜାର ୧୨୦ ଖଣ୍ଡ ଭୋଟରେ ପରାସ୍ତ କରି ବିଜୟ ମୁକୁଟ ପିନ୍ଧିଛନ୍ତି ଅଭିନେତ୍ରୀରୁ ରାଜନେତ୍ରୀ ପାଲଟି ଥିବା ସ୍ମୃତି ଇରାନୀ। ୨୦୧୪ରେ ଏଠାରୁ ପରାସ୍ତ ହେବା ପରେ ଦୃଢ ଆତ୍ମବିଶ୍ୱାସ ଯୋଗୁ ଏଥର ଆମେଠି ଲୋକଙ୍କ ହୃଦୟ ଜିଣି ପାରିଛନ୍ତି ସ୍ମୃତି। ୨୦୧୪ରେ ମୁଁ ହାରିବା ପରେ ମଧ୍ୟ ଜନସେବା ଜାରି ରଖିଥିଲି। ଆଜି ସେଇ ଜନତା ମୋତେ ବିଜୟର ସ୍ବାଦ ଚଖାଇଲେ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୦୦ ମସିହାରେ ଟିଭିରେ ପ୍ରସାରିତ ହେଉଥିବା ଲୋକପ୍ରିୟ ଧାରାବାହିକ ‘କୁଁ୍ୟ କି ଶାଶ୍‌ ଭି କଭି ବୋହୂ ଥୀ’ରେ ତୁଳସୀ ଭୂମିକାରେ ସ୍ମୃତି ଇରାନୀ ଘରେ ଘରେ ପରିଚିତ ହୋଇଥିଲେ।


All Right Reserved By

ମୋଦି ନେତା, ରାଜନାଥ ଉପନେତା

ନୂଆଦିଲ୍ଲୀ,୧୩ା୬(ପି.ଟି.): ଭାଜପା ସଂସଦୀୟ ଦଳ କାର୍ଯ୍ୟକାରିଣୀ କମିଟି ବୁଧବାର ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାରେ ଏହାର ନେତା ହୋଇଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ...

ବେଆଇନ ଗ୍ରାନାଇଟ୍‌ ଖନନ ମାମଲା: ୪୦ କୋଟିର ସମ୍ପତ୍ତି ବାଜ୍ୟାପ୍ତ

ନୂଆଦିଲ୍ଲୀ,୨୫ା୪(ପି.ଟି.): ବେଆଇନ ଗ୍ରାନାଇଟ୍‌ ଖନନ ମାମଲାରେ ନିଲମ୍ବିତ ଡିଏମ୍‌କେ ନେତା ଏମ୍‌.କେ. ଆଲାଗିରିଙ୍କ ପୁଅ ଆଲାଗିରି ଦୟାନିଧିଙ୍କ ଘରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ...

ଦିଦିଙ୍କ ପାଖକୁ ‘ଗେଟ୍‌ ଓ୍ବେଲ୍‌ ସୁନ୍‌’ କାର୍ଡ ପଠାଇବ ଭାଜପା

କୋଲକତା,୩।୬: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କୁ ହରଡ଼ଘଣାରେ ପକାଇବା ପାଇଁ ଭାଜପା ପକ୍ଷରୁ ଉଦ୍ୟମ କରାଯାଉଛି। ଗତ ସପ୍ତାହରେ ଜୟ ଶ୍ରୀରାମ କାର୍ଡକୁ ନେଇ ଚର୍ଚ୍ଚା ହେଉଥିବାବେଳେ...

ସୁରକ୍ଷିତ ନୁହେଁ ଜଙ୍ଗଲ ରାଜା: ୭ ବର୍ଷରେ ଶିକାରୀ ଗୁଳିରେ ୨ ଶହ ୨୨ ମୃତ; ମଧ୍ୟପ୍ରଦେଶରେ ସର୍ବାଧିକ

ନୂଆଦିଲ୍ଲୀ,୮।୭: ଜଙ୍ଗଲର ରାଜା ବାଘକୁ ସୁରକ୍ଷା ମିଳିପାରୁନି। ୨୦୧୨ରୁ ୨୦୧୮ ମଧ୍ୟରେ ଗତ ୭ ବର୍ଷରେ ଦେଶରେ ମୋଟ ୬ ଶହ ୫୭ ବାଘଙ୍କ ମୃତ୍ୟୁ...

ଅଜୟ ଭାଲା ହେବେ ସ୍ବରାଷ୍ଟ୍ର ସଚିବ

ନୂଆଦିଲ୍ଲୀ,୨୫ା୭(ପି.ଟି.): କେନ୍ଦ୍ରରେ ଶକ୍ତି ସଚିବ ଥିବା ଅଜୟ ଭାଲାଙ୍କୁ ସରକାର ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି (ଓଏସ୍‌ଡି) ନିଯୁକ୍ତ କରିଛନ୍ତି। ସେ...

ରାଜୀବ ଗାନ୍ଧୀ ହତ୍ୟା ମାମଲା: ନଳିନୀଙ୍କୁ ମିଳିଲା ୩୦ ଦିନର ପାରୋଲ

ଚେନ୍ନାଇ,୫।୭: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଜେଲଦଣ୍ଡ ଭୋଗୁଥିବା ନଳିନୀ ଶ୍ରୀହରନଙ୍କୁ ମାଡ୍ରାସ ହାଇକୋର୍ଟ ୩୦ ଦିନର...

କାଉଡିଆଙ୍କ ସେବା କଲେ ବିଦେଶୀ ମହିଳା

ମିରଟ,୨୯।୭: ଉତ୍ତର ପ୍ରଦେଶର ମିରଟରେ ଜଣେ ବିଦେଶୀ ମହିଳା ତାଙ୍କ ଶ୍ୱଶୁରଙ୍କ ସହ ମିଶି କାଉଡି ଯାତ୍ରାରେ ଯାଉଥିବା ଶିବ ଭକ୍ତଙ୍କର ସେବା କରିଛନ୍ତି। ଚେକୋସ୍ଲୋଭାକିଆର...

କେବେ ମା’ ହେବେ ଏହାର ନିଷ୍ପତ୍ତି ନେବେ ମହିଳା: କେନ୍ଦ୍ରକୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୫।୭: କେବେ ମା’ ହେବେ ଏନେଇ ନିଷ୍ପତ୍ତି ନେବା ଅଧିକାର ମହିଳାଙ୍କୁ ମିଳିବା ଆବଶ୍ୟକ। ସୁପ୍ରିମ୍‌କୋର୍ଟରେ ଏଭଳି ଆବେଦନ ହୋଇଥିବା ଏକ ମାମଲାରେ କେନ୍ଦ୍ର ସରକାରଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *