ସଡ଼କ ଦୁର୍ଘଟଣାରେ ୩୫ ତୀର୍ଥଯାତ୍ରୀ ମୃତ

ମଦିନା,୧୭।୧୦: ସୌଦିର ମଦିନା ପ୍ରଦେଶରେ ଏକ ସଡ଼କ ଦୁର୍ଘଟଣାରେ ୩୫ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ସହିତ ଏକ ଏକ୍ସାଭେଟର ଧକ୍କା ହେବାରୁ ବସ୍‌ଟି ଅଲ୍‌ ଆଖାଲ କେନ୍ଦ୍ରଠାରେ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ସ୍ଥାନୀୟ ଅଲ୍‌ ହାମ୍‌ନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ମୃତକଙ୍କ ମଧ୍ୟରେ ଏସିଆ ଏବଂ ଆରବର ତୀର୍ଥଯାତ୍ରୀ ଥିବା କୁହାଯାଉଛି।


All Right Reserved By Dharitri.Com

ଜୀବନ ଯୁଦ୍ଧରେ ହାରିଗଲେ ଥାଇଲାଣ୍ଡ ଗୁମ୍ଫାରୁ ଫୁଟବଲ ଖେଳାଳିଙ୍କୁ ଉଦ୍ଧାର କରିଥିବା ନୌସେନା ଅଧିକାରୀ

ବ୍ୟାଙ୍କକ୍‌,୩୦।୧୨: ଗତ ବର୍ଷ ଥାଇଲାଣ୍ଡର ଏକ ଗୁମ୍ଫାରେ ଫସି ରହିଥିବା ଫୁଟବଲ ଖେଳାଳିଙ୍କୁ ଉଦ୍ଧାର କରିଥିବା ଜଣେ ନୌସେନା ଅଧିକାରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଦୀର୍ଘ...

ସୁଷମା ସ୍ବରାଜଙ୍କ ପରଲୋକ

ନୂଆଦିଲ୍ଲୀ,୬।୮(ପି.ଟି.)-ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ, ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ...

କାବୁଲରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ

କାବୁଲ,୩।୯: ଆଫଗାନିସ୍ତାନର ରାଜଧାନୀ କାବୁଲରେ ସୋମବାର ବିଳମ୍ବିତ ରାତିରେ ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶହେରୁ ଊର୍ଦ୍ଧ୍ୱ...

ଭାରତ ସପକ୍ଷରେ ୫୫ ରାଷ୍ଟ୍ର

ଜାତିସଂଘ,୨୭ା୬: ଅନ୍ତର୍ଜାତୀୟସ୍ତରରେ ଭାରତର ପ୍ରଭାବ ବୃଦ୍ଧି ପାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ର ଅସ୍ଥାୟୀ ଆସନରେ ଭାରତର ସଦସ୍ୟତାକୁ ଚାଇନା, ପାକିସ୍ତାନ ସମେତ ୫୫ଟି ରାଷ୍ଟ୍ର...

ବଳାତ୍କାର ଅଭିଯୋଗ:ନେପାଳ ବାଚସ୍ପତିଙ୍କ ଇସ୍ତଫା

କାଠମାଣ୍ଡୁ,୨ା୧୦(ପି.ଟି.): ଜଣେ ମହିଳା କର୍ମଚାରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନେପାଳ ପାର୍ଲାମେଣ୍ଟର ବାଚସ୍ପତି କ୍ରିଷ୍ଣ ବାହାଦୁର ମହାରା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ...

ଜି-୭ରେ ମୋଦି

ବିଆରିଜ୍‌,୨୬ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫ୍ରାନ୍ସର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ସେ ବାହାରିନ୍‌ରୁ ଫ୍ରାନ୍ସ ଯାଇ ସମ୍ମିଳନୀରେ...

ସୋମାଲିଆ କାର୍‌ ବୋମା ବିସ୍ଫୋରଣ: ୭୬ ମୃତ

ମୋଗାଡିସୁ,୨୮।୧୨: ସୋମାଲିଆର ରାଜଧାନୀ ମୋଗାଡିସୁରେ ଶନିବାର ହୋଇଥିବା କ୍ରମାଗତ କାର୍‌ ବୋମା ବିସ୍ଫୋରଣରେ ଏପର୍ଯ୍ୟନ୍ତ ୭୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସରକାରୀ ପ୍ରବକ୍ତା ଇସ୍‌ମାଇଲ...

ମୋଦିଙ୍କ ଭାଷଣ ଶୁଣିବାକୁ ନାମ ପଞ୍ଜୀକରଣ କଲେ ୫୦ ହଜାର ଲୋକ

ହଷ୍ଟନ,୨୩।୮: ଆସନ୍ତା ମାସରେ ଆମେରିକାର ହଷ୍ଟନଠାରେ ଥିବା ଏନ୍‌ଜିଆର୍‌ ଷ୍ଟାଡିୟମରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଉଦ୍‌ବୋଧନ ଶୁଣିବା...

Leave a comment

Your email address will not be published. Required fields are marked *