ଆଜି ରାଜ୍ୟରୁ ୧୦୬୩୫ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୧୦୬୩୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୩୪,୮୪୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୦୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୪୬୨୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୬୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯୪୩ ଏବଂ କଟକରୁ ୮୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୫୫୯, ବାଲେଶ୍ୱର ୩୦୧, ବରଗଡ଼ ୪୪୩, ଭଦ୍ରକ ୧୦୦, ବଲାଙ୍ଗୀର ୩୧୮, ବୌଦ୍ଧ ୧୭୯, ଦେବଗଡ଼ ୧୩୭, ଢେଙ୍କାନାଳ ୧୪୬, ଗଜପତି ୧୦୧, ଗଞ୍ଜାମ ୨୬୬, ଜଗତସିଂହପୁର ୧୪୦, ଯାଜପୁର ୨୯୦, ଝାରସୁଗୁଡ଼ା ୪୫୬, କଳାହାଣ୍ଡି ୪୬୯, କନ୍ଧମାଳ ୭୩, କେନ୍ଦ୍ରାପଡ଼ା ୧୧୭, କେନ୍ଦୁଝର ୧୯୩, କୋରାପୁଟ ୧୨୭, ମାଲକାନଗିରି ୭୯, ମୟୂରଭଞ୍ଜ ୧୭୯, ନବରଙ୍ଗପୁର ୩୩୬, ନୟାଗଡ଼ ୨୫୩, ନୂଆପଡ଼ା ୩୨୪, ପୁରୀ ୪୩୪, ରାୟଗଡ଼ା ୧୫୮, ସମ୍ବଲପୁରରୁ ୬୪୧ ଏବଂ ସୋନପୁରରୁ ୧୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୭୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫,୩୪,୮୪୨ରେ ପହଞ୍ଚିଥିବା ବେଳେ ୪,୩୯,୩୨୨ଜଣ ସୁସ୍ଥ ହୋଇଛନ୍ତି। ୯୩,୨୮୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri