ଉପରମୁହାଁ କରୋନା ସଂକ୍ରମଣ: ଚିହ୍ନଟ ହେଲେ ୧୦୬୫ ପଜିଟିଭ୍‌

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୨ ଜଣ ସଂକ୍ରମିତ ରହିଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱରରୁ ୧୪ ଜଣ, ଭଦ୍ରକରୁ ୫ଜଣ, ବଲାଙ୍ଗୀରରୁ ୮ଜଣ, ବୌଦ୍ଧରୁ ଜଣେ, କଟକରୁ ୧୩୫ଜଣ, ଦେବଗଡ଼ରୁ ୫ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୨୧ଜଣ, ଯାଜପୁରରୁ ୨୧ଜଣ, ଝାରସୁଗୁଡ଼ାରୁ ୧୮ଜଣ, କଳାହାଣ୍ଡିରୁ ୧୪ ଜଣ, କନ୍ଧମାଳରୁ ୬ଜଣ, କେନ୍ଦ୍ରାପଡ଼ାରୁ ୧୮ଜଣ, କେନ୍ଦୁଝରରୁ ୪ଜଣ, ଖୋର୍ଦ୍ଧାରୁ ୩୬୧ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୫୨ଜଣ, ନବରଙ୍ଗପୁରରୁ ୫ଜଣ, ନୟାଗଡ଼ରୁ ୧୮ଜଣ, ନୂଆପଡ଼ାରୁ ୧୧ଜଣ, ପୁରୀରୁ ୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ ଜଣ, ସମ୍ବଲପୁରରୁ ୫୮ଜଣ, ସୋନପୁରରୁ ୩୧ଜଣ, ସୁନ୍ଦରଗଡରୁ ୧୧୧ଜଣ, ଷ୍ଟେଟ ପୁଲ୍‌ରୁ ୭୬ ଜଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri