ଦେବଗଡ଼ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ

ଦେବଗଡ଼, ୧୭।୧୦(ଡି.ଏନ୍‌.ଏ.): ସହର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହି ରାସ୍ତାରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଯାହାକୁ ନେଇ ଜନସାଧାରଣ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ ମଧ୍ୟ କିଛି ଲାଭ ହେଉ ନାହିଁ। ତେଣୁ ଗୁରୁବାର ସକାଳ ୯ରୁ ଦେବଗଡ଼ କାରଗିଲ ଛକରେ ସ୍ଥାନୀୟ ଲୋକେ ବିଭିନ୍ନ ନାରାବାଜି ଦେବା ସହ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ ଗାଡିମୋଟର ଚଳାଚଳ ବନ୍ଦ ରହିଛି । ରାସ୍ତାର ଦୁଇ ପାର୍ଶ୍ୱରେ ଶତାଧିକ ଗାଡିମୋଟର ଅଟକି ରହିଛି।


All Right Reserved By Dharitri.Com

କଣ୍ଟାବାଞ୍ଜିରେ ସ୍ଥିତି ଅନୁଧ୍ୟାନ କଲେ ବଲାଙ୍ଗୀର ଏସ୍‌ପି

କଣ୍ଟାବାଞ୍ଜି, ୨୦।୪(ଡି.ଏନ.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଦେଶକୁ ଲକ୍‌ ଡାଉନ ରଖା ଯାଇଛି। ହେଲେ ଏହା ଠିକ୍‌ ଠାକ୍‌ ଭାବେ ପାଳନ ହେଉଛି...

ଚିଙ୍ଗୁଡି ମାଫିଆଙ୍କ କବଳରେ ଶତାଧିକ ଏକର ସରକାରୀ ଜମି

ବାଲିଆପାଳ, ୨୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ତହସିଲ ଅନ୍ତର୍ଗତ ଜମ୍ଭୀରାଇ, ପଞ୍ଚୁପାଲି ଓ ବୋଳଂ ଆଦି ପଞ୍ଚାୟତର ଶହ ଶହ ଏକର ସରକାରୀ ଗୋଚର ଚାରଣ ଜମି,...

ଘର ଘର ବୁଲି ସ୍ବାସ୍ଥ୍ୟବସ୍ଥା ଯାଞ୍ଚ ଆରମ୍ଭ: ୪୦ ଲକ୍ଷ ଲୋକଙ୍କ କରାଯିବ ସ୍କ୍ରିନିଂ

ଛତ୍ରପୁର,୯ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ଘରକୁ ଯାଇ ଗଠିତ ଟିମ୍‌ ଲୋକଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ତଥ୍ୟ ସଂଗ୍ରହ ଆରମ୍ଭ କରିଛନ୍ତି। ୩ ଦିନ ମଧ୍ୟରେ ଏହି...

ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍‌ ବ୍ୟାଙ୍କ

ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍‌ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬...

ବରଗଡ଼ ଲୋକ ସଭା: ସୁରେଶ-ପ୍ରସନ୍ନଙ୍କ ମଧ୍ୟରେ କଡ଼ା ଟକ୍କର

ବରଗଡ଼ ଅଫିସ,୨୩।୫: ବରଗଡ଼ ଲୋକ ସଭା ଆସନରେ ଭାଜପାର ସୁରେଶ ପୂଜାରୀ ଓ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୧୫ଶ ରାଉଣ୍ଡ...

ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଲେ ପ୍ରତାପ ଜେନା

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍‌ ଇଣ୍ଡିଆ ପକ୍ଷରୁ ଶନିବାର...

ସ୍କୁଲ କ୍ୱାର୍ଟର ଆଟୁ ଖସିଲା, ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ

ଓଡ଼ଗାଁ,୨୬ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ରଘୁନାଥ ବିଦ୍ୟପୀଠ ପରିସରରେ ଥିବା ଏକ ଷ୍ଟାଫ୍‌ କ୍ୱାର୍ଟର ଆଟୁ ଖସି ଯିବାରୁ ସଂପୃକ୍ତ ପରିବାର ସଦସ୍ୟ ଅଳ୍ପକେ...

ଅଜଣା ରୋଗରେ ପରିବାରର ଦୁଇ ଶିଶୁ ମୃତ

ଭେଡ଼େନ,୨୧।୯(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଚିଚିଣ୍ଡା ଗ୍ରାମ ପଞ୍ଚାୟତର ଚମାର ପଡ଼ାର ଗୋଟିଏ ପରିବାରର ଦୁଇ ଜଣ ଶିଶୁଙ୍କ ଅଜଣା ରୋଗରେ ଶୁକ୍ରବାର...

Leave a comment

Your email address will not be published. Required fields are marked *