ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…

କଞ୍ଚା ପନିର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ। ପନିରରେ ଓମେଗା-୩ ଏସିଡ୍‌ ରହିଥାଏ। ଏହା ରକ୍ତ ଶର୍କରାସ୍ତରକୁ ସନ୍ତୁଳିତ କରେ। ଏଥିରେ ପ୍ରଚୁର ପରିମାଣରେ କ୍ୟାଲସିୟମ ଓ ଫସ୍‌ଫରସ୍‌ ଥାଏ। ଏହା ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହିତ କୋଲେଷ୍ଟରଲ୍‌ସ୍ତରକୁ ନିୟନ୍ତ୍ରିତ କରିଥାଏ। ପ୍ରତିଦିନ କଞ୍ଚା ପନିର ଖାଇବା ଦ୍ୱାରା ବହୁ ରୋଗ ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। କଞ୍ଚା ପନିର ଡାଇବେଟିସରୁ ଦୂରେଇ ରଖେ। ପ୍ରତିଦିନ ଏହାକୁ ଖାଇଲେ ହାଡ଼ ମଜଭୁତ ହୁଏ। ଏହା ସହିତ ଆଣ୍ଠୁଗଣ୍ଠି ସମସ୍ୟାରୁ ମଧ୍ୟ ମୁକ୍ତି ମିଳେ। ଦିନସାରା କାମ ପରେ କିଛି କଞ୍ଚା ପନିର ଖାଇଲେ ଥକ୍କାପଣ ଦୂର ହୋଇଥାଏ।


All Right Reserved By Dharitri.Com

ଆମରଣ ଅନଶନରେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବିରୋଧରେ ପୂରା ଦେଶ ସ୍ବର ଉତ୍ତୋଳନ କରିଛି। ପୀଡ଼ିତାଙ୍କୁ...

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚାଇବାକୁ ଆଉ ଏକ ଉଦ୍ୟମ

ନୂଆଦିଲ୍ଲୀ,୨୮।୨: ନିର୍ଭୟା ଗଣବାଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଦେବାକୁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ହେଲେ ଏହାକୁ ଘୁଞ୍ଚାଇବାକୁ...

ଏଥର ଜନ୍ମଦିନ ପାଳିବେ ନାହିଁ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୯।୬: ବିହାରରେ ମସ୍ତିଷ୍କ ଜ୍ୱରରେ ୧୩୦ ଶିଶୁ ମୃତ୍ୟୁବରଣ କଲେଣି। କେବଳ ବିହାରରେ ନୁହେଁ, ଏହି ଘଟଣାରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି।...

ସିଦ୍ଧୁ ଦଳର କେଉଁ ସ୍ଥାନରେ ରହିବେ ସ୍ଥିର କରିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୨୨।୭: ପଞ୍ଜାବ କ୍ୟାବିନେଟରୁ ଇସ୍ତଫା ଦେବା ପରେ ଭାରତୀୟ ଦଳର ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଏବେ ଦଳରେ ରହିବେ କି ନା ଯଦି...

ଆର୍‌ଜେଡି ବିଧାୟକଙ୍କ ବିରୋଧରେ ଚାର୍ଜଶିଟ୍‌

ଆରା,୯ା୨(ପି.ଟି.): ନାବାଳିକା ବଳାତ୍କାର ମାମଲାରେ ଫେରାର ଥିବା ଆର୍‌ଜେଡି ବିଧାୟକ ଅରୁଣ ଯାଦବଙ୍କ ବିରୋଧରେ ସ୍ବତନ୍ତ୍ର ପୋକ୍ସୋ ଅଦାଲତରେ ପୋଲିସ ଚାର୍ଜଶିଟ୍‌ ଦାଖଲ କରିଛି। ସନ୍ଦେଶ...

ମୌଲାନା ସାଦ୍‌ଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ ,୧।୪: ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ ଘଟଣାରେ ମୌଲାନା ମହମ୍ମଦ୍‌ ସାଦ୍‌ଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି...

ଏଏପିକୁ ଟାର୍ଗେଟ କଲେ କପିଲ

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ନେତାମାନେ ପରସ୍ପର ମଧ୍ୟରେ ସେତେ ଦୋଷ ଲଦାଲଦି ହେଉଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ କପିଲ...

କାନ୍ଦିଲେ ଭେଙ୍କାୟା: କହିଲେ, ଏଥର ରାଖୀରେ ଖାଲି ରହିବ ହାତ

ନୂଆଦିଲ୍ଲୀ, ୭।୮: ଶୋକାକୁଳ ପରିବେଶ ମଧ୍ୟରେ ଦିଲ୍ଲୀର ଲୋଧି ରୋଡ ଶ୍ମଶାନ ଘାଟଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ଶେଷକୃତ୍ୟ...

Leave a comment

Your email address will not be published. Required fields are marked *