ଆଳୁରେ ନିର୍ମିତ ହୋଟେଲ

ଆଳୁରେ ନିର୍ମିତ ହୋଟେଲ। ପଢିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ଇଦାହେ ରାଜ୍ୟରେ ଆଳୁରେ ତିଆରି ଏକ ହୋଟେଲ ରହିଛି। ଏହି ଆଳୁର ଓଜନ ଛଅ ଟନ୍‌ ହେବ। ୟା ଭିତରେ ଗୋଟେ ରାତି ପାଇଁ ଭାରତୀୟ ମୁଦ୍ରାରେ ୧୮ ହଜାର ଟଙ୍କା ଦେବାକୁ ପଡିଥାଏ। ଆଳୁ ଭିତରେ ଦୁଇଜଣ ଲୋକ ଆରମରେ ରହି ପାରିବେ। ସେଥିପାଇଁ ଏଠାରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


All Right Reserved By Dharitri.Com

ଜେଏନୟୁରେ ୫ ବର୍ଷ ଥିଲେ ସିକ୍ୟୁରିଟି ଗାର୍ଡ, ଏବେ ସେଠି ପାଠ ପଢିବାକୁ ଯୋଗ୍ୟ ବିବେଚିତ ହେଲେ

ନୂଆଦିଲ୍ଲୀ, ୧୫।୭: କଥାରେ ଅଛି ଯଦି ଧୈର୍ଯ୍ୟ, ସାହସ, ପରିଶ୍ରମ ଏବଂ ଇଚ୍ଛାଶକ୍ତି ଅଛି ତେବେ ସଫଳତା ପାଇବା ଆଦୌ କଷ୍ଟକର ନୁହେଁ। ଏହି ୪...

ସୁନା ମଣିଷ: ପ୍ରତିଦିନ ପିନ୍ଧନ୍ତି ୫ କି.ଗ୍ରା.ରୁ ଅଧିକ ସୁନା

ପ୍ରତିଦିନ ସେ ପିନ୍ଧନ୍ତି ୫ କି.ଗ୍ରା.ରୁ ଅଧିକ ଓଜନର ସୁନା। ବେକରେ ମୋଟା ମୋଟା ସୁନାର ଚେନ୍‌, ହାତରେ ସୁନାର କଙ୍କଣ ସହ ୧୦ ଆଙ୍ଗୁଳିରେ...

ଭୋକିଲାଙ୍କ ପେଟକୁ ଦାନା ନ ଦେଇ ଇମ୍ରାନ୍‌ଙ୍କ ମୁହଁତୋଡ଼

ଇସଲାମାବାଦ୍‌,୮।୮: ପାକିସ୍ତାନର ଆର୍ଥିକ ଅବସ୍ଥା ଏବେ ଦୟନୀୟ ହୋଇପଡ଼ିଛି। ଲୋକଙ୍କ ପାଖରେ ଖାଇବା ପାଇଁ ଦାନା ନାହିଁ। ଭୋକିଲାଙ୍କ ପେଟକୁ ଦାନା ନ ଦେଇ ପାକିସ୍ତାନ...

ଭାରତର ଏହି ୫ ସ୍ଥାନରେ ଅଛି ରାବଣ ମନ୍ଦିର

ସମଗ୍ର ଦେଶରେ ଏବେ ଶାରଦ ପୂଜାର ମାହୋଲ। ଚଳଚଞ୍ଚଳ ଗଁାଠୁ ସହର। ବିଭିନ୍ନ ପୂଜା ମଣ୍ଡପଗୁଡ଼ିକ ସୁନ୍ଦର ସୁନ୍ଦର ଆଲୋକମାଳା ଓ ସୁଉଚ୍ଚ ତୋରଣରେ ଝଲସୁଛି।...

ଦୁନିଆର ସବୁଠାରୁ ମହଙ୍ଗା ଚକୋଲେଟ୍‌: ଦାମ ଶୁଣିଲେ ଉଡ଼ିଯିବ ହୋସ୍‌

ନୂଆଦିଲ୍ଲୀ,୨୩।୧୦: ଯଦି ଆପଣ ଚକୋଲେଟ୍‌ର ବହୁତ ବଡ଼ ଫ୍ୟାନ୍‌, ତେବେ ଏହା ଆପଣଙ୍କୁ ପ୍ରଲୋଭିତ କରିବ। କାରଣ ଦେଶର ଅନ୍ୟତମ ଅଗ୍ରଣୀ କମ୍ପାନୀ ଆଇଟିସି ଦୁନିଆର...

ମଙ୍ଗଳରେ ଅମ୍ଳଜାନ

ଓ୍ବାଶିଂଟନ: ଲାଲ୍‌ ଗ୍ରହ ମଙ୍ଗଳରେ ଅମ୍ଳଜାନ ଅଛି। ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା (ନାସା) ଏପରି ଦାବି କରିଛି। ମଙ୍ଗଳରେ ଜୀବନ ଖୋଜୁଥିବା ନାସାର ରୋଭର...

ଏହି ମୁସଲମାନ ଦେଶରେ ଭଗବାନ ରାମଙ୍କୁ ପୂଜା କରାଯାଏ

ଇଣ୍ଡୋନେସିଆର ଜନସଂଖ୍ୟା ପାଖାପାଖି ୨୩ କୋଟି। ଏହା ବିଶ୍ୱର ଚତୁର୍ଥ ବୃହତ୍ତମ ଜନସଂଖ୍ୟା ବିଶିଷ୍ଟ ଦେଶ କୁହାଯାଉଥିବା ବେଳେ ଏହି ଦେଶ ମୁସଲମାନ ବହୁଳ। ତେବେ...

ଚାଇନା ସରକାର ନିଜ ଇଛା ଅନୁସାରେ ଲେଖିବେ କୋରାନ୍‌ ଓ ବାଇବେଲ୍‌

ବେଜିଂ,୨୯।୧୨: ଚାଇନାରେ ଉଇଗର ମୁସଲମାନ୍‌ ସମ୍ପ୍ରଦାୟ ଉପରେ ନାନା ପ୍ରକାର ନିର୍ଯାତନା ଜାରି ରହିଛି। ଏବେ ଚାଇନା ସରକାର ନିଜ ଇଛା ଅନୁସାରେ ଧର୍ମଗ୍ରନ୍ଥ କୋରାନ୍‌...

Leave a comment

Your email address will not be published. Required fields are marked *