ଯୌତୁକ ଜନିତ ମହିଳାଙ୍କୁ ହତ୍ୟା ଅଭିଯୋଗ: ସ୍ବାମୀ ଅଟକ

ହାଟଡିହୀ,୧୭।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଅଧୀନ ଖଳାଗଡିଆ ଗ୍ରାମର ଜଣେ ମହିଳାଙ୍କୁ ଯୌତୁକ ପାଇଁ ବିଷଦେଇ ହତ୍ୟା କରାଯାଇଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ଓ ଆନନ୍ଦପୁର ଡିଏସ୍‌ପି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମହିଳାଙ୍କ ସ୍ବାମୀଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।


All Right Reserved By Dharitri.Com

ଖର୍ଚ୍ଚ ହେବ ୨୦ ଲକ୍ଷ

ଭୁବନ, ୩୧।୮(ଡି.ଏନ.ଏ.) ପାଦ ଥାପିଛି ଶରତ। ବିଦ୍ୟାଦାତା ଗଜାନନଙ୍କ ଆବାହନ ସହ ଆରମ୍ଭ ହେବ ପାର୍ବଣ ଋତୁ। ଏହାକୁ ନେଇ ଗଁ।ଠାରୁ ସହର ଯାଏ ସବୁଠି...

ସ୍ମିତାରାଣୀ ମୃତ୍ୟୁ ମାମଲା:ହାଇକୋର୍ଟରେ ରୂପେଶ ଭଦ୍ର

କଟକ ଅଫିସ, ୩ା୧୨:ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ମାମଲାରେ ଗିରଫ ହୋଇଥିବା ରୂପେଶ ଭଦ୍ର ଜାମିନ...

ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ତତ୍ପର : ୧୦ କୋଚିଂ ସେଣ୍ଟରରେ ଯାଞ୍ଚ

ବ୍ରହ୍ମପୁର ଅଫିସ,୨ା୬-ନିକଟରେ ଗୁଜରାଟର ସୁରଟରେ ଘଟିଥିବା ଏକ କୋଚିଂ ସେଣ୍ଟର ଅଗ୍ନିକାଣ୍ଡରେ ୨୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ମୃତ୍ୟୁସଂଖ୍ୟା ବଢି ଚାଲିଛି ।...

ସଙ୍କୁଚିତ ହେବ ରୟାଲ ପଡିଆ

ସୋନପୁର,୨୫।୧୦(ନି.ପ୍ର.)-ସୁବର୍ଣ୍ଣପୁର ସହରର ବ୍ଲକ ଛକ ସ୍ଥିତ ଆଠ ଏକର ପରିମିତ ଅଞ୍ଚଳରେ ରହିଛି ରୟାଲ ପଡିଆ। ଏହି ସମତଳ ପଡିଆରେ ମୁଖ୍ୟମନ୍ତ୍ରୀଙ୍କ ସଭାଠାରୁ ଆରମ୍ଭ କରି,...

ବଲାଙ୍ଗୀରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଫୁ: ଶ୍ରମ ବିଭାଗ କିରାଣି ଖୋଲାଖୋଲି ଲାଞ୍ଚ ନେବାର ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀର ଜିଲାର ସରକାରୀ ଅଧିକାରୀଙ୍କ ୫-ଟି କିମ୍ବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଖାତିର ନାହିଁ। ବିଭିନ୍ନ ଯୋଜନାରେ ଦୁର୍ନୀତି ଚାଲିଛି। ଏପରିକି ଖୋଲାଖୋଲି...

ଗୋଦାମ ଅଭାବ, ଲକ୍ଷ୍ୟଧାର୍ଯ୍ୟ କମିଲା: ୧୦ ହଜାର କମ୍‌ ଷ୍ଟାଣ୍ଡାର୍ଡ ବ୍ୟାଗ କେନ୍ଦୁପତ୍ର କିଣାଯିବ

ନବରଙ୍ଗପୁର,୨୫।୪(ବି.ପ୍ର.)-କେନ୍ଦୁପତ୍ର ଗୋଦାମ ଓ ରପ୍ତାନୀର ଅଭାବ ଲାଗି ନବରଙ୍ଗପୁର ଜିଲାରେ କେନ୍ଦୁପତ୍ର ସଂଗ୍ରହ ଲକ୍ଷ୍ୟଧାର୍ଯ୍ୟ ଚଳିତ ବର୍ଷ କମାଯାଇଛି।  ଜିଲାରେ ଗତ ବର୍ଷ ଠାରୁ ଚଳିତ...

ହାଟରୁ ଧରାପଡ଼ିଲେ ୩ ପକେଟମାର ନିର୍ଧୂମ ଛେଚିଲେ, ପୋଲିସ ଜିମାଦେଲେ

ଭାପୁର, ୨୯।୯(ଡି.ଏନ୍‌.ଏ.)-ଢେଙ୍କାନାଳ ସଦର ଥାନା ଭାପୁର ମେଡିକାଲ ଛକ ନିକଟ ପରିବା ହାଟରୁ ରବିବାର ପକେଟମାର କରୁଥିବା ୩ଜଣଙ୍କୁ ସ୍ଥାନୀୟ ଲୋକେ ଧରି ପୋଲିସ ଜିମା...

ବିଜୁ ପକାଘର ଯୋଜନା ବାଟ୍‌ବନା:୧୦ ବଛର ହେଲା ଗୁହାଲ ପାଲଟିଛେ ଘର

ଦେଓଗାଁ,୨୪ା୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କୁଲୁତାପଡ଼ା ପଁଚେତ୍‌ରେ ରାଏଜ୍‌ ସରକାରକଁର ବିଜୁ ପକାଘର ଯୋଜନା ବାଟବନା ହେଇଥିବାର ଦେଖ୍‌ବାକେ ମିଲିଛେ। ଇ ପଁଚେତ୍‌ର...

Leave a comment

Your email address will not be published. Required fields are marked *