ରାଜ୍ୟରେ ସୁସ୍ଥହେଲେ ୧୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କରୋନା ସଂକ୍ରମଣ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦୭ ଜଣ ନ୍‌ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୭୬ ହଜାର ୭୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟୁଇଟ୍‌କରି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତି ଜିଲାରୁ ସର୍ବାଧିକ ୨୪ ଜଣ ସୁସ୍ଥ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri