ରାଜ୍ୟରେ ସୁସ୍ଥହେଲେ ୧୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କରୋନା ସଂକ୍ରମଣ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦୭ ଜଣ ନ୍‌ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୭୬ ହଜାର ୭୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟୁଇଟ୍‌କରି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତି ଜିଲାରୁ ସର୍ବାଧିକ ୨୪ ଜଣ ସୁସ୍ଥ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri