ଚୋରା କୋଇଲା ବୋଝେଇ ଗାଡ଼ି ଜବତ, ଚାଳକ ଫେରାର

ଭଦ୍ରକ ଅଫିସ/ପଦ୍ମପୁର,୧୮।୧୦(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି ପୋଲିସ ଓ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମିଳିତ ଚଢ଼ାଉ କରି ଶୁକ୍ରବାର ଭୋର ସମୟରେ ଏକ ଚୋରା କୋଇଲା ଗାଡ଼ିି(ଓଆର୍‌-୩୪ଡି ୯୬୨୯)କୁ ଜବତ କରିଛନ୍ତି। ପୋଲିସକୁ ଦେଖି ଗାଡ଼ି ଚାଳକ ନିକଟସ୍ଥ ଧାନ ବିଲକୁ ଦୌଡ଼ି ପଳାଇଥିଲେ। ଗାଡ଼ିରେ ୫୦ ବସ୍ତାରୁ ଊର୍ଦ୍ଧ୍ୱ କୋଇଲା ଥିବା ବେଳେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ତେବେ ଗାଡ଼ିଟି ତିହିଡ଼ି ଆଡ଼କୁ ଯାଉଥିବା ବେଳେ ସେରପୁର କୁଣ୍ଡି ଛକ ନିକଟରେ ପୋଲିସ ହାତରେ ଧରା ପଡ଼ିଛି।


All Right Reserved By Dharitri.Com

ମହାନଦୀ ଜଳସ୍ତର : ୨ଦିନ ଧରି ରାସ୍ତା ଉପରେ ବନ୍ୟାଜଳ

ଗଣିଆ,୯ା୯ (ଡି.ଏନ.ଏ.): ଗତ ୪ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।ତେବେ ଗତ ଶନିବାର ଅପରାହ୍ନରେ ମହାନଦୀରେ ବନ୍ୟାପାଣି...

ଗାଁ ଛାଡ଼ି ଯାଉନାହାନ୍ତି ହାତୀପଲ

ଔପଦା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମରେ ହାତୀ ଉପଦ୍ରବ ଥମିବାରେ ନାଁ ଧରୁନି। ଗତ ୪/୫ଦିନ ହେବ କୁଲଡ଼ିହା...

ତାରିଣୀ ଷ୍ଟୋର ଗୋଦାମରୁ ଚୋରି

ଝୁମ୍ପୁରା, ୧୮।୭(ଡି.ଏନ.ଏ.)-ଝୁମ୍ପୁରା ବଜାରର ମଧ୍ୟଭାଗରେ ଥିବା ତାରିଣୀ ଷ୍ଟୋର ରାଶନ ଦୋକାନର ଗୋଦାମ ଗୃହରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ଜିନିଷ ଚୋରି ହୋଇଥିବା ନେଇ...

ସିଡିଏମ୍‌ଓ ଦାୟିତ୍ୱ ନେଲେ ଅମରେନ୍ଦ୍ର ନାଥ

ଅନୁଗୋଳ ଅଫିସ, ୧୨।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ୪ ମାସ ପରେ ବୁଧବାର ପୁଣି ଥରେ ଦାୟିତ୍ୱ ନେଇଛନ୍ତି ଡାକ୍ତର ଅମରେନ୍ଦ୍ରନାଥ...

ଘାଟିରୁ ଖସିଲା ବସ୍‌: ୩୦ରୁ ଊର୍ଦ୍ଧ ଆହତ

କୋଟଗଡ,୧୯ ।୮(ଡି.ଏନ.ଏ)- କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ଓରା ନିକଟ ଡାଡୁମାହା ଘାଟିରେ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ଭାରସାମ୍ୟ ହରାଇ ୩୦ଫୁଟ...

ବରୁଣଗଡ଼ିଆ ଛକ ନିକଟରେ ଦୁର୍ଘଟଣା, ଶ୍ରମିକ ମୃତ

ରୂପ୍‌ସା, ୩୧।୧୨(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ବରୁଣଗଡ଼ିଆ ଛକ ନିକଟରେ ସୋମବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ୍‌...

ଲଗାଣ ବର୍ଷାରେ ଧୋଇଗଲା ରାସ୍ତା: ସପ୍ତାହେ ହେଲା କାଲିଗାଡ଼ୁ-ସୁଗଡ଼ବାଡ଼ି ମଧ୍ୟରେ ଯାତାୟାତ ବନ୍ଦ, ବିପଦସଙ୍କୁଳ ଭାବେ ନାଳ ପାର ହେଉଛନ୍ତି ଛାତ୍ରୀଛାତ୍ର

ରାଇକିଆ, ୧୪।୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ କାଲିଗାଡୁ-ସୁଗଡବାଡି ରାସ୍ତାରେ ଏକ ସପ୍ତାହ ହେଲା ଯାତାୟାତ ବନ୍ଦ ରହିଛି। ଲଗାଣ ବର୍ଷା ଯୋଗୁଁ କାଲିଗାଡୁ ନାଳରେ...

ଅସୁସ୍ଥ କୃଷ୍ଣସାର ଉଦ୍ଧାର

ଦିଗପହଣ୍ଡି,୧୧ା୧୧(ଡି.ଏନ.ଏ.): ଦିଗପହଣ୍ଡି ବନ ବିଭାଗ କର୍ମଚାରୀମାନେ ରବିବାର ଅସୁସ୍ଥ ଅବସ୍ଥାରେ ଏକ ମାଈ କୃଷ୍ଣସାରକୁ ଉଦ୍ଧାର କରି ବନ ବିଭାଗ କାର୍ଯ୍ୟାଳୟରେ ରଖିଛନ୍ତି। ସୋମବାର ତାକୁ...

Leave a comment

Your email address will not be published. Required fields are marked *