ଦିଆଯିବ ପଦୋନ୍ନତି: ୧୦୯୨ କର୍ମଚାରୀଙ୍କୁ ମିଳିବ ଏଏସ୍‌ଆଇ ତାଲିମ

କଟକ ଅଫିସ, ୨୭ା୧୨: କନଷ୍ଟେବଳ, ଲାନ୍ସ ନାଏକ, ହାବିଲଦାର ଓ ସିଆଇ ହାବିଲଦାର ପଦବୀରୁ ଏଏସ୍‌ଆଇ ପଦବୀକୁ ପଦୋନ୍ନତି ଦିଆଯିବ। ଏହି ପଦୋନ୍ନତି ନିମନ୍ତେ ଆବଶ୍ୟକ ତାଲିମ ପାଇଁ ଡିଜିପି ଅଭୟ ଅନୁମୋଦନ କରିଛନ୍ତି। ମନୋନୀତ ପ୍ରାର୍ଥୀଙ୍କ ମଧ୍ୟରେ ୮୪୯ ଜଣ ଅଣସଂରକ୍ଷିତ ବର୍ଗର ଓ ୨୪୩ ଜଣ ଅନୁସୂଚିତ ଜନଜାତି ବର୍ଗର। ଓଡ଼ିଶା ପୋଲିସ ପକ୍ଷରୁ ଏଥିପାଇଁ ଲିଖିତ ପରୀକ୍ଷା କରାଯାଇଥିଲା। ଏଥିରେ ଏଏସ୍‌ଆଇ ପଦବୀ ପାଇଁ ସମୁଦାୟ ମାର୍କର ୪୦ ପ୍ରତିଶତ ରଖିବା ବାଧ୍ୟତାମୂଳକ ଥିଲା। ମନୋନୀତ ପ୍ରାର୍ଥୀମାନଙ୍କୁ ୪ ମାସର ଏଏସ୍‌ଆଇ ପାଠ୍ୟ ଖସଡାରେ ପ୍ରଶିକ୍ଷଣ ଦିଆଯିବ। ଏହି ପ୍ରଶିକ୍ଷଣ ୨୦୨୧ ଫେବୃୟାରୀ ୧୫ରୁ ଆରମ୍ଭ ହେବ। ପରେ ସେମାନଙ୍କୁ ଥାନାରେ ୨ ମାସର ବ୍ୟବହାରିକ ପ୍ରଶିକ୍ଷଣ ଦିଆଯିବ। ଏହାପରେ ନିୟମିତ ଏଏସ୍‌ଆଇ ଭାବେ ସମସ୍ତଙ୍କୁ ନିଯୁକ୍ତି ଦିଆଯିବ। ପରେ ସେମାନଙ୍କୁ ମାମଲା ଅନୁସନ୍ଧାନ ଓ ତଦନ୍ତ କରିବାକୁ କ୍ଷମତା ପ୍ରଦାନ କରାଯିବ ବୋଲି ପୋଲିସ ମୁଖ୍ୟାଳୟ ପକ୍ଷରୁ ଶନିବାର ଏକ ପ୍ରେସ୍‌ ନୋଟ୍‌ ଜରିଆରେ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?