ଜଳାଶୟରେ ବୁଡ଼ି ନାବାଳକ ମୃତ

ଛତ୍ରପୁର, ୧୯।୧୦: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଡୁଗୁଲ ଛକ ନିକଟ ଏକ ଅସ୍ଥାୟୀ ଜଳାଶୟରେ ବୁଡି ଶନିବାର ଜଣେ ନାବାଳକର ମୃତ୍ୟୁ ଘଟିଛି। ସେ ହେଲେ କଣମଣା ଓଡିଆର୍‌ପି କଲୋନୀର ସଞ୍ଜୟ ସେଠୀଙ୍କ ପୁଅ ଦିଗାମ୍ବର(୧୧)।
ସୂଚନା ଅନୁଯାୟୀ, ଆଇଆର୍‌ଇ ପ୍ଲାଣ୍ଟ ପକ୍ଷରୁ ଡୁଗୁଲ ଛକ ନିକଟରେ ଅସ୍ଥାୟୀ ଭାବେ ଏକ ଜଳାଶୟ ସୃଷ୍ଟି ହୋଇଥିଲା। ଶନିବାର ଦିଗାମ୍ବର ଉକ୍ତ ଜଳାଶୟରେ ଗାଧୋଉଥିବା ବେଳେ ଅସାବଧାନତା ଯୋଗୁ ବୁଡି ଯାଇଥିଲେ। ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି।


All Right Reserved By Dharitri.Com

ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଫୁଲବାଣୀ ଅଫିସ, ୩୧ା୮-ଫୁଲବାଣୀ ସହର ଡାମିଗାଁ ପାଖ ସାଲୁଙ୍କି ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପାରିପାର୍ଶ୍ୱିକ ପରିସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି...

ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫ : ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗୁଦା ମୁର୍ମୁ ୬୭୬ ଭୋଟରେ ଆଗୁଆ ଅଛନ୍ତି। ସେହିପରି ମୋରଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି...

ଈଶାଣେଶ୍ୱର ପାଠାଗାର ପାଇଲା ପ୍ରକୃତି ମିତ୍ର ପୁରସ୍କାର

ବ୍ରହ୍ମପୁର ଅଫିସ, ୭।୬: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଶ୍ରୀ ଈଶାଣେଶ୍ବର ପାଠାଗାରକୁ ଚଳିତ ବର୍ଷର ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି।...

ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୫ ଜଣଙ୍କ ନଁ। ରେ ମାମଲା, ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ, ୨୧।୯ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗଡ଼ିଆ ପାଟଣାରେ ଗୁରୁବାର ରାତିରେ ବିଜୟ ବେହେରା ନାମକ ଜଣେ ଯୁବକଙ୍କୁ ଲୁହାରଡ୍‌ରେ ପିଟିପିଟି...

୪୮୩ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ

ଭଞ୍ଜନଗର,୧୮।୪(ଡି.ଏନ.ଏ)- ଯେଉଁ ଅଞ୍ଚଳରେ ଚାଷ ଜମିକୁ କେନାଲ ପାଣି ସୁବିଧା ନାହିଁ, ସେଠି ବୃହତ୍‌ ଉଠା ଜଳସେଚନ ମାଧ୍ୟମରେ ପାଣି ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ...

ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଉନ୍ମୋଚିତ

ବଲାଙ୍ଗୀର ଅଫିସ, ୧୮।୧୦: ବଲାଙ୍ଗୀର ସର୍କିଟ ହାଉସଠାରେ ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି। ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥି ଭାବେ...

ଦେଦରରେ ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ

ଜୁନାଗଡ, ୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦେଦର ଗ୍ରାମରେ ସୋମବାର ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେୟାର ଇଣ୍ଡିଆର ତରିନା ପ୍ରକଳ୍ପ...

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ: ପନିପରିବା ବିହନ ବଣ୍ଟନ

ପାଟକୁରା,୭।୧୦(ଡିଏନଏ)- ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକର ବେଡାରୀ ଗ୍ରାମ ପଞ୍ଚାୟତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ପନିପରିବା ବିହନ ବଣ୍ଟନ କରାଯାଇଛି।...

Leave a comment

Your email address will not be published. Required fields are marked *