ଚିତ୍ରକୋଣ୍ଡାରେ ଆରମ୍ଭ ହେଲା ୧୦୮ ଆମ୍ବୁଲାନ୍ସ ସେବା

ଚିତ୍ରକୋଣ୍ଡା,୧୧।୧୨: ଦୀର୍ଘଦିନର ଅପେକ୍ଷା ପରେ ସ୍ବାଭିମାନ ଅଞ୍ଚଳରେ ଆରମ୍ଭ ହୋଇଯାଇଛି ୧୦୮ ଆମ୍ବୁଲାନ୍ସ ସେବା। ଚିତ୍ରକୋଣ୍ଡା ଲଞ୍ଚ ଘାଟଠାରେ ୧୦୮ ଆମ୍ବୁଲାନ ବୋଟ ସେବାକୁ ଉଦ୍‌ଘାଟନ କରିଛନ୍ତି ମାଲକାନଗିରି ଜିଲାପାଳ ଓଆଇ ବିଜୟ। ଏହି ଅବସରରେ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ପ୍ରଫୁଲ କୁମାର ନନ୍ଦ, ବିଡିଓ ଲାରୀମାନ ଖରସେଲ ପ୍ରମୁଖ ଉପସ୍ଥିତ ଥିଲେ।

ପୂର୍ବରୁ ରାଜ୍ୟର କେନ୍ଦ୍ରପଡ଼ା, କଳାହାଣ୍ଡି ଓ କୋରାପୁଟ ଜିଲାରେ ବୋଟ ମାଧ୍ୟମରେ ୧୦୮ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଉଛି। ଏହି ସେବା ପାଇଁ ଚିତ୍ରକୋଣ୍ଡାରେ ଦୁଇଟି ବୋଟ ବ୍ୟବହାର କରାଯିବ। ସ୍ବାଭିମାନ ଅଞ୍ଚଳର କୁଂତୁରପଦର ଓ ଅରାପଦରଠାରେ ଦୁଇଟି ୧୦୮ ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri